ଜାତୀୟ ପଞ୍ଚାୟତିରାଜ ଦିବସ-୨୦୨୫ ପାଳିତ , ୬ ଲକ୍ଷ ରାସନ କାର୍ଡ ବାଣ୍ଟନ ସହିତ ନୂତନ ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା…
ପୁରୀର ତାଳବଣିଆଠାରେ ଜାତୀୟ ପଞ୍ଚାୟତିରାଜ ଦିବସ-୨୦୨୫ ରାଜ୍ୟସ୍ତରୀୟ ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ୬ ଲକ୍ଷ ରାସନ କାର୍ଡ ବାଣ୍ଟିଛନ୍ତି। ଏହି କାର୍ଯ୍ୟକ୍ରମରେ ଷଷ୍ଠ ପର୍ଯ୍ୟାୟରେ ସୁଭଦ୍ରା ଯୋଜନାର ୨ ଲକ୍ଷରୁ ଅଧିକ ନୂତନ ହିତାଧିକାରୀଙ୍କୁ ୨୦୦ କୋଟିର ସିଧାସଳଖ…