ସୁନା ଦର ପ୍ରଥମ ଥର ଐତିହାସିକ ୧ ଲକ୍ଷ ଟଙ୍କା ସ୍ତର ଟପିଛି
ଲଗାତାର ଭାବେ ବଢ଼ୁଥିବା ସୁନା ଦର ପ୍ରଥମ ଥର ଐତିହାସିକ ୧ ଲକ୍ଷ ଟଙ୍କା ସ୍ତର ଟପିଛି। ମଙ୍ଗଳବାର ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ଦାମ୍ ୧,୦୧,୩୫୦ ଟଙ୍କାରେ ପହଞ୍ଚିଛି। ଗୋଟିଏ ଦିନରେ ଏହାର ଦର ୩୦୦୦ ଟଙ୍କା ବଢ଼ିଛି। ସେହିପରି, ଅଳଙ୍କାର ପ୍ରସ୍ତୁତ ହେଉଥିବା ୨୨ କ୍ୟାରେଟ୍ ସୁନା ଦର ଆଜି…