ସାଂସଦ ପ୍ରତାପ ଷଡ଼ଙ୍ଗୀଙ୍କୁ ଆକ୍ରମଣ ପ୍ରତିବାଦରେ ବିଜେପି ଯୁବମୋର୍ଚ୍ଚାର ବିକ୍ଷୋଭ

ବିଜେପିର ବରିଷ୍ଠ ନେତା ବାଲେଶ୍ୱର ଲୋକସଭାର ସାଂସଦ ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀଙ୍କୁ କଂଗ୍ରେସର ତଥାକଥିତ ବା ସ୍ୱଘୋଷିତ ଯୁବନେତା ରାହୁଲ ଗାନ୍ଧୀ ସଂସଦ ସମ୍ମୁଖରେ ଆକ୍ରମଣ କରି ମୁଣ୍ଡ ଫଟେଇ ଲହୁଲୁହାଣ କରିଛନ୍ତି। ଏହା ଅତ୍ୟନ୍ତ ନିନ୍ଦନୀୟ। ଏପରି ହିଂସ୍ର…

ୟେମେନ୍‌ରେ ଇସ୍ରାଏଲ୍‌ର ବୋମାମାଡ

ଇସ୍ରାଏଲ୍‌ର କେନ୍ଦ୍ରୀୟ ଅଞ୍ଚଳକୁ ଟାର୍ଗେଟ କରି ହୁଟି ବିଦ୍ରୋହୀ କ୍ଷେପଣାସ୍ତ୍ର ମାଡ଼ କରିବା ପରେ ଜେରୁଜେଲମ୍‌ ପକ୍ଷରୁ ଏହି ସଂଗଠନ ନିୟନ୍ତ୍ରଣରେ ଥିତ୍ବା ୟେମେନ୍‌ ରାଜଧାନୀ ଏବଂ ବନ୍ଦର ସହର ଉପରେ ଜୋର୍‌ଦାର ଏୟାରଷ୍ଟ୍ରାଇକ୍‌ କରାଯାଇଛି। ଇସ୍ରାଏଲୀ ସେନାର ୧୪ଟି ଲଢ଼ୁଆ ବିମାନ ଘନଘନ…

ଜାଣନ୍ତୁ ଆଜି ଦିନଟି ଆପଣଙ୍କ କେମିତି କାଟିବ ?

ମେଷ : ଆଜି ଗଜକେଶରୀ ଯୋଗ ପ୍ରଭାବରେ ସାମାଜିକ, ପାରିବାରିକ ଓ କର୍ମକ୍ଷେତ୍ର ଉନ୍ନତ ରହିବ। ଗତକାଲିର ଟେନସନ୍‍ ଆଜି କମିଯିବ ଏବଂ ବନ୍ଧୁମିଳନରୁ ଉତ୍ସାହିତ ହେବେ। ଆଧ୍ୟାତ୍ମିକ ଭାବଧାରାରେ ଉଦ୍‍ବୁଦ୍ଧ ହୋଇ ଧାର୍ମିକ ଅନୁଷ୍ଠାନରେ ସାମିଲ ହେବେ। ଆଲୋଚନା କ୍ଷେତ୍ରରେ ସହକର୍ମୀଙ୍କ ସହ…

ଜାନୁୟାରୀ ୧୮ରେ ହେବ ପକ୍ଷୀ ଗଣନା,୧୬ରୁ ଆରମ୍ଭ ହେବ ପ୍ରକ୍ରିୟା

ଜାନୁୟାରୀ ୧୮ରେ ହେବ ପକ୍ଷୀ ଗଣନା,୧୬ରୁ ଆରମ୍ଭ ହେବ ପ୍ରକ୍ରିୟା । ଏଥର ସାରା ରାଜ୍ୟରେ ଗୋଟିଏ ଦିନରେ ହେବ ଗଣନା । ଏହି ଗଣନାରେ ଫ୍ଲେମିଂଗୋର ଟ୍ରାକିଙ୍ଗ କରାଯିବ । ସେଥିପାଇଁ ୧୦ଟି ଫ୍ଲେମିଂଗୋରଙ୍କ ଗୋଡରେ ସାଟେଲାଇଟ ଟ୍ରାକିଙ୍ଗ ରିଙ୍ଗ ଲଗାଯିବ । ସାଟେଲାଇଟ୍ ଟ୍ରାକିଂ ରିଙ୍ଗ ଲଗାଗଲେ…

୯୦୦ କୋଟି ରୋଜଗାର କଲା ‘ପୁଷ୍ପା-୨’

ଏବେ ସାରା ବିଶ୍ୱରେ ଦେଖିବାକୁ ମିଳିଛି ‘ପୁଷ୍ପା-୨’ ଜଲୱା। ବକ୍ସ ଅଫିସରେ ଗୋଟିଏ ପରେ ଗୋଟିଏ ରେକର୍ଡ ଭାଙ୍ଗି ଇତିହାସ ସୃଷ୍ଟି କରୁଛି ପୁଷ୍ପା-୨ । ବହୁ ପ୍ରତିକ୍ଷୀତ ପୁଷ୍ପା-୨ ବକ୍ସ ଅଫିସରେ ନୂଆ ଅଧ୍ୟାୟ ଲେଖିବା ଜାରି ରଖିଛି । ରିଲିଜର ୧୦ ଦିନ ଭିତରେ ସାରା ବିଶ୍ୱରେ ‘ପୁଷ୍ପା-୨’ ୧୦୦୦…

