ଜାଣନ୍ତୁ କେଉଁ ରାଶିକୁ ଆଜି ସୁଫଳ ମିଳିବ ?

ମେଷ : ବକ୍ରୀ ମଙ୍ଗଳ ବାଧକାଧିପ ଶନିଙ୍କ ନକ୍ଷତ୍ରସ୍ଥ ଯୋଗୁ ସ୍ବାସ୍ଥ୍ୟ ସମସ୍ୟା ପୂର୍ଣ୍ଣତଃ ଉପଶମ ହୋଇ ନ ପାରେ। ନିଜ ପରିସରରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତ ହୋଇପାରନ୍ତି। ପାରିବାରିକ କ୍ଷେତ୍ରର ଅସନ୍ତୋଷ ଆପୋସ ଆଲୋଚନା ଦ୍ୱାରା ସମାଧାନ ହୋଇପାରିବ। ଆର୍ଥିକ ସଂକଟ ମଧ୍ୟରେ…

ଲସ୍ ଆଞ୍ଜେଲସ୍‌ରେ ଭୟଙ୍କର ବନାଗ୍ନି ହେତୁ ୧୦ ଜଣଙ୍କର ମୃତ୍ୟୁ

ଲସ୍ ଆଞ୍ଜେଲସ୍‌ରେ ଭୟଙ୍କର ବନାଗ୍ନି ହେତୁ ଅତି କମରେ ୧୦ ଜଣଙ୍କର ମୃତ୍ୟୁ ହୋଇ ସାରିଲାଣି। ଏହି ଅଗ୍ନିକାଣ୍ଡରେ ମୃତ୍ୟୁ ସଂଖ୍ୟା ଧୀରେ ଧୀରେ ବଢ଼ିବାରେ ଲାଗିଛି। ଗତକାଲି ସୁଦ୍ଧା ୫ ଜଣଙ୍କ ଜୀବନ ଯାଇଥିବା ବେଳେ ଆଜି ଆହୁରି ୫ ଜଣଙ୍କ ଜୀବନ ଯାଇଥିବା ସୂଚନା ରହିଛି। ଲକ୍ଷାଧିକ ଲୋକ ଘରୁ…

ଭାରତୀୟ ମହିଳା ଦଳ ଆୟର୍ଲାଣ୍ଡକୁ ୬ ୱିକେଟରେ ପରାସ୍ତ କଲା

ରାଜକୋଟରେ ଅନୁଷ୍ଠିତ ଆଇସିସି ଚାମ୍ପିଅନସିପର ଏକ ମ୍ୟାଚରେ ଭାରତୀୟ ମହିଳା ଦଳ ଆୟର୍ଲାଣ୍ଡକୁ ୬ ୱିକେଟରେ ପରାସ୍ତ କରିଛି । ଆୟର୍ଲାଣ୍ଡ ପ୍ରଥମେ ବ୍ୟାଟିଂ କରି ୨୩୯ ରନର ଟାର୍ଗେଟ ଦେଇଥିଲା। ଜବାବରେ ଭାରତ ୩୪.୩ ଓଭରରେ ମ୍ୟାଚ୍ ଜିତି ନେଇଥିଲା। ଭାରତ ପକ୍ଷରୁ ପ୍ରତୀକ ରାୱଲ ଓ ତେଜଲ ଭଲ…

ପ୍ରବାସୀ ଭାରତୀୟଙ୍କୁ ସମ୍ମାନିତ କଲେ ରାଷ୍ଟ୍ରପତି

ତିନି ଦିନ ଧରି ଚାଳିଥିବା ପ୍ରବାସୀ ଭାରତୀୟ ଦିବସର ଶୁକ୍ରବାର ଉଦ୍‌ଯାପନୀ ସମାରୋହରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଯୋଗଦେଇ ପ୍ରବାସୀ ଭାରତୀୟଙ୍କୁ ସମ୍ମାନିତ କରିଛନ୍ତି। ୨୪ଟି ଦେଶର ୨୭ ବିଶିଷ୍ଟ ପ୍ରବାସୀଙ୍କୁ ରାଷ୍ଟ୍ରପତି ସମ୍ମାନିତ କରିଛନ୍ତି। ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ପାଇଁ…

ଆସନ୍ତାକାଲିଠୁ ବୁଲିପାରିବେ ପ୍ରବାସୀ ଭାରତୀୟ ସମ୍ମେଳନ ପ୍ରଦର୍ଶନୀ

ଅଷ୍ଟାଦଶ ପ୍ରବାସୀ ଭାରତୀୟ ସମ୍ମେଳନ  ସରିବା ପରେ ସାଧାରଣ ଲୋକଙ୍କ ପାଇଁ ପ୍ରଦର୍ଶନ ଆଗାମୀ ୧୨ ତାରିଖ ପର୍ଯ୍ୟନ୍ତ ଖୋଲା ରଖାଯାଇଛି। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଗଣମାଧ୍ୟମକୁ ଏହି ସୂଚନା ପ୍ରଦାନ କରିଛନ୍ତି। ପ୍ରଦର୍ଶନୀ ବୁଲିବା ପାଇଁ କୌଣସି ଅର୍ଥ ଦେବାକୁ ପଡ଼ିବ ନାହିଁ।…

