ସ୍ୱାସ୍ଥ୍ୟଗତ କାରଣରୁ ଗୁଜରାଟ ହାଇକୋର୍ଟ ଆଶାରାମଙ୍କୁ ତିନି ମାସର ଜାମିନ ପ୍ରଦାନ କରିଛନ୍ତି

ଗୁଜୁରାଟ ହାଇକୋର୍ଟ ଦୁଷ୍କର୍ମ ମାମଲାରେ ଦୋଷୀ ସାବ୍ୟସ୍ତ  ଆଶାରାମଙ୍କୁ ଏକ ବଡ଼ ଆଶ୍ୱସ୍ତି ଦେଇଛନ୍ତି। ସ୍ୱାସ୍ଥ୍ୟଗତ କାରଣରୁ ଗୁଜରାଟ ହାଇକୋର୍ଟ ଆଶାରାମଙ୍କୁ ତିନି ମାସର ଜାମିନ ପ୍ରଦାନ କରିଛନ୍ତି। ଶୁଣାଣି ସମୟରେ, ଜଷ୍ଟିସ୍ ଇଲେଶ ଭୋରାଙ୍କ ରାୟକୁ ଜଷ୍ଟିସ୍ ଏଏସ୍ ସୁପେହିଆ ସମର୍ଥନ…

ସକାଳୁ ଲେମ୍ବୁପାଣି ପିଇଲେ ଅନେକ ଉପକାର ମିଳିଥାଏ

ଆମର ଅନିୟମିତ ଜୀବନ ଶୈଳୀ ଏବେ ଆମକୁ ଅନେକ ରୋଗ ମୁହଁକୁ ଠେଲି ଦେଉଛି। ଅସମୟରେ ଅନେକେ ବିଭିନ୍ନ ପ୍ରକାର ରୋଗର ଶିକାର ହେଉଛନ୍ତି। ହେଲେ ଆମ ହାତ ପାହାନ୍ତାରେ ଏମିତି କିଛି ଜିନିଷ ଅଛି ଯାହା ଆମକୁ ଏସବୁ ରୋଗ ବା ସ୍ବାସ୍ଥ୍ୟ ସମସ୍ୟାଠାରୁ ସହଜରେ ଦୂରେଇ ରଖିପାରିବ। ହେଲେ ଆମେ ଏହାକୁ ନିୟମିତ…

‘କ୍ରିସ୍‌-୪’ର ନିର୍ଦ୍ଦେଶନା ଦେବେ ହ୍ରିତିକ୍ ରୋଶନ

‘କ୍ରିସ୍‌-୪’ ପାଇଁ ହାତ ମିଳାଇଛନ୍ତି ହ୍ରିତିକ୍ ରୋଶନ ଏବଂ ୟଶ୍ ରାଜ ଫିଲ୍ମସ୍। ଏନେଇ ସୂଚନା ପ୍ରଦାନ କରିଛନ୍ତି ପ୍ରଯୋଜକ ତଥା ନିର୍ଦ୍ଦେଶକ ରାକେଶ ରୋଶନ। ପୂର୍ବରୁ ରାଶେକ ନିଶ୍ଚିତ କରିଥିଲେ ଯେ କ୍ରିସ୍‌ର ଆଗାମୀ ପ୍ରୋଜେକ୍ଟର ସେ ନିର୍ଦ୍ଦେଶନା ଦେବେ ନାହିଁ। ସେଥିରୁ ପ୍ରଶଂସକ ବୁଝି…

ମିଆଁମାର ଓ ଥାଇଲାଣ୍ଡରେ ଆଜି ହୋଇଥିବା ବଡ଼ଧରଣର ଭୂମିକମ୍ପ ନେଇ ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ମିଆଁମାର ଓ ଥାଇଲାଣ୍ଡରେ ଆଜି ହୋଇଥିବା ବଡ଼ଧରଣର ଭୂମିକମ୍ପ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁଃଖ ପ୍ରକାଶ କରିଛନ୍ତି। ସାମାଜିକ ଗଣମାଧ୍ୟମ ‘ଏକ୍ସ’ରେ ଶ୍ରୀ ମାଝୀ କହିଛନ୍ତି, ଭୂମିକମ୍ପରେ ପ୍ରଭାବିତଙ୍କ ସୁରକ୍ଷା ପାଇଁ ପ୍ରାର୍ଥନା କରୁଛି। ଏଭଳି ଦୁଃଖର ସମୟରେ ଉଭୟ ଦେଶର ଜନତାଙ୍କ…

କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର , ୨ ପ୍ରତିଶତ ବଢ଼ିଲା ମହଙ୍ଗା ଭତ୍ତା

କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର । ୨ ପ୍ରତିଶତ ବଢ଼ିଲା ମହଙ୍ଗା ଭତ୍ତା । ଏନେଇ କେନ୍ଦ୍ର କ୍ୟାବିନେଟ ବୈଠକରେ ନିଷ୍ପତ୍ତି ନିଆଯାଇଛି । ସପ୍ତମ ବେତନ କମିଶନ ଆଧାରରେ ମହଙ୍ଗା ଭତ୍ତା ବୃଦ୍ଧି ପାଇଛି । ଏହା ପୂର୍ବରୁ ଜୁଲାଇ ୨୦୨୪ରେ ମହଙ୍ଗା ଭତ୍ତା ୩ ପ୍ରତିଶତ ବୃଦ୍ଧି ପାଇ ୫୦ରୁ…

