ଆଜି ଅନ୍ତର୍ଜାତୀୟ ଶ୍ରମିକ ଦିବସ

ଆଜି ଅନ୍ତର୍ଜାତୀୟ ଶ୍ରମିକ ଦିବସ । ପ୍ରତ୍ୟେକ ବର୍ଷ ପରି ଚଳିତବର୍ଷ ମେ ୧ ତାରଖକୁ ଅନ୍ତର୍ଜାତୀୟ ଶ୍ରମିକ ଦିବସ ଭାବେ ସାରା ବିଶ୍ଵର କୋଣ ଅନୁକୋଣରେ ପାଳନ ହେଉଛି । ହେଲେ ଆଜି ଦିନରେ ବି କାମ ପାଇଁ ମଣିଷ ହାଟରେ ଭିଡ଼ । ଶ୍ରମିକର ଲୁହ ଲହୁରେ ତିଆରି ହୋଇଛି ତାଜ ମହଲଠୁ ନେଇ…

ଆସନ୍ତାକାଲି ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳ

ଆସନ୍ତାକାଲି ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳ । ଅପରାହ୍ନ 4ଟାରେ ବୋର୍ଡ ଅଫିସରେ ପ୍ରକାଶ ପାଇବ ପରୀକ୍ଷା ଫଳ । ସନ୍ଧ୍ୟା 6ଟା ପରଠୁ ଓ୍ୱେବସାଇଟରେ ଉପଲବ୍ଧ ହେବ ରେଜଲ୍ଟ । www.bseodisha.ac.inରେ ଉପଲବ୍ଧ ହେବ ପରୀକ୍ଷା ଫଳ । ମାଟ୍ରିକ ପରୀକ୍ଷା ଦେବା ପରେ ୫ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ…

ଲାହୋର-କରାଚିରେ ଏୟାର ସ୍ପେସ ବନ୍ଦ

ଘନଉଛି ଯୁଦ୍ଧ ସ୍ଥିତି ।  ଭାରତରେ ଆକ୍ସନ ହେଲେ ପାକିସ୍ତାନରେ ଦେଖିବାକୁ ମିଳୁଛି ହଲଚଲ । ଗତକାଲି ଭାରତ ପାକିସ୍ତାନ ପାଇଁ ଏୟାର ସ୍ପେସ୍ ବନ୍ଦ କରିବା ପରେ ଆଜି ନିଜ ସୁରକ୍ଷାକୁ ଦୃଷ୍ଟିରେ ରଖି ପାକିସ୍ତାନ ଲାହୋର-କରାଚିରେ ଏୟାର ସ୍ପେସକୁ ବନ୍ଦ କରିଛି । ତେବେ ମେ’ ୧ରୁ ମେ’ ୩୧ରୁ ଯାଏଁ  …

ସାମନ୍ଥାଙ୍କ ନାମରେ ଏକ ମନ୍ଦିର ନିର୍ମାଣ କରିଛନ୍ତି ପ୍ରଶଂସକ

ଅଭିନେତ୍ରୀଙ୍କ ପାଇଁ ମନ୍ଦିର ତିଆରି କଲେ ଫ୍ୟାନ୍ସ। ଯାହା ବର୍ତ୍ତମାନ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସାମନ୍ଥା ରୁଥ୍ ପ୍ରଭୁ ନିକଟରେ ତାଙ୍କର ୩୮ତମ ଜନ୍ମଦିନ ପାଳନ କରିଛନ୍ତି। ଅଭିନେତ୍ରୀଙ୍କ ଏହି ଜନ୍ମଦିନ ବହୁତ ସ୍ୱତନ୍ତ୍ର ଥିଲା କାରଣ ଏଥର ତାଙ୍କୁ ତାଙ୍କ ପ୍ରଶଂସକମାନଙ୍କ ଠାରୁ ଏକ…

ଆମେରିକାରୁ ଆସିବ ଗୁରୁତ୍ୱପୂର୍ଣ୍ଣ ଯୁଦ୍ଧ ଉପକରଣ

ପହଲଗାମ ଆତଙ୍କବାଦୀ ଆକ୍ରମଣକୁ ନେଇ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଜାରି ଉତ୍ତେଜନା ମଧ୍ୟରେ, ଆମେରିକା ନୂଆଦିଲ୍ଲୀ ସହିତ ଏକ ବଡ଼ ସାମରିକ ଚୁକ୍ତି କରିଛି। ଆମେରିକା ଭାରତକୁ ୧୩୧ ନିୟୁତ ଆମେରିକୀୟ ଡଲାର ମୂଲ୍ୟର ଗୁରୁତ୍ୱପୂର୍ଣ୍ଣ ସାମରିକ ହାର୍ଡୱେୟାର ଏବଂ ଲଜିଷ୍ଟିକ୍ସ  ଯୋଗାଇବା…

