୨୦୩୬ ସୁଦ୍ଧା ଓଡିଶାକ ହେବ ସମୃଦ୍ଧ ରାଜ୍ୟ – ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ସିଙ୍ଗାପୁର ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସାମ୍ବାଦିକ ସମ୍ମିଳନୀ । କହିଲେ, ଆମ ସରକାର ମାତ୍ର ସାତ ମାସ ମଧ୍ୟରେ ଅନେକ ଯୁଗାନ୍ତକାରୀ ପଦକ୍ଷେପ ନେଇ ଆମ ରାଜ୍ୟରେ ବ୍ୟାପକ ପରିବର୍ତ୍ତନ ପାଇଁ କ୍ଷେତ୍ର ପ୍ରସ୍ତୁତ କରୁଛନ୍ତି । ବର୍ତ୍ତମାନର ବିଭନ୍ନ ଆହ୍ୱାନର…

ସିଙ୍ଗାପୁରର ହେବ ଓଡ଼ିଶା ପଟ୍ଟଚିତ୍ରର ପ୍ରଚାର

ସିଙ୍ଗାପୁର ରାଷ୍ଟ୍ରପତି ସନ୍ମୁଗରତ୍ନମ ନିଜ ଦେଶରେ ଓଡ଼ିଶା ପଟ୍ଟଚିତ୍ରର କରିବେ ପ୍ରଚାର । ଐତିହ୍ୟ କଳାଗ୍ରାମ ରଘୁରାଜପୁରରେ ପଟ୍ଟଚିତ୍ର ଦେଖି ମୁଗ୍ଧ ହୋଇଛନ୍ତି ସିଙ୍ଗାପୁର ରାଷ୍ଟ୍ରପତି । ସମୟ ମିଳିଲେ ପୁନର୍ବାର ଆସି ଗ୍ରାମବାସୀଙ୍କ ସହିତ ସମୟ ବିତାଇବେକୁ ଗ୍ରାମବାସୀଙ୍କୁ ଆଶ୍ୱାସନା…

ଚାମ୍ପିଅନ୍ସ ଟ୍ରଫିରେ ରୋହିତ ଶର୍ମା ଦଳର ଅଧିନାୟକ

ଚାମ୍ପିଅନ୍ସ ଟ୍ରଫି ପାଇଁ ଭାରତୀୟ ଦଳ ଘୋଷଣା ହୋଇଛି । ରୋହିତ ଶର୍ମା ଦଳର ଅଧିନାୟକ ଥିବା ବେଳେ ଶୁଭମନ ଗିଲ ଉପଅଧିନାୟକ ରହିଛନ୍ତି । ପ୍ରଥମଥର ପାଇଁ ଶୁଭମନ ଗିଲ ଉପଅଧିନାୟକ ହେବେ । ଫେବ୍ରୁଆରୀ ୨୩ରେ ପାକିସ୍ତାନକୁ ଭେଟିବ ଟିମ୍ ଇଣ୍ଡିଆ । ଫେବ୍ରୁଆରୀ ୧୯ରୁ ଚାମ୍ପିଅନ୍ସ ଟ୍ରଫି ଆରମ୍ଭ ହେବ…

କେଜରିଓ୍ବାଲଙ୍କ ଉପରେ ପଥରମାଡ଼

ନିର୍ବାଚନ ପ୍ରଚାର ସମୟରେ ଅରବିନ୍ଦ କେଜରିୱାଲଙ୍କ କାର ଉପରେ ଆକ୍ରମଣ ହୋଇଛି। କେଜରିୱାଲଙ୍କ ଗାଡ଼ି ଉପରକୁ ପଥର ଫିଙ୍ଗାଯାଇଛି। ଏହି ଅଭିଯୋଗ ପରେ, ପୋଲିସ ମାମଲାର ତଦନ୍ତ ଆରମ୍ଭ କରିଛି। ଆମ ଆଦମୀ ପାର୍ଟି ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ଏହାର ଅଫିସିଆଲ ହ୍ୟାଣ୍ଡେଲରେ ଏକ ଭିଡିଓ…

ରଘୁରାଜପୁର ଗାଁ ବୁଲିଲେ ସିଙ୍ଗାପୁର ରାଷ୍ଟ୍ରପତି ଥର୍ମନ ଶନ୍ମୁଗରତ୍ନମ

ସିଙ୍ଗାପୁର ରାଷ୍ଟ୍ରପତି ଥର୍ମନ ଶନ୍ମୁଗରତ୍ନମ ଆଜିକାଲି ଓଡ଼ିଶା ଗସ୍ତରେ ଅଛନ୍ତି। ଶନିବାର ସେ ପଟ୍ଟଚିତ୍ର ଗାଁ ଭାବେ ପରିଚିତ ରଘୁରାଜପୁରରେ ପହଞ୍ଚିଛନ୍ତି। ଥର୍ମନ ଗାଁ ବୁଲି ଥିଲେ। ଲୋକଙ୍କ ଘରେ ପଟ୍ଟଚିତ୍ର ଡେମୋ ଦେଖିବା ସହ ଆଲୋଚନା କରିଥିଲେ। ମ୍ୟୁଜିୟମ ସହ ପ୍ରଦର୍ଶନୀ ପଡ଼ିଆରେ…

