ବାରବାଟୀ ଦିନିକିଆ ପାଇଁ ଫେବ୍ରୁଆରୀ ୨ରୁ ଟିକେଟ ବିକ୍ରି

ଐତିହାସିକ ବାରବାଟୀ କ୍ରିକେଟ ଷ୍ଟାଡିୟମ୍‌ରେ ଆୟୋଜିତ ହେବାକୁ ଯାଉଥିବା ବହୁ ପ୍ରତୀକ୍ଷିତ ଭାରତ-ଇଂଲଣ୍ଡ ଦିନିକିଆ ଦିବାରାତ୍ର କ୍ରିକେଟ୍ ମ୍ୟାଚ୍‌ର ଟିକେଟ୍‌ ବିକ୍ରି ନେଇ ତାରିଖ ଘୋଷଣା ହୋଇଯାଇଛି। ବାରବାଟୀ ଦିନିକିଆ ପାଇଁ ପ୍ରଥମ ଟିକେଟ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କୁ ପ୍ରଦାନ…

ନିଜର ଭୋଟ ବିକ୍ରି କରିବା ବଦଳରେ ବିକାଶ ପାଇଁ ଭୋଟ ଦେବାକୁ ଭୋଟରଙ୍କୁ ଅପିଲ କଲେ କେଜ୍ରିଓ୍ଵାଲ

ଦିଲ୍ଲୀ ବିଧାନସଭା ନିର୍ବାଚନ ଲାଗି ପ୍ରଚାର ଏବେ ଜୋରସୋରରେ ଚାଲିଛି । ଭୋଟରମାନଙ୍କୁ ଆକୃଷ୍ଟ କରିବାକୁ ବିଭିନ୍ନ ଦଳର ନେତାମାନେ ବିଭିନ୍ନ ଲୋଭନୀୟ ପ୍ରତିଶ୍ରୁତି ଦେବାରେ ଲାଗିଛନ୍ତି । ତେବେ ନିଜର ଭୋଟ ବିକ୍ରି କରିବା ବଦଳରେ ବିକାଶ ପାଇଁ ଭୋଟ ଦେବାକୁ ଆମ୍ ଆଦମୀ ପାର୍ଟି (ଆପ୍)ର ଆବାହକ…

ଭୁବନେଶ୍ବରରେ ୨୪ କ୍ୟାରେଟ ସୁନା ଦାମ୍ ୮୨ ହଜାର ଟଙ୍କା ଟପିଲା

ସୁନା ଦରରେ ପୁଣି ଥରେ ଦ୍ରୁତ ବୃଦ୍ଧି ଧାରା ଦେଖିବାକୁ ମିଳିଛି। ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ ସୁନା ଦାମ୍ ୮୨ ହଜାର ଟଙ୍କା ସ୍ତର ଅତିକ୍ରମ କରିଛି। ତେବେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ ପିଛା ଦାମ୍ ୭୫,୨୫୦ ଟଙ୍କା ହୋଇଛି। ତେବେ ରୁପାର କିଲୋପିଛା ଦାମ୍ ୧,୦୪,୦୦୦ ଟଙ୍କା ରହିଛି।…

ଅଗ୍ନିକାଣ୍ଡରୁ ରକ୍ଷା କରିବ ଏୟାର ସ୍ଲାଇଡର

ବର୍ତ୍ତମାନ ସମୟରେ ଅଗ୍ନିକାଣ୍ଡ ଭଳି ଆକସ୍ମିକ ଦୁର୍ଘଟଣାରୁ ଧନ ଜୀବନ ରକ୍ଷା ପାଇବା ନିମନ୍ତେ ଏକ ପ୍ରକଳ୍ପ ପ୍ରସ୍ତୁତ କରିଛନ୍ତି ନୀଳଗିରି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ସାନପାଟପୁର ନୋଡାଲ ଉଚ୍ଚ ବିଦ୍ୟାଳୟ,ମାନଗଡ଼ ଗ୍ରାମର ଷଷ୍ଠ ଶ୍ରେଣୀ ଛାତ୍ର ହିତେଶ କୁମାର ବିଶ୍ଵାଳ l ଭୟାବହ…

ଟଙ୍କା ସହ ଏଟିଏମ ମେସିନ ତାଡ଼ି ନେଲେ ଲୁଟେରା

କିଛିଦିନ ବ୍ୟବଧାନ ପରେ ରାଜଧାନୀ ଭୁବନେଶ୍ବରରେ ପୁଣି ମାତିଛନ୍ତି ଏଟିଏମ୍‌ ଲୁଟେରା। ଆଜି ସକାଳୁ ସକାଳୁ ଭୁବନେଶ୍ବରର ଲିଙ୍ଗରାଜ ଥାନା ଅଧିନ ସାମନ୍ତରାପୁର ଶ୍ରୀରାମନଗରରେ ଥିବା ଏକ ଏସ୍‌ବିଆଇ ଏଟିଏମ୍‌ରୁ ଲୁଟ୍‌ ହୋଇଛି। ଆଉ ସବୁଠୁ ବଡ଼ କଥା ହେଉଛି ଲୁଟେରାମାନେ ପୁରା ଏଟିଏମ୍‌ ମେସିନ୍‌କୁ…

