କର୍ଣାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ଏସ୍‌ଏମ୍ କ୍ରିଷ୍ଣାଙ୍କ ଦେହାନ୍ତ

କର୍ଣାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ଏସ୍‌ଏମ୍ କ୍ରିଷ୍ଣାଙ୍କ ଦେହାନ୍ତ । ୯୨ ବର୍ଷ ବୟସରେ ନିଜ ବାସଭବନରେ ଏସ୍‌ଏମ୍ କ୍ରିଷ୍ଣାଙ୍କ ଦେହାନ୍ତ ହୋଇଛି । ୨୦୦୪ରୁ ୨୦୦୮ ପର୍ଯ୍ୟନ୍ତ ଏସ୍‌ଏମ୍ କ୍ରିଷ୍ଣା ମହାରାଷ୍ଟ୍ରର ରାଜ୍ୟପାଳ ଥିଲେ। ୨୦୦୯ରେ କେନ୍ଦ୍ର ବୈଦେଶିକ ମନ୍ତ୍ରୀ ଭାବେ ମଧ୍ୟ ଦାୟିତ୍ବ…

ଦେଶରେ ବୀମା ସଖୀ ଯୋଜନା ଲଞ୍ଚ କଲେ ପ୍ରଧାନମନ୍ତ୍ରୀ

ବୀମା ସଖୀ ଯୋଜନାରେ ଦେଶର ଆଗ୍ରହୀ ମହିଳାଙ୍କୁ ଏଲଆଇସି ଏଜେଣ୍ଟ ହେବା ପାଇଁ ମିଳିବ ତାଲିମ । 3 ବର୍ଷ ପାଇଁ ତାଲିମ ସମୟରେ  ମଧ୍ୟ ମହିଳାଙ୍କୁ ମିଳିବ 5ରୁ 7 ହଜାର ଟଙ୍କା । ଏହାବ୍ୟତୀତ କମିଶନ ମଧ୍ୟ ମିଳିବ । କାର୍ଯ୍ୟ ଅନୁସାରେ ପରବର୍ତ୍ତୀ ସମୟରେ ମହିଳାଙ୍କୁ ପଦୋନ୍ନତି ମିଳିବ । ହରିୟାଣାର…

ଆଜି ଛତିଶା ନିଯୋଗ ବୈଠକ

ଆଜି (ମଙ୍ଗଳବାର) ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଛତିଶାନିଯୋଗ ବୈଠକ ଅନୁଷ୍ଠିତ ହେବ।  ଏଥିରେ ରତ୍ନଭଣ୍ଡାର ମରାମତି ସମ୍ପର୍କରେ ଆଲୋଚନା ହୋଇପାରେ। ଏହାସହ ଶ୍ରୀମନ୍ଦିରରେ ପୂଜା ନୀତି ଏବଂ ଅନ୍ୟାନ୍ୟ କାର୍ଯ୍ୟକ୍ରମ କିଭଳି ସହଳ କରାଯାଇ ପାରିବ ସେନେଇ ଆଲୋଚନା ହୋଇ ପରେ ନୀତି ନିର୍ଘଣ୍ଟ…

ଆଜିଠାରୁ କଟକରେ ଆରମ୍ଭ ହେବାକୁ ଯାଉଛି ଆନ୍ତର୍ଜାତୀକ ବ୍ୟାଡମିଣ୍ଟନ ଟୁର୍ଣ୍ଣାମେଣ୍ଟ

ଆଜିଠାରୁ ଆରମ୍ଭ ହେବା ଆନ୍ତର୍ଜାତୀକ ବ୍ୟାଡମିଣ୍ଟନ ଟୁର୍ଣ୍ଣାମେଣ୍ଟ । ସୁପର 100 ଟୁର୍ଣ୍ଣାମେଣ୍ଟ ରେ 29 ଟି ଦେଶର 3 ଶହରୁ ଉର୍ଦ୍ଧ୍ବ ଖେଳାଳି ଅଂଶଗ୍ରହଣ କରିବେ ବୋଲି କହିଛନ୍ତି କ୍ରୀଡ଼ାମନ୍ତ୍ରୀ  । ଓଡିଶାରୁ 7 ଜଣ ଖେଳାଳି ଏଥିରେ ଭାଗ ନେଉଛନ୍ତି । ଜାପାନ , ଚୀନ ଡେନମାର୍କର ଖେଳାଳି ମଧ୍ୟ…

ଟ୍ବିନସିଟିରେ କୋହଲା ପାଗ ସାଙ୍ଗକୁ ବର୍ଷା

କେବେ ରାଜ୍ୟର ପାଗ ବଦଳିବ। ଏନେଇ ବିଭିନ୍ନ ମହଲରେ ଆଲୋଚନା ଚାଲିଥିବା ବେଳେ ଆଜି ସକାଳେ କଟକ ଓ ଭୁବନେଶ୍ବରରେ ମଧ୍ୟମ ଧରଣର ବର୍ଷା ହୋଇଛି। ଏହାଛଡ଼ା ରାଜ୍ୟର ଆଉ କେତକ ଜିଲ୍ଲାରେ ବି ବର୍ଷା ହୋଇଥିବାର ସୂଚନା ରହିଛି। ପଶ୍ଚିମାଝଡ଼ ପ୍ରଭାବରେ ରାଜ୍ୟରେ ଦୁଇ ଦିନ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା…

