ହିଟୱେଭ୍ ସଚେତନତା ଭ୍ୟାନ୍ ଅଭିଯାନ’କୁ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି ଉପମୁଖ୍ୟମନ୍ତ୍ରୀ
ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୋମବାର ଭୁବନେଶ୍ୱରର ଗୀତଗୋବିନ୍ଦ ଭବନଠାରେ ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ପରିସ୍ଥିତିର ମୁକାବିଲା କରିବା ପାଇଁ ଏକ ରାଜ୍ୟବ୍ୟାପୀ 'ହିଟୱେଭ୍ ସଚେତନତା ଭ୍ୟାନ୍ ଅଭିଯାନ'କୁ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି।
ଏହି ଅଭିଯାନଟି ୟୁନିସେଫର ଏକ…