ନୂଆ ରୂପ ନେବ ତାରିଣୀ ମନ୍ଦିର

ମା’ ତାରିଣୀ ମନ୍ଦିରର ବିକାଶ ସହ ଚାରିପାର୍ଶ୍ୱର ସୌନ୍ଦର୍ଯ୍ୟୀକରଣ ହେବ। ଏଥିପାଇଁ ୨୧୪ କୋଟି ଟଙ୍କା ଖର୍ଚ୍ଚ ହେବ। ଏହା ବ୍ୟତୀତ ବଡବିଲ୍ ପାଇଁ ଏକ ରିଙ୍ଗ୍ ରୋଡ୍ ନିର୍ମାଣ ହେବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ପୂର୍ତ୍ତ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମ ସମୀକ୍ଷା କରିବା…

ଆଜି ଠାରୁ ଗାଡ଼ି ବୀମା ନଥିଲେ କଟିବ ଇ – ଚାଲାଣ , ଗଣିବେ ଜରିମାନା

ମୋଟର ଯାନରେ ବୀମା ନ ଥିଲେ ଟୋଲ୍‌ ଗେଟ ସ୍ବୟଂକ୍ରିୟ ପ୍ରଣାଳୀରେ ଧରାପଡ଼ିବ। ଇ- ଡିଟେକ୍ସନ ପ୍ରକ୍ରିୟାରେ ଜାରି କରିବ ଇ-ଚାଲାଣ। ଫେବୃଆରୀ ଆଜିଠାରୁ ରାଜ୍ୟର ବିଭିନ୍ନ ଜାତୀୟ ରାଜପଥରେ ଥିବା ୨୨ଟି ଟୋଲ୍‌ଗେଟରେ ଏହା କାର୍ଯ୍ୟକାରୀ ହେବ। ଏ ନେଇ ରାଜ୍ୟ ପରିବହନ ପ୍ରାଧିକରଣ ପକ୍ଷରୁ ସମସ୍ତ…

ଆଉ କିଛି ଘଣ୍ଟାର ଅପେକ୍ଷା , ଆସିବ ପୂର୍ଣ୍ଣାଙ୍ଗ ବଜେଟ୍

ଆଉ କିଛି ଘଣ୍ଟାର ଅପେକ୍ଷା। ଆଜି ଆସିବ ପୂର୍ଣ୍ଣାଙ୍ଗ ବଜେଟ୍।  ମୋଦୀ ସରକାରଙ୍କ ତୃତୀୟ ପାଳିର ଏହା ହେଉଛି ପ୍ରଥମ ବଜେଟ୍।  ଦିନ ୧୧ଟାରେ ସଂସଦରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୫ ୨୬ ଆର୍ଥିକ ବର୍ଷ ପାଇଁ ବଜେଟ୍ ଉପସ୍ଥାପନ କରିବେ। ସାଧାରଣ ଲୋକଙ୍କ ଠାରୁ ଆରମ୍ଭ କରି…

ଆଜିର ରାଶିଫଳ

ମେଷ: ବନ୍ଧୁ ସହିତ ବାହାରକୁ ବୁଲି ଯିବାର ଯୋଜନା କରିବେ। କାମକୁ ଭଲ ଦିଶା ଦେବାକୁ ଚେଷ୍ଟା କରିବେ। ପ୍ରିୟଜନଙ୍କ ସହିତ ଜିନିଷ କିଣିବାକୁ ଯିବେ। ଛାତ୍ରଛାତ୍ରୀ ଲେଖାପଢ଼ାରେ ମନୋଯୋଗ ଦିଅନ୍ତୁ।‌ ବୃଷ: ଚାକିରିଜୀବୀଙ୍କୁ ମନ ମୁତାବକ ପ୍ରୋଜେକ୍ଟ ମିଳିବା ଯୋଗୁଁ ପ୍ରସନ୍ନତା ହେବ।…

ସସ୍‌ପେଣ୍ଡ ହୋଇଯାଇଛି ଅଭିନେତ୍ରୀ ସ୍ବରା ଭାସ୍କରଙ୍କ ଟୁଇଟର ଆକାଉଣ୍ଟ

ସବୁଦିନ ଲାଗି ସସ୍‌ପେଣ୍ଡ ହୋଇଯାଇଛି ଅଭିନେତ୍ରୀ ସ୍ବରା ଭାସ୍କରଙ୍କ ଟୁଇଟର ଆକାଉଣ୍ଟ। ସେ ନିଜେ ଏନେଇ ଇନଷ୍ଟାଗ୍ରାମରେ ସୂଚନା ଦେଇଛନ୍ତି। ଗଣତନ୍ତ୍ର ଦିବସର ଶୁଭେଚ୍ଛା ଜଣାଇବା ଯୋଗୁ ଏଭଳି ହୋଇଥିବା ସେ ପୋଷ୍ଟ କରି ଅଭିଯୋଗ ଆଣିଛନ୍ତି। ଟୁଇଟର ତରଫରୁ ଆସିଥିବା ମେଲ୍‌ର ସ୍କ୍ରିନଶଟ୍‌ ଶେୟାର…