ଭିଜିଲାନ୍ସ ଜାଲରେ ଏ ଆର ଆଇ କୈଳାସ ଚନ୍ଦ୍ର ବେହେରା

୨୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଖୋର୍ଦ୍ଧା ଜିଲ୍ଲା ସୋରଣ ରାଜସ୍ୱ ସର୍କଲର ଏଆରଆଇ କୈଳାସ ଚନ୍ଦ୍ର ବେହେରାଙ୍କୁ ଧରିଲା ଭିଜିଲାନ୍ସ। ଭୂମିହୀନ ଗରିବ ଲୋକଙ୍କୁ ଜାଗା ପ୍ରଦାନ ପାଇଁ ଲାଞ୍ଚ ନେଉଥିଲେ କୈଳାସ ।ବସୁନ୍ଧରା ଯୋଜନାରେ ଜାଗା ପ୍ରଦାନ ପାଇଁ ଲାଞ୍ଚ ନେଉଥିଲେ ।   ୨୦ ହଜାର ଲାଞ୍ଚ…

ନୋଟିସ ଦେଇ ବିଶାଲ ଦାସଙ୍କୁ ଛାଡ଼ିଲା ଛତିଶଗଡ଼ ପୋଲିସ

ନୋଟିସ ଦେଇ ବିଶାଲ ଦାସଙ୍କୁ ଛାଡ଼ିଲା ଛତିଶଗଡ଼ ସରେଇପାଲି ଥାନା ପୋଲିସ ।  ଗତକାଲି ରାତିରେ ବିଶାଲଙ୍କ ସମେତ ୧୪ଜଣଙ୍କୁ ଅଟକ ରଖିବା ପରେ ଆଜି ମାମଲା ରୁଜୁ ହୋଇଥିଲା ।  କିରିମିରା ବ୍ଲକର କିଛି ପଞ୍ଚାୟତ ସମିତି ଥାନରେ ଅଟକ ରହିବାରୁ ସ୍ଥଗିତ ରହିଛି କିରିମିରା ବ୍ଲକ ଅଧ୍ୟକ୍ଷଙ୍କ ବିରୋଧରେ…

ଆପଣମାନଙ୍କ ପାଇଁ ଭାରତବାସୀ ଗର୍ବିତ

ଆପଣମାନଙ୍କ ପାଇଁ  ଭାରତବାସୀ ଗର୍ବିତ ନୁହଁନ୍ତି। ବରଂ ନିୟୁତ ନିୟୁତ ଲୋକ ଆପଣମାନଙ୍କୁ ଆଦର୍ଶ ମାନୁଛନ୍ତି। ବିକଶିତ ଭାରତ ନିର୍ମାଣରେ ଆପଣମାନଙ୍କ ସହଯୋଗ ଜରୁରୀ। ଭାରତ ସରକାର ଏନ୍‌ଆରଆଇମାନଙ୍କ ପାଇଁ ବହୁତ ଯୋଜନା କରିଛନ୍ତି। ପ୍ରବାସୀ ଭାରତୀୟ ଦିବସ ସମ୍ମେଳନ‌ର ଉଦ୍‌ଯାପନୀ ଦିବସରେ…

ନବ ଦାସଙ୍କ ପୁଅ ବିଶାଲ ଦାସଙ୍କୁ ଅଟକ ରଖିଛି ପୁଲିସ

ସ୍ୱର୍ଗତ ନବ ଦାସଙ୍କ ପୁଅ ବିଶାଲ ଦାସ ଅଟକ । ବିଶାଲଙ୍କୁ ଅଟକ ରଖିଛି ଛତିଶଗଡ ପୋଲିସ । ରାତି ୨ ରୁ ପୋଲିସ ଅଟକ ରଖିଥିବା ନିଜେ ଭିଡ଼ିଓ କରି ସୂଚନା ଦେଇଛନ୍ତି ବିଶାଲ। ବିଶାଲଙ୍କ ସମେତ କିଛି ସରପଞ୍ଚ ଓ ସମିତିସଭ୍ୟଙ୍କୁ ମଧ୍ୟ ପୋଲିସ ଅଟକ ରଖିଥିବା ଜଣାପଡିଛି । ଆଉ କିଛି ସମର୍ଥକ ବି ଅଟକ…

ପୁଣି ବିଜୟ ହାସଲ କଲା କଳିଙ୍ଗ ଲାନ୍‌ସର୍ସ

ରାଉରକେଲାର ବିର୍ସା ମୁଣ୍ଡା ଷ୍ଟାଡିୟମ୍‌ରେ ଚାଲିଥିବା ହକି ଇଣ୍ଡିଆ ଲିଗ୍‌ରେ ଓଡ଼ିଶାର ଦଳ ବେଦାନ୍ତ କଳିଙ୍ଗ ଲାନ୍‌ସର୍ସ ଦ୍ବିତୀୟ ବିଜୟ ପାଇଛି। ଗୁରୁବାର ନିଜର ପଞ୍ଚମ ମ୍ୟାଚ୍‌ରେ ଏହି ଘରୋଇ ଦଳ ୨-୧ ଗୋଲ୍‌ରେ ଓଡ଼ିଆ ଶିଳ୍ପପତି ତାରିଣୀ ପ୍ରସାଦ ମହାନ୍ତିଙ୍କ ମାଲିକାନାରେ ଥିବା ଟିମ୍‌…