ରାହୁଲଙ୍କ ଠେଲିଦେଲେ, ପ୍ରତାପ ଷଡ଼ଙ୍ଗୀଙ୍କ ମୁଣ୍ଡ ଫାଟିଲା
ରାହୁଲଙ୍କ ଠେଲିଦେଲେ, ପ୍ରତାପ ଷଡ଼ଙ୍ଗୀଙ୍କ ମୁଣ୍ଡ ଫାଟିଲା । ଏହାକୁ ନେଇ ରାଜନୀତି ଜୋର ଧରିଛି । ସଂସଦରେ ରାହୁଲ ଗାନ୍ଧୀ ଠେଲିଦେଇଥିବା ଅଭିଯୋଗ କରିଛନ୍ତି ସାଂସଦ ପ୍ରତାପ ଷଡ଼ଙ୍ଗୀ । ଗୃହମନ୍ତ୍ରୀ ଅମିତ ଶାହଙ୍କ ଡକ୍ଟର ବିଆର୍ ଆମ୍ବେଦକରଙ୍କ ସଂପର୍କିତ ବୟାନକୁ ନେଇ ଗୁରୁବାର ଦିନ…