ମା’ ହେଲେ ଗୋପୀ ବୋହୂ ଦେବୋଲିନା

ମା’ ହେଲେ ଲୋକପ୍ରିୟ ଟେଲି ଅଭିନେତ୍ରୀ ତଥା ଗୋପୀ ବୋହୂ ଦେବୋଲିନା ଭଟ୍ଟାଚାର୍ଜୀ। ବିବାହର ୨ବର୍ଷ ପରେ ମା’ ହେଲେ ଟେଲି ଅଭିନେତ୍ରୀ । ବୁଧବାର ଅଭିନେତ୍ରୀ ଏକ ଶିଶୁପୁତ୍ରକୁ ଜନ୍ମ ଦେଇଥିବା ଜଣାଯାଇଛି। ମା’ ହେବା ପରେ ଅଭିନେତ୍ରୀ ନିଜେ ଏହି ଖୁସି ଖବର ଜଣାଇଛନ୍ତି। ଦେବୋଲିନା…

କାରବାର ଆରମ୍ଭରୁ ବମ୍ବେ ଷ୍ଟକ ଏକ୍ସଚେଂଜ ଖସିଲା

ଆଜି ଷ୍ଟକ ମାର୍କେଟ କାରବାର ଆରମ୍ଭରୁ ବମ୍ବେ ଷ୍ଟକ ଏକ୍ସଚେଂଜ ସୂଚକାଙ୍କ ଖସିବାରେ ଲାଗିଥିଲା ।  ବର୍ତ୍ତମାନ ସୁଦ୍ଧା ବମ୍ବେ ଷ୍ଟକ ଏକ୍ସଚେଂଜ ସୂଚକାଙ୍କ ଏକ ହଜାର ପଏଣ୍ଟରୁ ଅଧିକ ହ୍ରାସ ପାଇ ୭୯ ହଜାର ୧୭୧ରେ ପହଞ୍ଚିଛି । ନ୍ୟାସନାଲ ଷ୍ଟକ୍ ଏକ୍ସେଚଂଜରେ ମଧ୍ୟ ୩୦୨ ପଏଣ୍ଟ ହ୍ରାସ ହୋଇ ୨୩…

ବନ୍ଦର ବିକାଶ ଲାଗି 54 ହଜାର କୋଟି

ବନ୍ଦରଭିତ୍ତିକ ଶିଳ୍ପାୟନ, ବନ୍ଦର ଆଧୁନିକୀକରଣ ଓ ବନ୍ଦରକୁ ରାସ୍ତା ସଂଯୋଗ ପ୍ରଦାନ କରିବା ଲାଗି ସାଗରମାଳା କାର୍ଯ୍ୟକ୍ରମ ଅଧୀନରେ ଓଡ଼ିଶାରେ ୫୪ ହଜାର କୋଟି ଟଙ୍କାର ୫୩ଟି ପ୍ରକଳ୍ପ ହାତକୁ ନିଆଯାଇଛି। କେନ୍ଦ୍ର ଜାହାଜ ଚଳାଚଳ ମନ୍ତ୍ରୀ ସର୍ବାନନ୍ଦ ସୋନାୱାଲ ରାଜ୍ୟସଭାରେ ଏହି ସୂଚନା…

ଆଜି ପୁର୍ନବାର ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାରର ମରାମତି କାର୍ଯ୍ୟ

ଗତକାଲି ମହାପ୍ରଭୁଙ୍କ ଦିବାପହୁଡ ନୀତି ପାଇଁ ରତ୍ନଭଣ୍ଡାର ମରାମତି କାର୍ଯ୍ୟ ବନ୍ଦ ରହିଥିଲା।  ଆଜି ବନ୍ଧାଯାଇଥିବା ଭାରା ବ୍ୟବହାର କରି ବିଭିନ୍ନ ସ୍ଥାନରେ ଥିବା କ୍ରାକ୍ ବା ଫାଟ ମରାମତି କାର୍ଯ୍ୟ କରାଯିବ। ପ୍ରାଥମିକ ଭାବେ ଡିପ୍ଲାଷ୍ଟରିଂ ବା ଚୂନ ପ୍ଲାଷ୍ଟରକୁ ହଟାଯିବା ପରେ ଫାଟ ଥିବା…

ଏନ୍‌କାଉଣ୍ଟର୍‌ରେ ୫ ଆତଙ୍କବାଦୀ ନିହତ

ଆଜି ସକାଳେ ଜମ୍ମୁ-କଶ୍ମୀରର କୁଲଗାମ ଜିଲ୍ଲାରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଏନକାଉଣ୍ଟର ହେବା ପରେ ପାଞ୍ଚ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। ଏଥିସହିତ ବେଳେ ଦୁଇ ସୈନିକ ମଧ୍ୟ ଆହତ ହୋଇଛନ୍ତି ବୋଲି ଅଧିକାରୀମାନେ ସୂଚନା ଦେଇଛନ୍ତି। ବୁଧବାର ରାତିରେ ଜିଲ୍ଲାର ବେହବାଗ…