୨ ବିଜେପି ନେତାଙ୍କୁ ଗାଡ଼ି ଚଢାଇ ହତ୍ୟା ଘଟଣାରେ ରିମାଣ୍ଡରେ ଆସିବ ଅଭିଯୁକ୍ତ

ସମ୍ବଲପୁରରେ ୨ ବିଜେପି ନେତାଙ୍କୁ ଗାଡ଼ି ଚଢାଇ ହତ୍ୟା ଘଟଣାରେ ରିମାଣ୍ଡରେ ଆସିବ ଅଭିଯୁକ୍ତ । ଗିରଫ ଅଭିଯୁକ୍ତ ଡ୍ରାଇଭର ପ୍ରସନ୍ନ ଜେନାମଣି ବାରମ୍ବାର ନିଜ ବୟାନ ବଦଳାଉଥିବା ବେଳେ, ସତ ଆଦାୟ କରିବାକୁ ୭ ଦିନିଆ ରିମାଣ୍ଡ ପାଇଁ କୋର୍ଟରେ ଆବେଦନ କରିଥିଲା ବୁର୍ଲା ପୋଲିସ । ତେବେ ୩ ଦିନ…

ମାଲକାନଗିରି ସୀମାନ୍ତ ଛତିଶଗଡ଼ ବିଜାପୁରରେ ବଡ଼ଧରଣର ନକ୍ସଲ ହମଲାରେ ୮ଯବାନ ସହିଦ

ମାଲକାନଗିରି ସୀମାନ୍ତ ଛତିଶଗଡ଼ ବିଜାପୁରରେ ବଡ଼ଧରଣର ନକ୍ସଲ ହମଲା ପରେ ସର୍ଚ୍ଚ ଅପରେସନ ଜୋରଦାର। ଆଣ୍ଟି ନକ୍ସଲ ଅପରେସନ ସାରି ଫେରୁଥିବା ବେଳେ ଡିଆରଜି ଯବାନଙ୍କ ଗାଡ଼ିକୁ ଆଇଇଡି ବ୍ଲାଷ୍ଟ କରି ଉଡ଼ାଇ ଦେଇଥିଲେ ମାଓବାଦୀ । ବିସ୍ଫୋରଣରେ ୮ଜଣ ଡିଷ୍ଟ୍ରିକ୍ଟ ରିଜର୍ଭ ଗାର୍ଡ ସହିଦ ଓ ଜଣେ ଡ୍ରାଇଭର…

କଙ୍ଗନା ରାଣାୱତଙ୍କ ଫିଲ୍ମ ‘ଏମରଜେନ୍ସି’ର ଦ୍ୱିତୀୟ ଟ୍ରେଲର ରିଲିଜ୍

ବଲିଉଡ୍ କ୍ୱିନ୍ କଙ୍ଗନା ରାଣାୱତଙ୍କ ବହୁ ପ୍ରତୀକ୍ଷିତ ଫିଲ୍ମ ‘ଏମରଜେନ୍ସି’ର ଦ୍ୱିତୀୟ ଟ୍ରେଲର ରିଲିଜ୍ ହୋଇଛି । ଏହି ଫିଲ୍ମ ୨୦୨୫ ଜାନୁୟାରୀ ୧୭ରେ ପ୍ରେକ୍ଷାଳୟକୁ ଆସିବ । ୧୯୭୫ରେ ଦେଶରେ ଲାଗିଥିବା ଏମରଜେନ୍ସିକୁ ୫୦ ବର୍ଷ ପୂରଣ ହେବା ଅବସରରେ କଙ୍ଗନାଙ୍କ ଫିଲ୍ମ ସିନେମାଘରେ ରିଲିଜ୍ ହେବ…

ଓଡ଼ିଶା ଭାରତୀୟ ଖୋ ଖୋ ଦଳ ପାଇଁ ୧୫ କୋଟି ଟଙ୍କା ପ୍ରାୟୋଜକ

ସ୍ବଦେଶୀ କ୍ରୀଡ଼ାକୁ ପ୍ରୋତ୍ସାହିତ ଦେବା ଲାଗି ଭାରତୀୟ ଜାତୀୟ ଖୋ ଖୋ ଟିମ୍‌ ପାଇଁ ଓଡ଼ିଶା ୩ ବର୍ଷ ସକାଶେ ପ୍ରାୟୋଜକ ହୋଇଛି। ସୋମବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି, ଏ ନେଇ ରାଜ୍ୟ ସରକାର ବାର୍ଷିକ ୫ କୋଟି ଟଙ୍କା ନିବେଶ କରିବେ। ଜାନୁଆରୀ ୨୦୨୫ରୁ ଡିସେମ୍ବର ୨୦୨୭…

