ଜାଣନ୍ତୁ କଣ ରହିଛି ଆଜିର ରାଶିଫଳ ?

ମେଷ : ବିଭିନ୍ନ ସମସ୍ୟା ବିଜଡ଼ିତ ରହି କାର୍ଯ୍ୟହାନି, ମନସ୍ତାପ ଓ ବିବାଦରେ ଲିପ୍ତ ରହିପାରନ୍ତି। ପାରିବେଶିକ କୁପ୍ରଭାବରେ ସ୍ବାସ୍ଥ୍ୟ ଓ ପୂର୍ବ ଶତ୍ରୁତା ସମ୍ପର୍କିତ ଚିନ୍ତା କରିବେ। ଆନୁଷ୍ଠାନିକ କାମରେ ସଫଳତା ପାଇବାରେ ଅସୁବିଧା ହେବ ନାହିଁ। ଭ୍ରାତୃ ସମ୍ପର୍କ, ବନ୍ଧୁପ୍ରୀତି,…

କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଦିଲ୍ଲୀରେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କୁ ଭେଟିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ରାଜନାଥ ସିଂଙ୍କୁ ମହାପ୍ରଭୁ ଜଗନ୍ନାଥଙ୍କ ଏକ ପ୍ରତିମୂର୍ତ୍ତି ଉପହାର ଦେଇଛନ୍ତି। ଦେଶ ଓ ରାଜ୍ୟର ସୁରକ୍ଷା ଏବଂ ବିକାଶ ସମ୍ପର୍କିତ ବିଭିନ୍ନ…

ଲଣ୍ଡନରେ ମାହିରା ଖାନଙ୍କ ସହ ଅସଦାଜରଣ,ଭିଡ଼ିଓ ଭାଇରାଲ

ଭାରତରେ ପାକିସ୍ତାନୀ ତାରକାମାନଙ୍କ ପାଇଁ ନୋ ଏଣ୍ଟ୍ରି ବୋର୍ଡ ଲାଗିଛି। ପହଲଗାମ୍ ଆତଙ୍କବାଦୀ ଆକ୍ରମଣ ପରେ, କେନ୍ଦ୍ର ସରକାର  ସମସ୍ତ ପାକିସ୍ତାନୀ ସେଲିବ୍ରିଟିଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟକୁ ମଧ୍ୟ ବ୍ୟାନ୍ କରିଦେଇଛନ୍ତି।  ଫଳରେ ପାକିସ୍ତାନରୁ ଅନେକ ତାରକା ଅନ୍ୟ ଦେଶକୁ ଯିବା ଆସିବା…

ଷ୍ଟକ୍ ବଜାରରେ କାରବାର ହ୍ରାସ

ଗତ କିଛି ଦିନ ହେବ ଭାରତୀୟ ସେୟାର୍‌ ବଜାରରେ ଉତ୍ସାହ ଦେଖା ଦେଇଥିବା ବେଳେ ମଙ୍ଗଳବାର ପୁଣି ନିରାଶ ହୋଇଛନ୍ତି ନିବେଶକ। ସପ୍ତାହର ଦ୍ବିତୀୟ କାର୍ଯ୍ୟ ଦିନ ମଙ୍ଗଳବାର ଷ୍ଟକ୍ ବଜାରରେ କାରବାର ହ୍ରାସ ସହିତ ଆରମ୍ଭ ହୋଇଛି। ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ୍‌ର ସେନସେକ୍ସ ୭୫୨ ପଏଣ୍ଟ୍‌…

୩୦ ମେ’ ରେ ସୂର୍ଯ୍ୟ ଓ ବୁଧ ଗୋଟିଏ ରାଶିରେ ରହିବେ, ୫ ରାଶି ବ୍ୟକ୍ତି ବିଶେଷ ଭାଗ୍ୟବାନ୍‌ ହେବେ

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ସୂର୍ଯ୍ୟ ଓ ବୁଧଙ୍କୁ ମିତ୍ର ଗ୍ରହ ବୋଲି କୁହାଯାଏ । ସୂର୍ଯ୍ୟଙ୍କୁ ସମସ୍ତ ଗ୍ରହଙ୍କ ରାଜା ବୋଲି କୁହାଯାଏ । ବୁଧଙ୍କୁ ରାଜକୁମାର କୁହାଯାଏ । ୨ଟି ଗ୍ରହ ଏକାଠି ହେବା ଦ୍ୱାରା ବିଶେଷ ସଂଯୋଗ ସହ ଅତ୍ୟନ୍ତ ଶୁଭ ସଂଯୋଗ ସୃଷ୍ଟି ହୋଇଥାଏ । ବୁଧ ବୁଦ୍ଧି, ତର୍କ,…

