ନୂଆ ଅବସର ମିଳିବାର ଯୋଗ ଅଛି

ମେଷ: କାର୍ଯ୍ୟକ୍ଷେତ୍ରରେ କତୃପକ୍ଷଙ୍କ ଠାରୁ ଆପଣଙ୍କୁ ପ୍ରୋତ୍ସାହନ ମିଳିବ। ନୂଆ ଚାକିରିର ଡ଼ାକରା ଆସିପାରେ। ନିଜର ସମସ୍ୟାକୁ ସାଙ୍ଗ ବା ବନ୍ଧୁଙ୍କୁ କହିବେ। ପାରିବାରିକ ଜୀବନ ସୁଖଦ ରହିବ। ‌ନୂଆ ଅବସର ମିଳିବାର ଯୋଗ ଅଛି ବୃଷ: ଘରର ପରିବେଶ ଅତି ପ୍ରସନ୍ନ ରହିବ। ପରିବାର…

ମକର ସଂକ୍ରାନ୍ତି ପାଇଁ ସ୍କୁଲ-କଲେଜ ଛୁଟି ଘୋଷଣା କଲେ ମୋହନ ମାଝି

କଲେଜ ଓ ସ୍କୁଲ ପାଇଁ ରାଜ୍ୟ ସରକାର ସ୍ବତନ୍ତ୍ର ଛୁଟି ଘୋଷଣା କରିଛନ୍ତି। ଏହି ନିର୍ଦ୍ଦେଶ ଅନୁଯାୟୀ, ଜାନୁୟାରୀ ୧୧ ରୁ ୧୬ ପର୍ଯ୍ୟନ୍ତ କଲେଜଗୁଡ଼ିକରେ ମୋଟ ଛଅ ଦିନ ଛୁଟି ରହିବ। ସେହିପରି ସ୍କୁଲଗୁଡିକ ଜାନୁଆରୀ ୧୧ ରୁ ୧୭ ପର୍ଯ୍ୟନ୍ତ ସାତ ଦିନ ପାଇଁ ଛୁଟି ରହିବ। ମକର ସଂକ୍ରାନ୍ତି ଦକ୍ଷିଣ…

ପ୍ରଦୀପ ପାଣିଗ୍ରାହୀଙ୍କୁ ନିର୍ଦ୍ଦୋଷ ଘୋଷଣା କଲେ ବ୍ରହ୍ମପୁର JMFC ରୁରାଲ କୋର୍ଟ

ଟାଟାରେ ଚାକିରି ନାଁରେ ଠକେଇ ଅଭିଯୋଗ ମାମଲାରେ ଏମ୍‌ପି ପ୍ରଦୀପ ପାଣିଗ୍ରାହୀ ନିର୍ଦ୍ଦୋଷରେ ଖଲାସ ହୋଇଛନ୍ତି । ଗତକାଲି ୨ଟି ଓ ଆଜି ୩ଟି ମାମଲାରୁ ପ୍ରଦୀପଙ୍କୁ ବ୍ରହ୍ମପୁର JMFC ରୁରାଲ କୋର୍ଟ ଦୋଷମୁକ୍ତ କରିଛନ୍ତି।

ଖଣି ବ୍ୟବସାୟୀଙ୍କ ଘରେ ଇଡି ରେଡ୍

ଖଣି ବ୍ୟବସାୟୀଙ୍କ ଘରେ ଇଡି ରେଡ୍। ଖଣି ବ୍ୟବସାୟୀ ରତ୍ନାକର ନାୟକ (ଝୁଲୁ)ଙ୍କ ଘରେ ଇଡ଼ି ଚଢାଉ କରିଛି। ଏକକାଳୀନ ଅନେକ ସ୍ଥାନରେ ରେଡ୍ ଚାଲିଛି। ଭୁବନେଶ୍ଵର ଚନ୍ଦ୍ରଶେଖରପୁର ଠାରେ ଥିବା ଘର, ଢେଙ୍କାନାଳ, ଭୁବନେଶ୍ଵରରେ ଥିବା ଅଫିସ, ବ୍ୟବସାୟ ପ୍ରତିଷ୍ଠାନରେ ଇଡି ଚଢାଉ କରିଛି।…

ଆଶାରାମ ବାପୁଙ୍କୁ ମିଳିଲା ଅନ୍ତରୀଣ ଜାମିନ

ବିବାଦୀୟ ଆଧ୍ୟାତ୍ମିକ ଗୁରୁ ଆଶାରାମ ବାପୁ(୮୬)ଙ୍କୁ ମଙ୍ଗଳବାର ସୁପ୍ରିମକୋର୍ଟ ଅନ୍ତରୀଣ ଜାମିନ ପ୍ରଦାନ କରିଛନ୍ତି। ଆଶାରାମଙ୍କ ବୟସ ଓ ତାଙ୍କ ସ୍ବାସ୍ଥ୍ୟଜନିତ ସମସ୍ୟାକୁ ଦୃଷ୍ଟିରେ ରଖି ଜଷ୍ଟିସ୍‌ ଏମ୍‌. ଏମ୍‌. ସୁନ୍ଦ୍ରେଶ ଏବଂ ଜଷ୍ଟିସ୍‌ ରାଜେଶ ବିନ୍ଦଲଙ୍କୁ ନେଇ ଗଠିତ ଖଣ୍ଡପୀଠ ଆସନ୍ତା…

