୨୦୨୬ରେ ପଶ୍ଚିମବଙ୍ଗ ଏବଂ ତାମିଲନାଡୁରେ ବିଜେପି ସରକାର ଗଢିବାକୁ ଯାଉଛି – ଶାହଙ୍କ ଦମ୍ଭୋକ୍ତି
ପଶ୍ଚିମବଙ୍ଗ ପରେ ପୁଣି ତାମିଲନାଡୁରେ ବିଜେପି ସରକାର ଗଢିବା ନେଇ ଦମ୍ଭୋକ୍ତି ଦେଖାଇଲେ ଶାହ । ମଦୁରାଇରେ ଏକ ଜନସଭାରେ ଖୋଲା ଘୋଷଣା କରି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ କହିଛନ୍ତି- ଆମେ ୨୦୨୫ରେ ଦିଲ୍ଲୀରେ ସରକାର ଗଢିଲୁ । ୨୦୨୬ରେ ପଶ୍ଚିମବଙ୍ଗ ଏବଂ ତାମିଲନାଡୁରେ ବିଜେପି ସରକାର ଗଢିବାକୁ…