ବିଶ୍ବ ବଜାରରେ ଅସ୍ଥିରତା ଦେଖାଦେଇଥିବାରୁ ପୁଣି ଥରେ ମହଙ୍ଗା ହୋଇଛି ସୁନା, ୮୦ ଟପିଲା ସୁନା

ବିଶ୍ବ ବଜାରରେ ଅସ୍ଥିରତା ଦେଖାଦେଇଥିବାରୁ ପୁଣି ଥରେ ମହଙ୍ଗା ହୋଇଛି ସୁନା । ଭୁବନେଶ୍ବରରେ ୨୪ କ୍ୟାରେଟ୍‌ ସୁନାର ୧୦ ଗ୍ରାମ ପିଛା ଦାମ୍ ୪୩୦ ଟଙ୍କା ବୃଦ୍ଧି ପାଇ ୮୦,୦୦୭ ଟଙ୍କା ହୋଇଛି। ତେବେ ୨୨ କ୍ୟାରେଟ୍‌ ସୁନାର ୧୦ ଗ୍ରାମ୍ ଦାମ୍ ୭୩,୪୦୦ ଟଙ୍କାରେ ପହଞ୍ଚିଛି। ୨୨ କ୍ୟାରେଟ୍‌…

ମଧ୍ୟାହ୍ନ ଭୋଜନରେ ମିଳିବ କ୍ଷୀର

ମଧ୍ୟାହ୍ନ ଭୋଜନରେ ମିଳିବ କ୍ଷୀର । ଏନେଇ ଚିନ୍ତା କରୁଛନ୍ତି ସରକାର । ମଧ୍ୟାହ୍ନ ଭୋଜନରେ ଛାତ୍ରଛାତ୍ରୀ ୨୦୦ ମିଲିମିଟର ଭିଟାମିନ A ଓ D ଯୁକ୍ତ କ୍ଷୀର ଦେବାକୁ ଯୋଜନା କରୁଛନ୍ତି ସରକାର । ଏନେଇ ମତ୍ସ୍ୟ ଓ ପଶୁ ସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ସୂଚନା ଦେଇଛନ୍ତି । ଗତକାଲି ରାଷ୍ଟ୍ରପତି…

ଆଜିଠାରୁ ପର୍ଯ୍ୟଟକଙ୍କ ପାଇଁ ଭିତରକନିକା ବନ୍ଦ

ଆଜିଠାରୁ ପର୍ଯ୍ୟଟକଙ୍କ ପାଇଁ ଭିତରକନିକା ବନ୍ଦ। ଆଜିଠୁ ୨୨ ତାରିଖ ପର୍ଯ୍ୟନ୍ତ ଅର୍ଥାତ ୯ ଦିନ ଧରି ବନ୍ଦ ରହିବ ଭିତରକନିକା। କୁମ୍ଭୀର ଗଣନା ପାଇଁ ବନ୍ଦ ରହିବ ଭିତରକନିକା। ରାଜନଗର ବନଖଣ୍ଡର ୪ଟି ରେଞ୍ଜରେ କୁମ୍ଭୀର ଗଣନା କରାଯିବ। ପର୍ଯ୍ୟଟକମାନଙ୍କୁ ଏହି ସମୟରେ ଭିତରକନିକାକୁ ବାରଣ…

ଅଷ୍ଟ୍ରେଲିଆ ସ୍କ୍ୱାଡକୁ ଫେରିଲେ ଅଧିନାୟକ କମିନ୍ସ ଓ ଜୋଶ ହାଜଲେଉଡ

ଚାମ୍ପିୟନ୍ସ ଟ୍ରଫି ୨୦୨୫ ପାଇଁ ଆରମ୍ଭ ହେଲାଣି କାଉଣ୍ଟଡାଉନ୍। ୮ ବର୍ଷ ପରେ ଫେରିଥିବା ଏହି ହାଇ ପ୍ରୋଫାଇଲ୍ ଆଇସିସି ଟୁର୍ଣ୍ଣାମେଣ୍ଟ ପାଇଁ ଗୋଟିଏ ପରେ ଗୋଟିଏ ଦେଶ ଏହାର ସ୍କ୍ୱାଡ ଘୋଷଣା କରୁଛନ୍ତି।ଜାନୁଆରୀ ୧୯ ଭିତରେ ସେମାନଙ୍କର ପ୍ରାରମ୍ଭିକ ଦଳ ଘୋଷଣା କରିବାକୁ ଆଇସିସି ନିର୍ଦ୍ଦେଶ…

ମହାପ୍ରଭୁ ଲିଙ୍ଗରାଜଙ୍କ ନୀତି ବିଭ୍ରାଟ

ଆଜି ମକର ସଂକ୍ରାନ୍ତି ପାଇଁ ଘୃତ୍ୟ କମଳ ଲାଗି ହୋଇଥାଏ। କିନ୍ତୁ ପୁନର୍ବାର ବଡୁ ସେବାୟତ ଏକୁଟିଆ ଏହି ନୀତିକୁ ନିଜେ କରିବାକୁ ଦାବି କରିଥିଲେ । ହେଲେ ପୂଜାପଣ୍ଡା ନିଯୋଗ ବିରୋଧ କରିବାରୁ ନୀତିରେ ସହଯୋଗ କରି ନଥିଲେ। ଏଥିପାଇଁ ମହାପ୍ରଭୁ ମକର ମଣ୍ଡପରେ ଗତକାଲି ସନ୍ଧ୍ୟାରୁ ବସି ରହିଛନ୍ତି ।…