କଟକ ବଡ଼ ଡାକ୍ତରଖାନା ପର୍ଯ୍ୟନ୍ତ ଗଡ଼ିବ ମେଟ୍ରୋ ରେଳ

ରାଜ୍ୟ ସରକାର ଭୁବନେଶ୍ୱର-କଟକ ମଧ୍ୟରେ ମେଟ୍ରୋ ଟ୍ରେନ୍‌ ଚଳାଚଳ ନେଇ ବଡ଼ ନିଷ୍ପତ୍ତି ନେଇଛନ୍ତି। ଏହି ମେଟ୍ରୋ ଟ୍ରେନ୍‌ ଭୁବନେଶ୍ୱର ବିମାନବନ୍ଦରରୁ ତ୍ରିଶୁଳିଆ ପରିବର୍ତ୍ତେ କଟକ ବସଷ୍ଟାଣ୍ଡ ଓ କଟକ ବଡ଼ମେଡିକାଲ ପର୍ଯ୍ୟନ୍ତ ସମ୍ପ୍ରସାରଣ ହେବ। ଲୋକଙ୍କ ସୁବିଧା ଦୃଷ୍ଟିରୁ ସରକାର ଏଭଳି…

ଏପ୍ରିଲ୍ ମାସରେ ଜିଏସଟି ସଂଗ୍ରହ ସର୍ବକାଳୀନ ରେକର୍ଡ ୨.୩୭ ଲକ୍ଷ କୋଟି ଟଙ୍କାରେ ପହଞ୍ଚିଛି

ନିକଟରେ ସମାପ୍ତ ଏପ୍ରିଲ୍ ମାସରେ ଜିଏସଟି ସଂଗ୍ରହ ସର୍ବକାଳୀନ ରେକର୍ଡ ୨.୩୭ ଲକ୍ଷ କୋଟି ଟଙ୍କାରେ ପହଞ୍ଚିଛି । ଗୁରୁବାର ଅର୍ଥ ମନ୍ତ୍ରାଳୟ ପକ୍ଷରୁ ଜାରି ଜିଏସଟି ତଥ୍ୟରୁ ଏହା ଜଣାପଡ଼ିଛି ।  ଜିଏସଟି ସଂଗ୍ରହର ଅଭିବୃଦ୍ଧି ୧୨.୬ ପ୍ରତିଶତ ରେକର୍ଡ କରାଯାଇଛି, ଯାହା ୧୭ ମାସ ମଧ୍ୟରେ…

ଚଳିତ ମାସର ପ୍ରଥମ ସପ୍ତାହରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା

ଚଳିତ ମାସର ପ୍ରଥମ ସପ୍ତାହରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି। ଏନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି। ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି, ମେ’ ୨ ତାରିଖ ପାଇଁ ମୟୂରଭଞ୍ଜ, ଗଞ୍ଜାମ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି…

ଆଜିଠୁ ଜୁଲାଇ ୩୧ ତାରିଖ ଯାଏଁ ଭିତରକନିକା ବନ୍ଦ

ଆଜିଠୁ ଜୁଲାଇ ୩୧ ତାରିଖ ଯାଏଁ ପର୍ଯ୍ୟଟକଙ୍କ ପାଇଁ ଭିତରକନିକା ବନ୍ଦ । ବଉଳାକୁମ୍ଭୀର ମାନଙ୍କର ପ୍ରଜନନ ଋତୁ କୁ ଦୄଷ୍ଟିରେ ରଖି ବନବିଭାଗ ଏହି ପଦକ୍ଷେପ ନେଇଛି । ନଦୀ ନାଳଗୁଡ଼ିକରେ ଥିବା କୁମ୍ଭୀର ବସା ବାନ୍ଧି ଅଣ୍ଡା ଦେବେ। ସେମାନଙ୍କ ମିଳନ ପର୍ବ ଓ ଅଣ୍ଡା ଦେବା ପ୍ରକ୍ରିୟାରେ ବାଧା ନ…

ବେଆଇନ ଲଘୁଖଣିଜ ପଦାର୍ଥ ଚୋରାଚାଲାଣ ପୋଲିସର ଚଢାଉ ୯ଗାଡି ଜବତ ୮ଡ୍ରାଇଭର ଅଟକ

ଖୋର୍ଦ୍ଧା ଜିଲ୍ଲା ଖୋର୍ଦ୍ଧା ତହସିଲର ଓ ଟାଗିଂ ତହସିଲର ବିଭିନ୍ନ ରାଜସ୍ୱ ମୈ।ଜାରେ ଦିନକୁ ଦିନ ବେଧଡକ ଭାବରେ ଚାଲିଛି ଲଘୁଖଣିଜ ପଦାର୍ଥ ଚୋରାଚାଲାଣ।ମାଫିଆମାନେ ଜଂଗଲ ଜମି ଓ ରାଜସ୍ୱ ଜମି ଓ କାଜୁ କର୍ପୋରେସନ ଜାଗାରୁ ବେଆଇନ ଭାବରେ ଖଣି ଖୋଳି ମାଙ୍କଡା ପଥର ଜିଲ୍ଲା ତଥା ଜିଲ୍ଲାର ବିଭିନ୍ନ…