ରାଜ୍ୟରେ ଗଡ଼ିବ ଗ୍ରୀନ୍ ହାଇଡ୍ରୋଜେନ୍ ବସ୍

ଅଗଷ୍ଟ ୧୫ ସୁଦ୍ଧା ରାଜ୍ୟରେ ଗଡ଼ିବ ଗ୍ରୀନ୍ ହାଇଡ୍ରୋଜେନ୍ ବସ୍ । ଏନେଇ ସୂଚନା ଦେଲେ ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର  । ଏନେଇ କ୍ରୁଟ୍ ସହ NTPC ଓ ଗ୍ରୀଡ୍‌କୋର ଏମ୍ଓୟୁ ସ୍ବାକ୍ଷରିତ ହୋଇଛି । ପ୍ରାଥମିକ ପର୍ଯ୍ୟାୟରେ ୩ଟି ଗ୍ରୀନ୍ ହାଇଡ୍ରୋଜେନ୍ ବସ୍ ଚାଲିବାାକୁ ଥିବା…

ଦାଉଦ ଇବ୍ରାହିମର ଭାଇ ଘରେ ଇଡି

ଭାରତର ମୋଷ୍ଟ ୱାଣ୍ଟେଡ ଆତଙ୍କୀ ଦାଉଦ ଇବ୍ରାହିମର ଭାଇ ଇକବାଲ କାସକର ଘରେ ପଶିଲା ଇଡି । ମନି ଲଣ୍ଡ୍ରିଂ ମାମଲାରେ ଏହି ରେଡ କରି କାସକରର ଗୋଟିଏ ଫ୍ଲାଟକୁ ଜବତ କରିଛି । ଏହି ଫ୍ଲାଟଟି ପୁଣେରେ ରହିଛି । ଖାଲି କାସକର ନୁହେଁ ତାର ସହଯୋଗୀ ଘରେ ମଧ୍ୟ ରେଡ କରୁଛି ଇଡି । ଦାଉଦ ଭାରତ…

କେବିସି ଦ୍ୱାରା ଆୟୋଜିତ ଖ୍ରୀଷ୍ଟମାସ ଉତ୍ସବରେ ଯୋଗଦେଇଛନ୍ତି ପ୍ରଧାନମନ୍ତ୍ରୀ

ଆଜି ଖ୍ରୀଷ୍ଟମାସର ପୂର୍ବରୁ କ୍ୟାଥୋଲିକ୍ ବିଶପ୍ସ କନଫରେନ୍ସ ଅଫ୍ ଇଣ୍ଡିଆ (କେବିସି) ଦ୍ୱାରା ଆୟୋଜିତ ଖ୍ରୀଷ୍ଟମାସ ଉତ୍ସବରେ ଯୋଗଦେଇଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ | ସ୍ମରଣୀୟ ହେବାକୁ ଯାଉଛି କାରଣ କେବିସି ଏହାର 80 ତମ ବାର୍ଷିକୀ ପାଳନ କରିବାକୁ ଯାଉଛି ତେଣୁ ଏହା ଏକ ସ୍ମରଣୀୟ ମୁହୁର୍ତ ଏବଂ…

କଲେଜ ପରିଚାଳନା କମିଟି ଭାଙ୍ଗିଲେ ସରକାର

ରାଜ୍ୟ ସରକାର ସମସ୍ତ ବେସରକାରୀ ଅନୁଦାନପ୍ରାପ୍ତ ଡିଗ୍ରୀ କଲେଜର ଗଭର୍ନିଂ ବଡି ବା ପରିଚାଳନା କମିଟିକୁ ଭାଙ୍ଗି ଦେଇଛନ୍ତି। ଏନେଇ ବିଜ୍ଞପ୍ତି ଜାରି କରିବା ସହ ତତ୍‌କ୍ଷଣାତ ଏହାକୁ ଲାଗୁ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏବେଠାରୁ ଜିଲା ମୁଖ୍ୟାଳୟରେ ଥିବା କଲେଜର ଗଭର୍ନିଂ ବଡି ଅଧ୍ୟକ୍ଷ…

ପ୍ରଧାନମନ୍ତ୍ରୀଙ୍କୁ ଓଡିଶାକୁ ନିମନ୍ତ୍ରଣ କଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ନୂଆଦିଲ୍ଲୀଠାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟି ଓଡ଼ିଶାରେ ଆୟୋଜନ ହେବାକୁ ଥିବା ‘ପ୍ରବାସୀ ଭାରତୀୟ ଦିବସ’ ଏବଂ ‘ଉତ୍କର୍ଷ ଓଡ଼ିଶା’ କାର୍ଯ୍ୟକ୍ରମରେ ଯୋଗଦେବା ଲାଗି ନିମନ୍ତ୍ରଣ ଜଣାଇଛନ୍ତି।