ନବ ଦାସଙ୍କ ଭାଇ ବ୍ରଜ ଦାସଙ୍କ ଘରେ ଆଇଟି ଚଢାଉ: ସେପଟେ ଗୁଳିମାଡ଼କୁ ନେଇ ଜୋରଧରିଲା ରାଜନୀତି

ସ୍ବର୍ଗତ ନବ ଦାସଙ୍କ ଭାଇ ବ୍ରଜକିଶୋର ଦାସଙ୍କ ଘରେ ଆୟକର ବିଭାଗ ପକ୍ଷରୁ ଆଜି ବି ଚଢାଉ କରାଯାଇଛି। ସମ୍ବଲପୁର ସ୍ଥିତ ଘର ଓ ଅଫିସ ଏବଂ ବ୍ରଜ ଦାସଙ୍କ ସମ୍ପର୍କରେ ଥିବା ୭ ଠିକାଦାରଙ୍କ ଘରେ ବି ରେଡ୍‌ ଜାରି ରହିଛି। କାଲି ୪୪ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରିଥିଲା ଆୟକର ବିଭାଗ। ସେପଟେ ନବ…

ମନୁଙ୍କୁ ଖେଳରତ୍ନ ପୁରସ୍କାର ପ୍ରଦାନ କଲେ ରାଷ୍ଟ୍ରପତି

ମନୁଙ୍କୁ ଖେଳରତ୍ନ ପୁରସ୍କାର ପ୍ରଦାନ କଲେ ରାଷ୍ଟ୍ରପତି  ।  ୩୨ଜଣ ଖେଳାଳିଙ୍କୁ ଅର୍ଜୁନ ପୁରସ୍କାର ପ୍ରଦାନ କରାଯାଇଛି। ଭାରତ ସରକାରଙ୍କ କ୍ରୀଡ଼ା ଓ ଯୁବ ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ଶୁକ୍ରବାର ରାଷ୍ଟ୍ରପତି ଭବନରେ ମେଜର ଧ୍ୟାନଚାନ୍ଦ ଖେଳରତ୍ନ ଏବଂ ଅର୍ଜୁନ ପୁରସ୍କାର ପ୍ରଦାନ କରାଯାଇଛି।…

କଣ ରହିଛି ଆଜିର ରାଶିଫଳ ?

ମେଷ : ଚନ୍ଦ୍ର ଧନାଧିପତି ନକ୍ଷତ୍ରରେ ଅବସ୍ଥାନ କରି ଆପଣଙ୍କୁ ଅର୍ଥ, ସୁଖ, ସ୍ବାଚ୍ଛନ୍ଦ୍ୟ ପ୍ରଦାନ କରିବେ। ବୋଝ ଭଳି ରହିଥିବା ସମସ୍ୟା ଆଜି ସମାଧାନ ହୋଇଯିବାରୁ ମନ ହାଲୁକା ହୋଇଯିବ। ରବି ପାପଗ୍ରହ କେତୁଙ୍କ ସହ କର୍ମସ୍ଥ ପାରିବାରିକ ମତାନ୍ତରଜନିତ ସୁସମ୍ପର୍କ ବ୍ୟାହତ ହେବ। ଯାତ୍ରା,…

ସଂସଦର ବଜେଟ୍ ଅଧିବେଶନ ଜାନୁଆରି ୩୧ରୁ :ଫେବ୍ରୁଆରି ପହିଲାରେ ବଜେଟ୍ ଉପସ୍ଥାପନ

ସଂସଦର ବଜେଟ୍ ଅଧିବେଶନ ଜାନୁଆରି ୩୧ରୁ ଆରମ୍ଭ ହେବ ବୋଲି ବିଜ୍ଞପ୍ତି ପ୍ରକାଶ ପାଇଛି । ପ୍ରଥମ ଦିନରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ହେବ ଏବଂ ଫେବ୍ରୁଆରି ପହିଲାରେ ବଜେଟ୍ ଉପସ୍ଥାପନ ହେବ। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ବଜେଟ ଉପସ୍ଥାପନ କରିବେ ।…

କୋଇଲା ହପର୍ ଭୁଶୁଡିବା ଘଟଣା : ଦୁଇ ଶ୍ରମିକଙ୍କ ମୃତଦେହ ଉଦ୍ଧାର

ରାଜଗାଙ୍ଗପୁରସ୍ଥିତ ଡାଲମିଆ ସିମେଣ୍ଟ କାରଖାନାରେ କୋଇଲା ହପର୍ ଭୁଶୁଡିବା ଘଟଣାରେ ନିଖୋଜ ଥିବା ସମସ୍ତ ୩ ଶ୍ରମିକଙ୍କ ମୃତଦେହ ଉଦ୍ଧାର ହୋଇଛି। ଶନିବାର ପ୍ରଥମେ ଦୁଇ ଜଣଙ୍କ ମୃତଦେହ ମିଳିଥିବାବେଳେ ପରବର୍ତ୍ତୀ ସମୟରେ ଆଉ ଜଣେ ନିଖୋଜ ଶ୍ରମିକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଦୀର୍ଘ ୩୬…