ନବୀନଙ୍କୁ କଟାକ୍ଷ କଲେ ଧର୍ମେନ୍ଦ୍ର

ନବୀନ ପଟ୍ଟନାୟକଙ୍କ ଭିଡିଓ ବାର୍ତ୍ତାକୁ କଡ଼ା ଭାଷାରେ ସମାଲୋଚନା କରିଛି ବିଜେପି। କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧ‌ର୍ମେନ୍ଦ୍ର ପ୍ରଧାନ କହିଛନ୍ତି, ତାଙ୍କୁ କିଏ ଲେଖା ଧରାଇ ଦେଇଥିବ ଓ ସେ ଅଜାଣତରେ ପଢ଼ି ଦେଇଥିବେ। ଯିଏ ନିଜ ବାପାଙ୍କ ଜନ୍ମମାଟିରେ ୨୪ ବର୍ଷରେ ପାଣି ଯୋଗାଇ ପାରିଲେ ନାହିଁ, ସିଏ…

ଓଡ଼ିଶାର ହେବ ନୂଆ ବନ୍ଦର

ରାଜ୍ୟ ସରକାର ନୂଆ ବନ୍ଦର ବିକାଶ କରିବାକୁ ଯୋଜନା ରଖିଛନ୍ତି। ଲଜିଷ୍ଟିକ୍ସ କ୍ଷେତ୍ରରେ ଏକ ପ୍ରମୁଖ ରାଜ୍ୟ ଭାବେ ପରିଗଣିତ ହେବା ଲାଗି ବନ୍ଦର ବିକାଶକୁ ବିଶେଷ ଗୁରୁତ୍ବ ଦିଆଯାଉଛି। ବର୍ତ୍ତମାନ ରାଜ୍ୟରେ ତିନିଟି ବନ୍ଦର ପାରାଦୀପ, ଧାମରା ଓ ଗୋପାଳପୁରରେ ରହିଛି। କିଛିଦିନ ତଳେ…

ପରାଜୟର କାରଣ କହିଲେ ନବୀନ

ବିଜେଡି ପ୍ରତିଷ୍ଠା ଦିବସରେ ସରକାରଙ୍କ ଉପରେ ବର୍ଷିଲେ ବିରୋଧୀ ଦଳ ନେତା ତଥା ପୂର୍ବତ୍ତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭିଡିଓ ବାର୍ତ୍ତା ଜାରି କରି ନବୀନ କହିଛନ୍ତି, ଦଳ ଗଠନ ବେଳେ କିଛି ନିନ୍ଦୁକ ଯେପରି କହିଥିଲେ ଏହି ଦଳର ଭବିଷ୍ୟତ ନାହିଁ ଏବେ ବି ସେମିତି କହୁଛନ୍ତି ଏ ଦଳ ରହିବ…

ଆସନ୍ତା ବର୍ଷଠୁ ଛାତ୍ର ସଂସଦ ନିର୍ବାଚନ ହେବ

ଛାତ୍ର ସଂସଦ ନିର୍ବାଚନକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବଡ଼ ବୟାନ । ଏବିଭିପି ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ଦେଲେ ବଡ଼ ମନ୍ତବ୍ୟ । ପୂର୍ବ ସରକାରଙ୍କୁ ଟାର୍ଗେଟ କରିବା ସହ ଆଗାମୀ ବର୍ଷଠୁ ଛାତ୍ର ସଂସଦ ନିର୍ବାଚନ ହେବା ନେଇ ଗ୍ରୀନ ସିଗନାଲ ଦେଲେ । ସେ କହିଛନ୍ତି, ଛାତ୍ର ଶକ୍ତିକୁ…

ପାକିସ୍ତାନର ଏୟାର ଷ୍ଟ୍ରାଇକ୍‌ରେ ୪୬ ମୃତ : କଡା ଜବାବ ଦେବ ଆଫଗାନିସ୍ତାନ

ପାକିସ୍ତାନ ଏହାର ପଡ଼ୋଶୀ ଦେଶ ଆଫଗାନିସ୍ତାନ ଉପରେ କରିଛି ଏୟାର ଷ୍ଟ୍ରାଇକ୍‌। ଦେଶର ପୂର୍ବ ପକ୍ତିକା ରାଜ୍ୟର ବରମଲ ଜିଲାରେ ମଙ୍ଗଳବାର ରାତିରେ ପାକିସ୍ତାନୀ ସେନା ଦ୍ୱାରା ଏୟାରଷ୍ଟ୍ରାଇକ କରାଯାଇଛି। ଏହି ଆକ୍ରମଣରେ ୪୬ ଜଣଙ୍କର ମୃତ୍ୟୁ ଘଟିଛି। ସେହିପରି ୬ ଜଣ ଆହତ ହୋଇଥିବା ନେଇ…