ଦୁଇଦିନ ଧରି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା

ପଶ୍ଚିମ କେନ୍ଦ୍ରୀୟ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ମଙ୍ଗଳବାର ସୁଦ୍ଧା ଅଧିକ ଘନୀଭୂତ ହେବ। ମଙ୍ଗଳବାର ଏହା ଲଘୁଚାପରେ ପରିଣତ ହେବ। ଏହା ପ୍ରଭାବରେ ଦୁଇଦିନ ଧରି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ୨୮ ତାରିଖରୁ ଉପକୂଳ ଓଡ଼ିଶା…

ଶେଷରେ ମୁଣ୍ଡ ନୁଆଁଇଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ,ଭାରତ ସହ ଆଲୋଚନା ପାଇଁ ରାଜି

ଶେଷରେ ମୁଣ୍ଡ ନୁଆଁଇଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ । ଭାରତର କଡ଼ା ଆଭିମୁଖ୍ୟ ଆଗରେ ଭାଙ୍ଗିଲା ସେହବାଜ ସରିଫଙ୍କ ଗର୍ବ । ସିନ୍ଧୁ ଜଳ ଚୁକ୍ତିକୁ ନେଇ ଏବେ ଭାରତ ସହ କଥା ହେବାକୁ ରାଜି ହୋଇଛନ୍ତି ସେହବାଜ । ଇରାନ୍‌ ଗସ୍ତରେ ଥିବା ସେହବାଜ ସରିଫ ସେଠାରେ କହିଛନ୍ତି, ଭାରତ ସହ ସବୁ ପ୍ରସଙ୍ଗରେ…

ମିଆଁମାରରେ ପୁଣି ଭୂକମ୍ପର ଝଟକା

ମିଆଁମାରରେ ପୁଣି ଭୂକମ୍ପର ଝଟକା । ଭୂକମ୍ପର କେନ୍ଦ୍ରସ୍ଥଳ ୧୦କିଲୋମିଟର ଗଭୀରତାରେ ରହିଛି । ଭୂକମ୍ପର ତୀବ୍ରତା ୩.୪ । ଏହି ତୀବ୍ରତାର ଭୂକମ୍ପ ସାଧାରଣତଃ ସାମାନ୍ୟ କ୍ଷୟକ୍ଷତିର ସମ୍ଭାବନା ଥାଏ । ସୂଚନାନୁଯାୟୀ, ମିଆଁମାରରେ ସାମାନ୍ୟ ଭୂକମ୍ପର ଝଟକା ପୁଣିଥରେ ମଙ୍ଗଳବାର ଦିନ ଅନୁଭୂତ…

ପ୍ରବଳ ବର୍ଷାରେ ବେହାଲ୍‌ ମୁମ୍ବାଇ ,୧୦୭ ବର୍ଷର ରେକର୍ଡ ଭାଙ୍ଗିଲା

ପ୍ରବଳ ବର୍ଷାରେ ବେହାଲ୍‌ ମୁମ୍ବାଇ । ଭାଙ୍ଗିଲା ୧୦୭ ବର୍ଷର ରେକର୍ଡ । ଠାଣେରୁ ରାୟଗଡ଼ ଯାଏ ଜାରି ହୋଇଛି ରେଡ ଆଲର୍ଟ । ଦାଦର, ପରେଲ, କୁର୍ଲାର ତଳୁଆ ଅଞ୍ଚଳରେ ପାଣି ଜମିବା ସହ ସଡ଼କ, ରେଳ ଓ ବିମାନ ଚଳାଚଳ ମଧ୍ୟ ପ୍ରଭାବିତ ହୋଇଛି । ମହାନଗରୀର ରାସ୍ତାଘାଟ, ରେଳଧାରଣା ଓ ବିମାନବନ୍ଦର ସମେତ…

ଆଜି ଗାନ୍ଧିନଗରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିଶାଳ ରୋଡ୍ ଶୋ’

ଗୁଜରାଟ ଗସ୍ତର ଦ୍ବିତୀୟ ଦିନରେ ଆଜି ଗାନ୍ଧିନଗରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିଶାଳ ରୋଡ୍ ଶୋ' ଏହି ରୋଡ ଶୋ ରେ ପ୍ରାୟ 30 ହଜାର ବିଜେପି କର୍ମୀ ପିଏମ ମୋଦିଙ୍କୁ ସ୍ବାଗତ ଜଣାଇଛନ୍ତି। ଏହାପରେ ପ୍ରଧାନମନ୍ତ୍ରୀ ଗାନ୍ଧିନଗରରେ ଗୁଜରାଟ ସହରାଞ୍ଚଳ ବିକାଶର ୨୦ତମ ବାର୍ଷିକୀ ସମାରୋହରେ…