ଆଜି ସଂସଦରେ ପାରିତ ହୋଇପାରେ ଗୋଟିଏ ଦେଶ-ଗୋଟିଏ ନିର୍ବାଚନ ବିଲ

ପାର୍ଲାମେଣ୍ଟର ଚଳିତ ଅଧିବେଶନରେ  ମୋଦି ସରକାର ଆଗତ କରିପାରନ୍ତି ଗୋଟିଏ ଦେଶ-ଗୋଟିଏ ନିର୍ବାଚନ ବିଲ । ଆଉ ଏହାକୁ ଆଲୋଚନା ପାଇଁ ଯୁଗ୍ମ ସଂସଦୀୟ କମିଟିକୁ ପଠାଯାଇପାରେ । ଗୋଟିଏ ଦେଶ-ଗୋଟିଏ ନିର୍ବାଚନ ନେଇ ରାମନାଥ କୋବିନ୍ଦ ଆଣିଥିବା ରିପୋର୍ଟକୁ କେନ୍ଦ୍ର କ୍ୟାବିନେଟ ମଞ୍ଜୁରୀ ଦେଇସାରିଛି ।…

ଭୁବନେଶ୍ୱରରେ ଅନୁଷ୍ଠିତ ହେବ ଅଷ୍ଟାଦଶ ପ୍ରବାସୀ ଭାରତୀୟ ଦିବସ

ଆସନ୍ତା ଜାନୁଆରୀ ୮ରୁ ୧୦ ତାରିଖ ତିନିଦିନ ଧରି ଭୁବନେଶ୍ୱରରେ ଅଷ୍ଟାଦଶ ପ୍ରବାସୀ ଭାରତୀୟ ଦିବସ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଏଥିପାଇଁ ଭୁବନେଶ୍ୱରକୁ ଆକର୍ଷଣୀୟ ରୂପ ଦେବାକୁ ପ୍ରସ୍ତୁତି ଚାଲିଛି। କାର୍ଯ୍ୟକ୍ରମକୁ ଅତ୍ୟନ୍ତ ସଫଳ କରିବା ନିମନ୍ତେ ରାଜ୍ୟ ସରକାର ଜୋରସୋର ପ୍ରସ୍ତୁତି…

ଜାଣନ୍ତୁ କଣ ରହିଛି ଆପଣଙ୍କ ଭାଗ୍ୟ ?

ମେଷ : ଆଜି ସମୟାନୁବର୍ତ୍ତିତା ଓ କର୍ମଦକ୍ଷତା ଯୋଗୁ ପ୍ରଶଂସିତ ହେବେ। ପୂର୍ବରୁ ରହିଥିବା ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବାରୁ ମାନସିକ ସ୍ତରରେ ଆଶ୍ୱସ୍ତି ଲାଭ କରିବେ। ଜଳ, ତୈଳ, ବିଦ୍ୟୁତ୍‍ ବ୍ୟବସାୟ ଓ ତେଜରାତି ଦୋକାନରୁ ଲାଭବାନ୍‍ ହେବେ। ବନ୍ଧୁଙ୍କ ସହ ଫଳପ୍ରଦ ଆଲୋଚନା ସାଙ୍ଗକୁ…

ସଞ୍ଜୟ ମାଲହୋତ୍ରା ହେବେ ରିଜର୍ଭ ବ୍ୟାଙ୍କର ନୂଆ ଗଭର୍ଣ୍ଣର

ସଞ୍ଜୟ ମାଲହୋତ୍ରା ହେବେ ରିଜର୍ଭ ବ୍ୟାଙ୍କର ନୂଆ ଗଭର୍ଣ୍ଣର । ତାଙ୍କର କାର୍ଯ୍ୟକାଳ ଆସନ୍ତା ୩ ବର୍ଷ ପାଇଁ ରହିବ। ସେ ବର୍ତ୍ତମାନର ରିଜର୍ଭ ବ୍ୟାଙ୍କ ଗଭର୍ଣ୍ଣର ଶକ୍ତିକାନ୍ତ ଦାସଙ୍କ ସ୍ଥାନ ନେବେ। ଡିସେମ୍ବର ୧୦ରେ ଶକ୍ତିକାନ୍ତ ଦାସଙ୍କ କାର୍ଯ୍ୟକାଳ ମଧ୍ୟ ଶେଷ ହେଉଛି । ଆର୍ଥିକ ସେବା ବିଭାଗ…

ସୋନିଆ ଗାନ୍ଧୀଙ୍କ ସହ ଜଜ୍ ସୋରେସ ଭାରତ ବିରୋଧୀ କାର୍ଯ୍ୟରେ ଲାଗିଛନ୍ତି: ବିଜେପି

ପୁଣି ବିଜେପି ବଡ଼ ଅଭିଯୋଗ ଆଣିଛି । ବିଜେପି ସାଂସଦ ସମ୍ବିତ ପାତ୍ର କହିଛନ୍ତି କଂଗ୍ରେସ ବିଜେପିକୁ ବଦନାମ କରିବା ପାଇଁ ବାହାର ଶକ୍ତି ସହ ବୁଝାମଣା କରିଛି । ଦେଶରେ କଂଗ୍ରେସ ବିରୋଧୀ ଆସନରେ ରହିବାକୁ ଚାହୁଁନାହିଁ । ସରକାରରେ ଆସିବା ପାଇଁ ବିଭ୍ରାନ୍ତି ସୃଷ୍ଟି କରୁଛି । କଂଗ୍ରେସ ନେତ୍ରୀ…