ଓଡ଼ିଶା ଛାଡିବେ ବିଦାୟୀ ରାଜ୍ୟପାଳ ରଘୁବର ଦାସ

ଓଡ଼ିଶା ଛାଡିବେ ବିଦାୟୀ ରାଜ୍ୟପାଳ ରଘୁବର ଦାସ। ଆଜି ସେ ଓଡ଼ିଶାରୁ ବିଦାୟ ନେବେ। ଏନେଇ ଅତିଥି ଭବନରେ ରଘୁବରଙ୍କୁ ବିଦାୟୀ ସମ୍ବର୍ଦ୍ଧନା ଦିଆଯାଉଛି। ଏହି ବିଦାୟୀ ସମ୍ବର୍ଦ୍ଧନାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ୨ ଉପମୁଖ୍ୟମନ୍ତ୍ରୀ, ବାଚସ୍ପତି, ମନ୍ତ୍ରିମଣ୍ଡଳ ସଦସ୍ୟ ଓ ମୁଖ୍ୟ ସଚିବ…

ଏଫଏକ୍ଯୁ୍ ମାନରେ କେତେ ହେବ କୋହଳ

ଏଫଏକ୍ଯୁ୍ ମାନରେ କେତେ କୋହଳ କରିହେବ ସେନେଇ ନିଷ୍ପତ୍ତି ନେବେ ଜିଲ୍ଲାପାଳ। ଜିଲ୍ଲା ସ୍ତରରେ ଚାଷୀ ଏବଂ ଜିଲ୍ଲାପାଳ ବସି ନିଷ୍ପତ୍ତି କରିବେ | ଏନେଇ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି| ସେ କହିଛନ୍ତି, ଏଫଏକ୍ଯୁ୍ ମାନ ଉପରେ ସମ୍ପୂର୍ଣ୍ଣ କମ୍ପ୍ରୋମାଇଜ କରିହେବନି |…

ବାଂଲାଦେଶରେ ସଂଖ୍ୟାଲଘୁ ଅଧିକାରର ସୁରକ୍ଷା ପାଇଁ ଆମେରିକାର ଚିନ୍ତା

ବାଂଲାଦେଶ ଅନ୍ତରୀଣ ସରକାରର ନେତା ମହମ୍ମଦ ୟୁନୁସଙ୍କ ସହ ଟେଲିଫୋନ୍ ଯୋଗେ କଥାବାର୍ତ୍ତା କରି ଆମେରିକାର ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନ୍ଏସ୍ଏ) ଜେକ୍ ସୁଲିଭାନ୍ ଦେଶରେ ହିନ୍ଦୁ ସଂଖ୍ୟାଲଘୁଙ୍କ ଉପରେ ହେଉଥିବା ଆକ୍ରମଣକୁ ନେଇ ଚିନ୍ତା ପ୍ରକଟ କରିଛନ୍ତି। ଏହି କଥାବାର୍ତ୍ତା ପରେ ହ୍ୱାଇଟ୍…

ଜାଣନ୍ତୁ କଣ ରହିଛି ଆଜିର ରାଶିଫଳ ?

ମେଷ : ଆଜି ମୁଖଭାବାଧିପତି ମଙ୍ଗଳ ଦୃଷ୍ଟ ଯୋଗୁ ଭାଇ, ବନ୍ଧୁ, ପଡ଼ୋଶୀଙ୍କ ସହ ଯୁକ୍ତିତର୍କରୁ ଅନର୍ଥ ଘଟିବାର ସମ୍ଭାବନା ରହିଛି। ତଥାପି ସାମ୍ବାଦିକତା, ଏଜେନ୍‍ଶିପ୍‍, ପରିବହନ, ବାଣିଜ୍ୟରେ ସଫଳତା ପାଇବେ। ପାରିବାରିକ ଜୀବନରେ ଉତ୍‍ଥାନ ପତନ ଲାଗିରହିବ। ବ୍ୟବସାୟିକ ସ୍ଥିତି ଭଲ ରହିଲେ ମଧ୍ୟ…

ମୃତ ମହିଳାଙ୍କ ପରିବାରକୁ ୨ କୋଟି ଟଙ୍କାର ଆର୍ଥିକ ସହାୟତା ଦେବେ ପୁଷ୍ପାରାଜ

ଅଭିନେତା ଅଲ୍ଲୁ ଅର୍ଜୁନଙ୍କ ବଡ଼ ଘୋଷଣା। ହାଇଦ୍ରାବାଦ ସନ୍ଧ୍ୟା ଥିଏଟରରେ ହୋଇଥିବା ଦଳାଚକଟା ଘଟଣାରେ ପ୍ରାଣ ହରାଇଥିବା ମହିଳାଙ୍କ ପରିବାରକୁ ୨ କୋଟି ଟଙ୍କାର ଆର୍ଥିକ ସହାୟତା ଦେବେ ସେ ଏବଂ ‘ପୁଷ୍ପା’ ଫିଲ୍ମ ନିର୍ମାତା।ଅଭିନେତାଙ୍କ ବାପା ତଥା ଭେଟେରାନ ନିର୍ମାତା ଅଲ୍ଲୁ ଅରବିନ୍ଦ, ଦିଲ…