ରାଷ୍ଟ୍ରପତିଙ୍କୁ Poor Lady କହି କଟାକ୍ଷ କଲେ ସୋନିଆ

ସଂସଦରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ ଏବଂ ରାହୁଲ ଗାନ୍ଧୀଙ୍କ ପ୍ରତିକ୍ରିୟା ସାମ୍ନାକୁ ଆସିଛି। ରାଷ୍ଟ୍ରପତିଙ୍କ ଅଭିଭାଷଣ ପରେ ସୋନିଆ ଗାନ୍ଧୀ କହିଛନ୍ତି, ବିଚାରୀ ଭାଷଣ ପଢ଼ି ପଢ଼ି କ୍ଳାନ୍ତ ହୋଇଯାଇଥିଲେ। ସେପଟେ ଲୋକସଭାରେ ବିରୋଧୀ ଦଳ ନେତା ରାହୁଲ…

ମନରାଜ ଜୱାଣ୍ଡାଙ୍କୁ ବିବାହ କଲେ ରାପର୍ ରଫ୍‌ତାର୍‌

ରାପର୍ ରଫ୍‌ତାର୍‌ ଫ୍ୟାଶନ୍ ଷ୍ଟାଇଲିଷ୍ଟ ଏବଂ ଅଭିନେତ୍ରୀ ମନରାଜ ଜୱାଣ୍ଡାଙ୍କୁ ବିବାହ କରିଛନ୍ତି। ଦୁହିଁଙ୍କ ବିବାହକୁ ନେଇ ଅନେକ ଦିନରୁ ଚର୍ଚ୍ଚା ଲାଗି ରହିଥିବା ବେଳେ ବାହାଘର ଫଟୋ ସାମ୍ନାକୁ ଆସିବା ପରେ ଏହି ଖବର ନିଶ୍ଚିତ ହୋଇଛି। ରଫ୍‌ତାର୍‌ଙ୍କ ଏହା ଦ୍ୱିତୀୟ ବିବାହ, କାରଣ ସେ…

ଲାଇଫଟାଇମ ଆଚିଭମେଣ୍ଟ ପୁରସ୍କାରରେ ସମ୍ମାନିତ ହେବେ ସଚିନ

ଭାରତୀୟ କ୍ରିକେଟ ଦଳ ପୂର୍ବତନ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକରଙ୍କୁ ବିସିସିଆଇ ଲାଇଫଟାଇମ ଆଚିଭମେଣ୍ଟ ପୁରସ୍କାରରେ ସମ୍ମାନିତ କରିବାକୁ ଯାଉଛି। ବିସିସିଆଇ ଶନିବାର ଏହାର ବାର୍ଷିକ କାର୍ଯ୍ୟକ୍ରମରେ ମାଷ୍ଟର ବ୍ଲାଷ୍ଟରଙ୍କୁ ଏହି ସମ୍ମାନ ପ୍ରଦାନ କରିବ। ଭାରତ ପାଇଁ ୬୬୪ଟି ଅନ୍ତର୍ଜାତୀୟ…

ଇଣ୍ଡିଆ-ଇଂଲଣ୍ଡ ମ୍ୟାଚ ପାଇଁ ବାରବାଟୀରେ ସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଫେବୃଆରୀ ୯ରେ ବାରବାଟୀ ଷ୍ଟାଡିୟମରେ ଅନୁଷ୍ଠିତ ହେବ ଇଣ୍ଡିଆ-ଇଂଲଣ୍ଡ ଏକଦିବସୀୟ କ୍ରିକେଟ ମ୍ୟାଚ। ଏହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ବାରବାଟୀ ଷ୍ଟାଡିୟମରେ ପହଞ୍ଚି ସ୍ଥିତି ସମୀକ୍ଷା କରିଛନ୍ତି। ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀ ପ୍ରସ୍ତୁତି ସନ୍ତୋଷଜନକ ରହିଥିବା…

ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ପ୍ରଶଂସା କଲେ ଜୟଶଙ୍କର

ଭୁବନେଶ୍ୱର ଜନତା ମଇଦାନରେ ଆୟୋଜିତ ପ୍ରବାସୀ ଭାରତୀୟ ଦିବସର ସଫଳ ଆୟୋଜନ ପାଇଁ ବୈଦେଶିକ ମନ୍ତ୍ରୀ ଏସ୍‌. ଜୟଶଙ୍କର ଚିଠି ଲେଖି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ପ୍ରଶଂସା କରିଛନ୍ତି। ରାଜ୍ୟ ସରକାରଙ୍କ ଆତିଥେୟତାକୁ ନେଇ ଯୋଗ ଦେଇଥିବା ପ୍ରବାସୀ ପଜିଟିଭ ଫିଡବ୍ୟାକ ଦେଇଛନ୍ତି। ଭବିଷ୍ୟତରେ…