ଓଡ଼ିଶାବାସୀଙ୍କୁ ନ୍ୟାୟ ମିଳିଲା : ମୁଖ୍ୟମନ୍ତ୍ରୀ

ମୋଦି ସରକାର ଆସିବାର ଦଶ ବର୍ଷ ପରେ ଓଡ଼ିଶାବାସୀଙ୍କୁ ନ୍ୟାୟ ମିଳିଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୨୦୧୮ରୁ ଆୟୁଷ୍ମାନ ଭାରତ ଜନ ଆରୋଗ୍ୟ ଯୋଜନା ଲାଗୁ କରିଥିଲେ। ହେଲେ ଓଡ଼ିଶାରେ ପୂର୍ବ ସରକାର ତାକୁ ଲାଗୁ କରିନଥିଲେ। ଚୁକ୍ତିନାମା ସ୍ବାକ୍ଷରିତ ହେବା…

 ଜାପାନରେ ପୁଣିଥରେ ଶକ୍ତିଶାଳୀ ଭୂମିକମ୍ପ ଝଟକା, ଭୂକମ୍ପ ପରଠାରୁ ଜାପାନରେ ସୁନାମି ସତର୍କ ସୂଚନା ଜାରି

ଜାପାନରେ ପୁଣିଥରେ ଶକ୍ତିଶାଳୀ ଭୂମିକମ୍ପ ଝଟକା ଅନୁଭୂତ ହୋଇଥିଲା । ରିକ୍ଟର ସ୍କେଲରେ ଭୂମିକମ୍ପର ତୀବ୍ରତା ୬.୯ ରହିଥିଲା । ଭୂକମ୍ପ ପରଠାରୁ ଜାପାନରେ ସୁନାମି ସତର୍କ ସୂଚନା ଜାରି କରାଯାଇଛି । ଜାପାନ ପାଣିପାଗ ବିଜ୍ଞାନ ଏଜେନ୍ସି ଦକ୍ଷିଣ-ପଶ୍ଚିମ ଜାପାନରେ ୬.୯ ତୀବ୍ରତାର ଭୂମିକମ୍ପ…

ଆଜି ପବିତ୍ର ମକର ସଂକ୍ରାନ୍ତି , ଘରେ ଘରେ ପ୍ରସ୍ତୁତ ହେଉଛି ମକର ଚାଉଳ

ଆଜି ପବିତ୍ର ମକର ସଂକ୍ରାନ୍ତି । ଭାରତର ସବୁ ପ୍ରାନ୍ତରେ ଏହାକୁ ଭିନ୍ନ ଭିନ୍ନ ନାମରେ ପାଳନ କରାଯାଏ । ଉତ୍ତର ଭାରତରେ ଏହାକୁ ଲୋହରୀ କୁହାଯାଉଥିବା ବେଳେ ଦକ୍ଷିଣ ଭାରତରେ ଏହାକୁ ପୋଙ୍ଗଲ ବୋଲି କୁହାଯାଏ । ମକର ସଂକ୍ରାନ୍ତିରେ ସୂର୍ଯ୍ୟ ଉତ୍ତରାୟଣ ଗତି କରିଥାନ୍ତି । ପୃଥିବୀର ଉତ୍ତର…

ତିରୁପତି ମନ୍ଦିରରେ ପୁଣି ଘଟଲା ଅଘଟଣ, ଲଡୁ ବିତରଣ କାଉଣ୍ଟର ନିକଟରେ ଭୟଙ୍କର ଅଗ୍ନିକାଣ୍ଡ

ତିରୁପତି ମନ୍ଦିରରେ ପୁଣି ଘଟଲା ଅଘଟଣ ।  କିଛି ଦିନର ବ୍ୟବଧାନ ପରେ ପୁଣି ଆଉ ଏକ ଦୁର୍ଘଟଣା ଘଟିଛି । ସୋମବାର ତିରୁପତି ତିରୁମାଳା ଦେବସ୍ଥାନମ ମନ୍ଦିରରେ ଥିବା ଲଡୁ ବିତରଣ କାଉଣ୍ଟର ନିକଟରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଲଡୁ କାଉଣ୍ଟରରେ ଆଜି ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ ଜମିଥିଲା। ଏତିକି…

ଯେଉଁଠି ଶୁଣିବ ସେଇଠି ଛି ଛି ଛିରେ ନନୀ ଛି ଛି’…

ଛି ଛି ଛିରେ ନନୀ ଛି ଛି’…ଏବେ ଯେଉଁଠି ଶୁଣିବ ସେଇଠି ଶୁଭୁଛି ଏଇ ଗୀତ। ପିଲାଠୁ ବୁଢା ଯାଏ ସବୁଠି ଧନକେ ଦେଖିଲୁ ତୁଇ ନନୀ ସିନା, ମନକେ ଚିହ୍ନିଁଲୁ ନାଇଁ, ଛି ଛି ଛିରେ ନନୀ ଛି ଛି। ଏବେ ଏଇ ଗୀତ ଗତ କିଛିଦିନ ଧରି ରାଜ୍ୟରେ ଚହଳ ସୃଷ୍ଟି କରୁଛି। ସମସ୍ତେ ଏହି ଗୀତରେ ଏବେ ରିଲ୍ସ ମଧ୍ୟ…