ଯୁକ୍ତ ଦୁଇ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ପରୀକ୍ଷା-୨୦୨୫ ଶେଷ, ମେ‘ ୧୫ ତାରିଖ ସୁଦ୍ଧା ପ୍ରକାଶ ପାଇବ…

ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ଦ୍ବାରା ପରିଚାଳିତ  ଯୁକ୍ତ ଦୁଇ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ପରୀକ୍ଷା-୨୦୨୫ ଶେଷ ହୋଇଛି। ପରୀକ୍ଷା ଶେଷ ହୋଇଯାଇଥିବାରୁ ଏହାର ଫଳ ପ୍ରକାଶନ ପାଇଁ ସିଏଚ୍‌ଏସ୍‌ଇ ଖାତା ଦେଖିବା ନେଇ ପ୍ରସ୍ତୁତି ଆରମ୍ଭ କରିଛି। ଆସନ୍ତା ୨…

ପ୍ରଦୀପ ଜେନା ଓଇ୍‌ଆରସି ଅଧ୍ୟକ୍ଷ ଭାବେ ନିଯୁକ୍ତି କଲେ ରାଜ୍ୟ ସରକାର

ରାଜ୍ୟ ସରକାରଙ୍କ ପୂର୍ବତନ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ଓଡ଼ିଶା ବିଦ୍ୟୁତ୍‌ ନିୟାମକ ଆୟୋଗ(ଓଇ୍‌ଆରସି) ଅଧ୍ୟକ୍ଷ ଭାବେ ନିଯୁକ୍ତି ପାଇଛନ୍ତି। ପ୍ରଦୀପ ଜେନାଙ୍କୁ ରାଜ୍ୟ ସରକାର  ନିଯୁକ୍ତ କରିଛନ୍ତି। ଆଇଏଏସ୍‌ ଅଧିକାରୀ ସୁରେଶ ମହାପାତ୍ରଙ୍କ ପରେ ଏହି ପଦ ଖାଲି ପଡ଼ିଥିଲା। ନବୀନ…

ମିଆଁମାରରେ ଭୟଙ୍କର ଭୂମିକମ୍ପ

ମିଆଁମାରରେ ଭୟଙ୍କର ଭୂମିକମ୍ପ । ଶୁକ୍ରବାର ମିଆଁମାରରେ ୭.୭ ଏବଂ ୬.୪ ତୀବ୍ରତାର ଦୁଇଟି ଲଗାତାର ଭୂମିକମ୍ପ ଅନୁଭୂତ ହୋଇଛି । ଥାଇଲ୍ୟାଣ୍ଡର ରାଜଧାନୀ ବ୍ୟାଙ୍କକରେ ମଧ୍ୟ ଭୂମିକମ୍ପ ଅନୁଭୂତ ହୋଇଥିଲା। ମିଆଁମାରର ମାଣ୍ଡାଲେରେ ଥିବା ଆଭା ସେତୁ, ଇରାୱାଡି ନଦୀରେ ଭୁଶୁଡ଼ି ପଡ଼ିଥିବା ସୂଚନା…

ବନ୍ଦ ହୋଇଥିବା ସବୁ ସ୍କୁଲ୍‌ ଖୋଲିବ – ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ

ବନ୍ଦ ହୋଇଥିବା ସ୍କୁଲ୍‌ ଖୋଲିବା ନେଇ କିଛି ବ୍ୟବସ୍ଥା ରହିଛି ନା ନାହିଁ । ଏନେଇ ଗୃହରେ ପ୍ରଶ୍ନ କରିଥିଲେ ଅତାବିରା ବିଧାୟକ ନିହାର ମହାନନ୍ଦ । ଏହାର ଉତ୍ତର ରଖିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ମନ୍ତ୍ରୀ କହିଛନ୍ତି ଯେ, ପୂର୍ବ ସରକାର ତରବରିଆ ଭାବରେ, ଠିକ୍…

ଆପୋଲରେ ନବ ଦାସଙ୍କ ଇସିଜି ହୋଇଥିବା ନେଇ କୌଣସି ତଥ୍ୟ ମିଳି ପାରୁନି

ବହୁ ଚର୍ଚ୍ଚିତ ନବ ଦାସ ହତ୍ୟାକାଣ୍ଡ ମାମଲା ।   ଆପୋଲୋ ହସ୍ପିଟାଲରୁ ମିଳିଲା ଚିକିତ୍ସା ବାବଦ ଖର୍ଚ୍ଚର ହିସାବ । ମାତ୍ର ୨ ଘଣ୍ଟା ଧରି ଚିକିତ୍ସା ପାଇଁ ଖର୍ଚ୍ଚ ହୋଇଛି ୨ ଲକ୍ଷ ୩୦ ହଜାର ଟଙ୍କା । ଗୁଳି ମାଡ଼ ପରେ ଆପୋଲୋରେ ନବଙ୍କ ସର୍ଜରୀ ହୋଇଛି । ସନ୍ଧ୍ୟା ୫ଟା ୨୬ରୁ ୭ଟା ୩୦ ଯାଏଁ  …