ଇସ୍ରୋର ନୂଆ ଅଧ୍ୟକ୍ଷ ହେଲେ ଭି ନାରାୟଣନ

କେନ୍ଦ୍ର ସରକାର ଭି ନାରାୟଣନଙ୍କୁ ଭାରତୀୟ ମହାକାଶ ଅନୁସନ୍ଧାନ ସଂଗଠନ (ଇସ୍ରୋ)ର ନୂତନ ଚେୟାରମ୍ୟାନ ତଥା ମହାକାଶ ବିଭାଗର ସଚିବ ଭାବରେ ନିଯୁକ୍ତ କରିଛନ୍ତି। ସେ ଜାନୁଆରୀ ୧୪ରେ ବର୍ତ୍ତମାନର ଇସ୍ରୋ ମୁଖ୍ୟ ଏସ୍‌.ସୋମନାଥଙ୍କ ଦାୟିତ୍ୱ ଗ୍ରହଣ କରିବେ। କେନ୍ଦ୍ର ସରକାରଙ୍କ କ୍ୟାବିନେଟର…

ଦେଶରେ ପୁଣି ୨ ଜଣ ଶିଶୁ ଏଚ୍‌ଏମ୍‌ପିଭି ଚିହ୍ନଟ

ଦେଶରେ ପୁଣି ୨ ଜଣ ଶିଶୁ ଏଚ୍‌ଏମ୍‌ପିଭି (ହ୍ୟୁମାନ ମେଟାନ୍ୟୁମୋଭାଇରସ୍‌)ରେ ଆକ୍ରାନ୍ତ ହୋଇଛନ୍ତି। ନାଗପୁରରେ ୨ ଜଣ ଶିଶୁ ଏଚଏମପିଭି ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସଂକ୍ରମିତ ହୋଇଥିବା ୨ ଶିଶୁଙ୍କ ବୟସ ୭ ଏବଂ ୧୪। ଏଥିସହ ଦେଶରେ ମୋଟ୍‌ ଏଚଏମପିଭି ଆକ୍ରାନ୍ତଙ୍କ ସଂଖ୍ୟା ୭ରେ…

କଣ ରହିଛି ଆଜିର ରାଶିଫଳ ?

ମେଷ : ଆଜି ସମସ୍ୟା ସମାଧାନ, ବିଶିଷ୍ଟ ବ୍ୟକ୍ତିଙ୍କ ସଙ୍ଗଲାଭ, ପ୍ରଶାସନିକ ସଫଳତା ପାଇବେ। ବ୍ୟୟସ୍ଥ ରାହୁ ଯୋଗୁ ବିଦେଶ ଯାତ୍ରା ସୁଯୋଗ, ଅପବ୍ୟୟ ସଙ୍ଗକୁ ସ୍ବାସ୍ଥ୍ୟହାନି ଘଟିପାରେ। ମାଙ୍ଗଳିକ କାମ, ପ୍ରକଳ୍ପାରମ୍ଭ, କୃଷି, ବାଣିଜ୍ୟ ପାଇଁ ସମୟ ଅନୁକୂଳ ରହିବ। ବ୍ୟବସାୟିକ ସଫଳତା ଓ କଚେରି…

କାନାଡ଼ା ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ଜଷ୍ଟିନ ଟ୍ରୁଡୋ

କାନାଡ଼ା ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ଜଷ୍ଟିନ ଟ୍ରୁଡୋ। ନିଜ ସରକାର ଏବଂ ବ୍ୟକ୍ତିଗତ ସମାଲୋଚନା ମଧ୍ୟରେ ସେ ଏହି ନିଷ୍ପତ୍ତି ନେଇଛନ୍ତି। ସାଂସଦଙ୍କ ବିରୋଧ ପରେ ପ୍ରଧାନମନ୍ତ୍ରୀ ନଦରୁ ଇସ୍ତଫା ଦେଲେ। ନୂଆ ନେତା ବଛାଯିବା ପର୍ଯ୍ୟନ୍ତ ଦାୟିତ୍ବ ସମ୍ଭାଳିବେ ଟ୍ରୁଡୋ। ଦେଶକୁ…

ଆଜି ୪୫ ବର୍ଷରେ ପଦାର୍ପଣ କଲେ ବିପାଶା ବସୁ

ବଲିଉଡର ବେଙ୍ଗଲୀ ବ୍ୟୁଟି ଭାବରେ ଫେମସ୍ ବିପାଶା ବସୁ ଆଜି ତାଙ୍କ ଜନ୍ମଦିନ ପାଳନ କରୁଛନ୍ତି । ନିଜର ଦମଦାର ଅଭିନୟ ଯୋଗୁଁ ସେ ହିନ୍ଦୀ ସିନେମା ଇଣ୍ଡଷ୍ଟ୍ରିରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି । ଜଣେ ସଫଳ ମଡେଲ ହେବା ପରେ ବିପାଶା ୨୦୦୧ ମସିହାରେ ଫିଲ୍ମ ‘ଅଜନବୀ’ ସହିତ ବଲିଉଡରେ…