ନେପାଳରେ ଭୂକମ୍ପରେ କୋଠା ଭୁଶୁଡ଼ି ୫୩ ମୃତ, ୩୫ ଆହତ

ଭୂକମ୍ପରେ ଥରିଲା ନେପାଳ, ତିବ୍ଦତ ସମେତ ଉତ୍ତର ଭାରତ। ତିବ୍ଦତର ଶିଗାଟସେ ସହରରେ ଘଟିଥିବା ଭୟଙ୍କର ଭୂକମ୍ପରେ ବଡ଼ ବଡ଼ କୋଠା ଭୁଶୁଡି ପଡିଛି। ଫଳରେ ଏ ପର୍ଯ୍ୟନ୍ତ ୫୩ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୩୫ ଆହତ ହୋଇଛନ୍ତି। ଭଗ୍ନାବଶେଷ ତଳେ ଅନେକ ଚାପି ହୋଇ ରହିଥିବା ସୂଚନା ରହିଛି। ତିବ୍ଦତରେ…

ଆଜି ସକାଳୁ ଦେଶର ଅନେକ ରାଜ୍ୟରେ ଭୂକମ୍ପ ଅନୁଭୂତ

ଆଜି ସକାଳୁ ଦେଶର ଅନେକ ରାଜ୍ୟରେ ଭୂକମ୍ପ ଅନୁଭୂତ ହୋଇଛି। ୟୁପି, ବିହାରରୁ ଦିଲ୍ଲୀ ପର୍ଯ୍ୟନ୍ତ ଏହି ଭୂକମ୍ପରେ ଲୋକମାନେ କମ୍ପନ ଅନୁଭବ କରିଥିଲେ। ଏହାର କେନ୍ଦ୍ର ନେପାଳ ସୀମା ନିକଟରେ ତିବ୍ଦତ ବୋଲି କୁହାଯାଉଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୭.୧ ମାପ କରାଯାଇଛି। ପଶ୍ଚିମବଙ୍ଗର…

ମୋହନ ଚରଣ ମାଝୀଙ୍କ ଜନ୍ମଦିନରେ ଓଡିଶାକୁ ମୋଦୀଙ୍କ ବଡ ଉପହାର

ରାୟଗଡ଼ା ରେଳ ଡିଭିଜନ ହେଡକ୍ୱାର୍ଟର୍ସ ପାଇଁ ଶିଳାନ୍ୟାସ କରି ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ୨୦୨୫ ବର୍ଷରେ ଯୋଗାଯୋଗ ଦ୍ରୁତଗତିରେ ହେବ। ବିକଶିତ ଭାରତର ସଂକଳ୍ପ ନେଇ ଆମେ କାର୍ଯ୍ୟ କରୁଛୁ। ୨୦୧୪ ରେ ଅନେକ ସ୍ବପ୍ନ ଦେଖି କାମ ଆରମ୍ଭ କରିଥିଲୁ। ତେଣୁ ଗତ ଏକ ଦଶକ ଭିତରେ ଅନେକ ପରିବର୍ତ୍ତନ…

୫ ଦିନିଆ ଓଡ଼ିଶା ଗସ୍ତରେ ଏସ୍‌ ଜୟଶଙ୍କର

ପ୍ରବାସୀ ଭାରତୀୟ ସମ୍ମିଳନୀ ପାଇଁ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର ୫ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ସୋମବାର ସନ୍ଧ୍ୟାରେ ସେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଥିଲେ। ସେଠାରୁ ସେ ସିଧାସଳଖ କୋଣାର୍କ ଯାଇଥିଲେ। କୋଣାର୍କ ଇକୋରିଟ୍ରିଟରେ ସେ ରାତ୍ରିଯାପନ କରିଥିଲେ।…

ଦୁଇଦିନିଆ ଭାରତ ଗସ୍ତରେ ଆସିଛନ୍ତି ଜା‌କ୍‌ ସୁଲିଭାନ୍‌

ଦୁଇଦିନିଆ ଭାରତ ଗସ୍ତରେ ଆସିଥିବା ବାଇଡେନ୍‌ ପ୍ରଶାସନର ସୁରକ୍ଷା ପରିଷଦ ଉପଦେଷ୍ଟା ଜା‌କ୍‌ ସୁଲିଭାନ୍‌ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍‌ ଜୟଶଙ୍କର, ଏନ୍‌ଏସ୍‌ଏ ଅଜିତ ଡୋଭାଲ୍‌ଙ୍କୁ ଭେଟି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ଏନେଇ…

ଭାରତରେ ଏଚ୍‌ଏମ୍‌ପି ଆକ୍ରାନ୍ତଙ୍କ ସଂଖ୍ୟା ୭କୁ ବୃଦ୍ଧି

ଦେଶରେ ବଢ଼ିବାରେ ଲାଗିଛି ଏଚ୍‌ଏମ୍‌ପି ଆକ୍ରାନ୍ତଙ୍କ ସଂଖ୍ୟା। ନାଗପୁରରେ ଆଉ ୨ଜଣ ଏଚ୍‌ଏମ୍‌ପି  ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ନାଗପୁରେ ଏହି ଭାଇରସ୍‌ ଦ୍ବାରା ଆକ୍ରାନ୍ତ ହୋଇଥିବା ଦୁଇ ଶିଶୁଙ୍କ ବୟସ ୭ ଏବଂ ୧୪ ବର୍ଷ। ଉଭୟ ଜ୍ବର, କାଶରେ ପୀଡିତ ଅଛନ୍ତି ।  ଏହି ଦୁଇ ଜଣଙ୍କୁ ମିଶାଇ ଦେଶରେ…