କଟକରେ ଭାରତରତ୍ନ ଅଟଳବିହାରୀ ବାଜପେୟୀଙ୍କ ବିଶାଳ ବ୍ରୋଞ୍ଜ ପ୍ରତିମୂର୍ତ୍ତି ଉଦଘାଟିତ

ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ଅଟଳବିହାରୀ ବାଜପେୟୀଙ୍କ ବିଶାଳ ବ୍ରୋଞ୍ଜ ପ୍ରତିମୂର୍ତ୍ତି କଟକର ବେଲ୍ ଭ୍ୟୁ ଛକରେ ଉଦଘାଟିତ ହୋଇଛି। ଏହାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଉଦଘାଟନ କରିଛନ୍ତି। ଏହି ଉତ୍ସବରେ ଅନ୍ୟମାନଙ୍କ ମଧ୍ୟରେ…

 ଭୁବନେଶ୍ୱରରେ ବଢିଛି କୁକୁର ଆତଙ୍କ,ଖୁବଶୀଘ୍ର କୁକୁର ବନ୍ଧ୍ୟାକରଣ ଆରମ୍ଭ – ମେୟର ସୁଲୋଚନା ଦାସ

ଭୁବନେଶ୍ୱରରେ ବଢିଛି କୁକୁର ଆତଙ୍କ । ବଢୁଥିବା କୁକୁରଙ୍କ ସଂଖ୍ୟା ପାଇଁ ବିଭିନ୍ନ ପ୍ରକାର ସମସ୍ୟା ଉପୁଜୁଛି । କୁକୁରଙ୍କ କାରଣରୁ ରାଜଧାନୀରେ ଦୁର୍ଘଟଣା ମଧ୍ୟ ବଢୁଛି । ଅନେକ ସମୟରେ ଏପରି ମଧ୍ୟ ଦେଖାଯାଇଛି କି, ରାଜଧାନୀ ଗଳି କନ୍ଦିରେ କୁକୁର ମାନେ ଲୋକଙ୍କ ଉପରେ ଆକ୍ରମଣ କରିଥାନ୍ତି ।…

ଦେଢ ବର୍ଷରେ 10 ଲକ୍ଷଙ୍କୁ ସ୍ଥାୟୀ ସରକାରୀ ଚିକିରି ଦିଆଯାଇଛି – ମୋଦୀ

ରୋଜଗାର ମେଳା ମାଧ୍ୟମରେ ବେକାର ଯୁବକଯୁବତୀମାନଙ୍କୁ ଚାକିରି ଦେବା ପାଇଁ କେନ୍ଦ୍ର ସରକାରଙ୍କ ପ୍ରୟାସକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପ୍ରଶଂସା କରିଛନ୍ତି। ସୋମବାର ଏକ ରୋଜଗାର ମେଳାକୁ ଭର୍ଚୁଆଲ ମାଧ୍ୟମରେ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି ଯେ ତାଙ୍କ ସରକାର ଗତ ୧୮ ମାସ…

ଏଣିକି ୫ମ ଓ ୮ମ ଶ୍ରେଣୀର ପିଲାଙ୍କୁ ଫେଲ୍‌ କରିପାରିବେ ବିଦ୍ୟାଳୟ କର୍ତ୍ତୃପକ୍ଷ

ଶିକ୍ଷାଧିକାର ଆଇନ, ୨୦୧୯ ଅନୁସାରେ କେନ୍ଦ୍ର ସରକାରଙ୍କ ଦ୍ବାରା ପରିଚାଳିତ ବିଦ୍ୟାଳୟଗୁଡ଼ିକରେ ପୂର୍ବେ ୫ମ ଓ ୮ମ ଶ୍ରେଣୀର ଛାତ୍ରଛାତ୍ରୀଙ୍କୁ ‘ଫେଲ୍‌’ କରାଯାଉ ନଥିଲା। ମୂଲ୍ୟାୟନ ସଂଖ୍ୟା  ନିର୍ବିଶେଷରେ ସେମାନଙ୍କୁ ପରବର୍ତ୍ତୀ ଶ୍ରେଣୀକୁ ଉତ୍ତୀର୍ଣ୍ଣ କରାଯାଉଥିଲା। ‘ସଂଶୋଧିତ…

ଅସ୍ତ ହୋଇଗଲେ ପ୍ରସିଦ୍ଧ ଫିଲ୍ମ ନିର୍ଦ୍ଦେଶକ ଶ୍ୟାମ ବେନେଗଲ

ଅସ୍ତ ହୋଇଗଲେ ପ୍ରସିଦ୍ଧ ଫିଲ୍ମ ନିର୍ଦ୍ଦେଶକ ଶ୍ୟାମ ବେନେଗଲ । ୯୦ ବର୍ଷ ବୟସରେ ମୁମ୍ବାଇରେ ସେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି । ଦୀର୍ଘଦିନ ଧରି ସେ ବାର୍ଦ୍ଧକ୍ୟଜନିତ ରୋଗରେ ପୀଡିତ ଥିଲେ । ୧୯୭୬ରେ ଶ୍ୟାମ ବେନେଗଲଙ୍କୁ ଭାରତ ସରକାର ପଦ୍ମଶ୍ରୀ ଓ ୧୯୯୧ରେ ପଦ୍ମ ଭୂଷଣରେ ସମ୍ମାନିତ କରିଥିଲେ…