ଆଜି ଠାରୁ ଯୁକ୍ତ୨ ପରୀକ୍ଷା ଖାତା ମୂଲ୍ୟାୟନ ଆରମ୍ଭ
ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍ଏସ୍ଇ) ଦ୍ବାରା ପରିଚାଳିତ ଯୁକ୍ତ୨ ପରୀକ୍ଷା ଖାତା ମୂଲ୍ୟାୟନ ବୁଧବାରଠାରୁ ଆରମ୍ଭ ହେବ। ଦୁଇଟି ପର୍ଯ୍ୟାୟରେ ହେବାକୁ ଥିବା ମୂଲ୍ୟାୟନରେ ୧୬ ହଜାର ଅଧ୍ୟାପକ ଅଧ୍ୟାପିକା ସାମିଲ ହେବେ। ଉଭୟ ଅଫ୍ଲାଇନ୍ ଓ ଅନ୍ଲାଇନ୍ ମୂଲ୍ୟାୟନ ପାଇଁ ୧୪୮ଟି…