ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ମାଆଙ୍କ ଦେହାନ୍ତ

ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ମାଆଙ୍କ ଦେହାନ୍ତ ହୋଇଛି।୮୯ ବର୍ଷ ବୟସରେ ତାଙ୍କ ମାଆ ଲୋଭାବତୀ ପରିଡ଼ାଙ୍କ ମୃତ୍ୟୁ ହୋଇଛି। କଟକର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଛି।କହିରଖୁଛୁ କି, ପ୍ରଭାତୀଙ୍କ ମାଆ ପୁରୀ ଜିଲା ନୂଆହାଟ ନିଭରଣରେ ରହୁଥିଲେ। ମାଆଙ୍କ ମୃତ୍ୟୁ ଖବର ଶୁଣି…

ଜାଣନ୍ତୁ ଆଜ୍ୟ କେଉଁ ରାଶିର ବ୍ୟକ୍ତି ଲାଭବାନ ହେବେ ?

ମେଷ : ଆଜି ଚନ୍ଦ୍ର ମଙ୍ଗଳ ଯୋଗଜନିତ ଆନୁଷଙ୍ଗିକ ସାହାଯ୍ୟ, ସହଯୋଗ ଲାଭକରି ଅଟକିଥିବା କାମ ସମ୍ପୂର୍ଣ୍ଣ କରିବେ। ଶାରୀରିକ ସ୍ବାସ୍ଥ୍ୟ ସମସ୍ୟା ସୁଧୁରି ଯାଇଥିଲେ ମଧ୍ୟ ମାନସିକ ଅସ୍ଥିରତା ଲାଗିରହିବ। ବକେୟା ଋଣ ପରିଶୋଧ ଓ ବନ୍ଧୁଙ୍କ ଶତ୍ରୁତାରୁ ମନ ଭାରାକ୍ରାନ୍ତ ରହିବ। ଜମିଜମା, ଜଳ କିମ୍ବା…

ଦୀର୍ଘ ୪୬ ଘଣ୍ଟା ପରେ ଶ୍ରୀଲିଙ୍ଗରାଜଙ୍କ ନୀତିକାନ୍ତି ସ୍ବାଭାବିକ

ମହାପ୍ରଭୁ ଶ୍ରୀଲିଙ୍ଗରାଜ ମନ୍ଦିରରୁ ହଟିଲା ଅଚଳାବସ୍ଥା। ଦୀର୍ଘ ୪୬ ଘଣ୍ଟା ପରେ ଶ୍ରୀଲିଙ୍ଗରାଜଙ୍କ ନୀତିକାନ୍ତି ସ୍ବାଭାବିକ ହୋଇଛି। ସନ୍ଧ୍ୟା ସାଢ଼େ ୬ଟାରେ ଦିଅଁଙ୍କୁ ମହାସ୍ନାନ କରାଯିବା ପରେ ମଙ୍ଗଳ ଆଳତି ଓ ଅବକାଶ ନୀତି ସହ ଅନ୍ୟାନ୍ୟ ନୀତି ସମ୍ପନ୍ନ ହୋଇଛି। ଗତ ସୋମବାର ରାତି ୮ଟାରୁ…

ଉଦୟଗିରି-ରତ୍ନଗିରିରେ ଆରମ୍ଭ ହୋଇଛି  ବିଶ୍ୱ ବୌଦ୍ଧ ସମ୍ମିଳନୀ

ଉଦୟଗିରି-ରତ୍ନଗିରିରେ ଆରମ୍ଭ ହୋଇଛି  ବିଶ୍ୱ ବୌଦ୍ଧ ସମ୍ମିଳନୀ । ୧୭ଟି ଦେଶର  ପ୍ରାୟ ୧,୫୦୦ ଧର୍ମାବଲମ୍ବୀଙ୍କ ଯୋଗଦାନ କରିଛନ୍ତି  ।  ଏହି ବିଶ୍ବ ସମ୍ମଳନୀର ଲକ୍ଷ୍ୟ ହେଉଛି ଦେଶରେ ଶାନ୍ତି ଏତିହ୍ୟ ବଜାୟ ରଖିବା , ସମସ୍ତଙ୍କୁ ଗୋଟିଏ ପ୍ରେମ ସ୍ନେହ ରେ ବାନ୍ଧି ରଖି ଆଗକୁ ନେବା , ଯାଜପୁର…

ଅଭିନେତା ସୈଫ ଅଲ୍ଲୀ ଖାନଙ୍କୁ ଆକ୍ରମଣ

ଅଭିନେତା ସୈଫ ଅଲ୍ଲୀ ଖାନଙ୍କୁ ଆକ୍ରମଣ କରାଯାଇଛି। ମୁମ୍ବଇର ବାନ୍ଦ୍ରାସ୍ଥିତ ବାସଭବନରେ ଥିବାବେଳେ ଦୁର୍ବୃତ୍ତ ଘରେ ପଶି ତାଙ୍କୁ ଆକ୍ରମଣ କରିଛି। ୨/୩ ଥର ତାଙ୍କୁ ଛୁରାମାଡ଼ କରାଯାଇଛି। ଘଟଣା ପରେ ସୈଫଙ୍କୁ ସ୍ଥାନୀୟ ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। କ୍ଷତ ସ୍ଥାନରେ ଅପରେସନ…

