୮୦ ବର୍ଷରୁ ଅଧିକ ବୟସ୍କ ଓ ଦିବ୍ୟାଙ୍ଗଙ୍କୁ ବର୍ଦ୍ଧିତ ଭତ୍ତା ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ
୮୦ ବର୍ଷରୁ ଅଧିକ ବୟସ୍କ ଓ ୮୦ ପ୍ରତିଶତରୁ ଊର୍ଦ୍ଧ୍ଵ ଦିବ୍ୟାଙ୍ଗଙ୍କୁ ବର୍ଦ୍ଧିତ ଭତ୍ତା ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମାସିକ ଭତ୍ତା ଆକାରରେ ୩୫୦୦ ଟଙ୍କା ପ୍ରଦାନ କରିଛନ୍ତି । କେନ୍ଦୁଝରରେ ସାମାଜିକ ସୁରକ୍ଷା ଭତ୍ତା ବଣ୍ଟନର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ।…