ଆଗକୁ ଛାତ୍ରଛାତ୍ରୀମାନେ ଓଡ଼ିଆ ଭାଷାରେ ସ୍ନାତକ ପଢିବେ

ଆଗକୁ ଛାତ୍ରଛାତ୍ରୀମାନେ ଓଡ଼ିଆ ଭାଷାରେ ସ୍ନାତକ ପଢିବେ। ଏନେଇ ସରକାର ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ନିକଟରେ ଇନ୍ଦିରା ଗାନ୍ଧୀ ମୁକ୍ତ ବିଶ୍ବବିଦ୍ୟାଳୟ ପକ୍ଷରୁ ଏମବିଏ ପାଠ୍ୟକ୍ରମ ପାଇଁ ଓଡ଼ିଆ ପୁସ୍ତକ ପ୍ରକାଶ କରାଯାଇଥିଲା ବେଳେ ଆଗକୁ ଡାକ୍ତରୀ ଏବଂ ଇଂଜିନିୟରିଂ ମଧ୍ୟ ଓଡ଼ିଆ ଭାଷାରେ…

ଆଜି ସକାଳୁ ରାଜଧାନୀ ଭୁବନେଶ୍ବରରେ ଆଚ୍ଛାଦିତ ହୋଇ ରହିଛି ଘନ କୁହୁଡ଼ି

ଆଜି ସକାଳୁ ରାଜଧାନୀ ଭୁବନେଶ୍ବରରେ ଆଚ୍ଛାଦିତ ହୋଇ ରହିଛି ଘନ କୁହୁଡ଼ି । ଏଥିଯୋଗୁ ସାଧାରଣ ଜୀବନଯାତ୍ରା ଦୀର୍ଘ ସମୟ ପର୍ଯ୍ୟନ୍ତ ଅସ୍ତବ୍ୟସ୍ତ ହୋଇ ପଡ଼ିଛି। ଘନ କୁହୁଡ଼ି ଯୋଗୁ ଗାଡ଼ି ଚଳାଚଳରେ ବାଧା ଉପୁଜି ଥିବା ବେଳେ ବିମାନ ଚଳାଚଳରେ ମଧ୍ୟ ବ୍ୟାହତ ସୃଷ୍ଟି ହୋଇଛି। ଦୃଶ୍ୟମାନ ଦୂରତା…

 ଓସ୍କାର ୨୦୨୫ ପୁରସ୍କାର ଦୌଡ଼ରେ ‘ଅନୁଜା’

ଓସ୍କାର ୨୦୨୫ ପୁରସ୍କାର ଦୌଡ଼ରେ ଭାରତୀୟ ସିନେମାର ପ୍ରତିନିଧିତ୍ବ ‘ଅନୁଜା’ କରିବ। ମିଣ୍ଡି କାଲିଙ୍ଗ, ଗୁନୀତ ମୋଙ୍ଗା ଏବଂ ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରାଙ୍କ ଦ୍ବାରା ନିର୍ମିତ ଏହି ସିନେମାକୁ ସର୍ବଶ୍ରେଷ୍ଠ ଲାଇଭ ଆକ୍ସନ ସର୍ଟ ଫିଲ୍ମ ବର୍ଗରେ ଚଳିତବର୍ଷର ଓସ୍କାର ପୁରସ୍କାର ପାଇଁ…

ଆଜି ପ୍ରାକ୍ ବଜେଟ୍ ପାଇଁ ବୈଠକ

ଆଜି ପ୍ରାକ୍ ବଜେଟ୍ ପାଇଁ ବୈଠକ। ଆଥିର୍କ ବର୍ଷ ୨୦୨୫-୨୬ ପାଇଁ ଆସନ୍ତା ଫେବ୍ରୁଆରି ୧୩ ତାରିଖ ଠାରୁ ଓଡ଼ିଶା ସରକାରଙ୍କର ବଜେଟ୍‌ ଅଧିବେଶନ ଆରମ୍ଭ ହେବ। ରାଜ୍ୟ ସରକାର ଫେବ୍ରୁଆରି ୧୭ ତାରିଖରେ ସାଧାରଣ ବଜେଟ୍‌ ଉପସ୍ଥାପନ କରିବେ। ଅର୍ଥ ବିଭାଗର ଦାୟିତ୍ବରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ଆଜିର ରାଶିଫଳ

ମେଷ: ଜୀବନସାଥୀର ଭାବନାକୁ ବୁଝିବେ। ବଡ଼ ଲୋକଙ୍କ ସହିତ ସାକ୍ଷାତ ଯୋଗ ଅଛି। ଅଫିସରେ ସହକର୍ମୀଙ୍କ ସହିତ ସଂପର୍କ ମଜଭୁତ ହେବ। ବ୍ୟବସାୟରେ ଲାଭ ପାଇବେ। ସନ୍ତାନ ଉନ୍ନତିରେ ଖୁସି ପାଇବେ। ବୃଷ: ଆପଣଙ୍କ ଠାରୁ ବଡ଼ ଓ ଅନୁଭବୀ ବ୍ୟକ୍ତିଙ୍କର ପରାମର୍ଶ ନେଇ ଆଗକୁ ବଢ଼ନ୍ତୁ। ପରିବାରରେ ଶୁଭ…