ରାଜଧାନୀରେ ସକାଳୁ ସକାଳୁ ପ୍ରବଳ କୁହୁଡ଼ି

ସକାଳୁ ସକାଳୁ ପ୍ରବଳ କୁହୁଡ଼ି । ରାଜ୍ୟର ବିଭିନ୍ନ ସ୍ଥାନରେ କୁହୁଡି ପାଇଁ ଯାତାୟାତରେ ସମସ୍ୟା ଦେଖିବାକୁ ମିଳିଛି । ପ୍ରବଳ କୁହୁଡି ପାଇଁ ସତର୍କ ସୂଚନା ଜାରି କରିଥିଲା ପାଣିପାଗ ବିଭାଗ । କଳାହାଣ୍ଡି, କନ୍ଧମାଳ, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, ନୟାଗଡ଼ ଓ ଖୋର୍ଦ୍ଧା ଜିଲ୍ଲା ପାଇଁ ୟେଲୋ…

ପୁରୀ ଗଜପତିଙ୍କ ପୁଷ୍ୟାଭିଷେକ ଶ୍ରୀନହରରେ ପାରମ୍ପାରିକ ରୀତିନୀତିରେ ଅନୁଷ୍ଠିତ

ପୁରୀ ଗଜପତିଙ୍କ ପୁଷ୍ୟାଭିଷେକ ଶ୍ରୀନହରରେ ପାରମ୍ପାରିକ ରୀତିନୀତିରେ ଅନୁଷ୍ଠିତ ହୋଇଛି । ଏହି ପୁଷ୍ୟାଭିଷେକରେ ଷୋଳ ଶାସନ ବ୍ରାହ୍ମଣ ପୁରୋହିତ ଗଜପତିଙ୍କୁ ଆଶୀର୍ବାଦ କରିଛନ୍ତି । ଏହି ପୁଷ୍ୟାଭିଷେକ କାର୍ଯ୍ୟ ରାଜଗୁରୁ ଦେବୀପ୍ରସାଦ, ରାଜଗୁରୁ ସୁଧାଂଶୁ  ସମ୍ପାଦନ କରିଛନ୍ତି । ପରେ ଗଜପତି…

୪୩୫ ସ୍କୋର କରି ଇତିହାସ ରଚିଲା ମହିଳା ଭାରତୀୟ ଦଳ

ଇତିହାସ ରଚିଲା ଭାରତ, ଭାଙ୍ଗିଲା ମହିଳା ଦିନିକିଆ ରେକର୍ଡ। ୪୩୫ ସ୍କୋର କରି ଭାରତ ରେକର୍ଡ ସୃଷ୍ଟି କରିଛି। ବଳ ଦେଲା ସ୍ମୃତି ମନ୍ଧାନାଙ୍କ ଦ୍ରୁତତମ ଶତକ ଓ ପ୍ରତୀକା ରାୱଲଙ୍କ ପ୍ରଥମ ଶତକ। ଫଳରେ ଭାରତ ବୁଧବାର ରାଜକୋଟରେ ଆୟର୍ଲାଣ୍ଡ ବିପକ୍ଷ ତୃତୀୟ ତଥା ଅନ୍ତିମ ମହିଳା ଦିନିକିଆରେ ୫୦ ଓଭର…

ଚହଲଙ୍କଠାରୁ ଭରଣପୋଷଣ ପାଇଁ ୬୦ କୋଟି ଟଙ୍କା ଦାବି କଲେ ଧନଶ୍ରୀ

ଭାରତୀୟ କ୍ରିକେଟର ୟୁଜବେନ୍ଦ୍ର ଚହଲ ଏବଂ ଧନଶ୍ରୀଙ୍କ ଛାଡପତ୍ର ଖବର ସାମ୍ନାକୁ ଆସୁଛି। ଏହାକୁ ନେଇ ଲଗାତାର କଳ୍ପନାଜଳ୍ପନା ଚାଲିଛି। ଏହା ଭିତରେ ଧନଶ୍ରୀ ଚହଲଙ୍କଠାରୁ କେତେ କୋଟି ନେବେ ତାହା ବର୍ତ୍ତମାନ ଭାଇରାଲ ହେବାରେ ଲାଗିଛି। କିନ୍ତୁ ଏହା କେତେ ସତ କେତେ ମିଛ ତାହା ଉଭୟ କେହି…

ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରୁ ବିପୁଳ ପରିମାଣର ନିଶା ଦ୍ରବ୍ୟ ଜବତ

ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରୁ ବିପୁଳ ପରିମାଣର ନିଶା ଦ୍ରବ୍ୟ ଜବତ ହୋଇଛି । ବିଦେଶରୁ ବିମାନ ଯୋଗେ ଆସୁଥିବା ଜଣେ ଯାତ୍ରୀଙ୍କ ଠାରୁ କଷ୍ଟମ ବିଭାଗ ଓ ଡିଆରଆଇ ୪ କୋଟି ମୂଲ୍ୟର ନିଶା ଦ୍ରବ୍ୟ ଜବତ କରିବାରେ ସଫଳ ହୋଇଛନ୍ତି । ପୂର୍ବରୁ ଏୟାରପୋର୍ଟରୁ ବିପୁଳ ସୁନା ଜବତ ହେଉଥିବା…