ଭିଜିଲାନ୍ସ ଜାଲରେ ITDA ପିଏ
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବଣାଇ ଆଇଟିଡିଏ ପ୍ରକଳ୍ପ ପ୍ରଶାସକ ବିଶ୍ଵଦର୍ଶୀ ସାହୁଙ୍କ ଘର ଓ କାର୍ଯ୍ୟାଳୟରେ ଭିଜିଲାନ୍ସ ଚଢାଉ। ଆୟ ବର୍ହିଭୁତ ଠୁଳ ଅଭିଯୋଗରେ ଏକକାଳୀନ ୭ଟି ସ୍ଥାନରେ ଚାଲିଛି ରେଡ୍ । ଯାଜପୁର ଟାଉନରେ ସମ୍ପର୍କୀୟଙ୍କ ଘରେ ମଧ୍ୟ ଚାଲିଛି ରେଡ଼ | ଭୁବନେଶ୍ୱର,…