ଦିଲ୍ଲୀ ବିଧାନସଭା ନିର୍ବାଚନ: ଆଜି ସନ୍ଧ୍ୟା ୫ଟାରେ ସରିବ ପ୍ରଚାର
ଦିଲ୍ଲୀ ବିଧାନସଭା ନିର୍ବାଚନ ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି । ଆଜି ସନ୍ଧ୍ୟା ୫ଟାରେ ସରିଯିବ ନିର୍ବାଚନ ପ୍ରଚାର । ଏହାପରେ ଫେବ୍ରୁଆରି ୫ ତାରିଖରେ ଦେଢକୋଟିରୁ ଅଧିକ ଭୋଟର ଭୋଟ ଦେଇ ବାଛିବେ ନେତା ଓ ସରକାର । ପ୍ରଚାରରେ ଶେଷ ଦିନ ହୋଇଥିବାରୁ ସବୁ ରାଜନୈତିକ ଦଳ ନିଜର ହଭିୱେଟ ନେତାଙ୍କୁ…