ପୁଡୁଚେରୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଏମଡିଆର ରାମଚନ୍ଦ୍ରନଙ୍କ ପରଲୋକ

କଂଗ୍ରେସର ବରିଷ୍ଠ ନେତା ତଥା ପୁଡୁଚେରୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଏମଡିଆର ରାମଚନ୍ଦ୍ରନଙ୍କ ଅସୁସ୍ଥତା ହେତୁ ତାଙ୍କର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୯୩ବର୍ଷ ବୟସ ହୋଇଥିଲା। ପୁଡୁଚେରୀ ମୁଖ୍ୟମନ୍ତ୍ରୀ ଏନ ରଙ୍ଗାସାମି ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ପାଇଁ ତିନି ଦିନ ଶୋକ ଘୋଷଣା…

ବେଆଇନ ମାଙ୍କଡା ପଥର ଚୋରାଚାଲାଣ ଅଭିଯୋଗରେ ଦୁଇ ଗିରଫ

ବେଆଇନ ମାଙ୍କଡା ପଥର ଚୋରାଚାଲାଣ ଅଭିଯୋଗରେ ନିରାକରପୁର ଅଞ୍ଚଳରେ ପୋଲିସର ଚଢ଼ାଉ । ୩ଟି ଟ୍ରକ ଜବତ ୨ଡ୍ରାଇଭର ଗିରଫ। ଖୋର୍ଦ୍ଧା ଜିଲ୍ଲା ଟାଗିଂ ତହସିଲର ବିଭିନ୍ନ ରାଜସ୍ୱ ମୌଜାରେ ବେଧଡକ ମାଙ୍କଡା ପଥର ଚୋରାଚାଲାଣ ଅଭିଯୋଗ । ମାଫିଆମାନେ ଜଂଗଲ ଜମି, ରାଜସ୍ୱ ଜମି ଓ କାଜୁ କର୍ପୋରେସନ…

ରାଜ୍ୟସଭା ଉପନିର୍ବାଚନ ପାଇଁ ନାମାଙ୍କନ ଭରିଲେ ସୁଜିତ କୁମାର

ରାଜ୍ୟସଭା ଉପନିର୍ବାଚନ ପାଇଁ ବିଜେପି ପକ୍ଷରୁ ସୁଜିତ କୁମାର ଦାଖଲ କରିଛନ୍ତି ନାମାଙ୍କନ ପତ୍ର । 2ଟି ସେଟରେ ନାମାଙ୍କନ ଭରିଛନ୍ତି ସୁଜିତ କୁମାର । ସୁଜିତଙ୍କ ପାଇଁ 30 ଜଣ ପ୍ରସ୍ତାବକ ଅଛନ୍ତି । ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ, ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସମେତ ମନ୍ତ୍ରୀ ଓ…

ଦିଲ୍ଲୀର ୪୦ରୁ ଅଧିକ ବିଦ୍ୟାଳୟକୁ ବୋମା ଧମକ

ସୋମବାର ସକାଳେ ଦିଲ୍ଲୀର ୪୦ରୁ ଅଧିକ ବିଦ୍ୟାଳୟକୁ ବୋମା ଧମକ ମିଳିଛି। ପଶ୍ଚିମ ବିହାରର ଡିପିଏସ୍ ଆରକେ ପୁରମ ଏବଂ ଜିଡି ଗୋଏଙ୍କା ଆଦି ସ୍କୁଲ ଉକ୍ତ ୪୪ଟି ବିଦ୍ୟାଳୟ ମଧ୍ୟରେ ରହିଛି। ସ୍କୁଲ୍‌କୁ ବୋମା ଧମକ ମିଳିବା ପରେ ଛାତ୍ରମାନଙ୍କୁ ଘରକୁ ପଠାଯାଇଛି। ଖବର ଅନୁଯାୟୀ, ଏହି ଧମକ ଇମେଲ…

ନିଯୁକ୍ତ ହେବେ 5 ହଜାର ଡ଼ାକ୍ତର

 ମେଡିକାଲ ନିଯୁକ୍ତି ପ୍ରକ୍ରିୟାରେ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନରେ ଦୁଇଟି ସଂଶୋଧନ କରାଯାଇଛି।  ଏହି କ୍ରମରେ ଖୁବଶୀଘ୍ର ୫୦୦୦ ଡାକ୍ତର, ୩୦୦୦ ପାରା ମେଡିକାଲ ଷ୍ଟାଫ ନିଯୁକ୍ତି ପାଇଁ ବିଜ୍ଞାପନ ପ୍ରକାଶ କରିବେ ରାଜ୍ୟ ସରକାର । ଏଥିପାଇଁ ପ୍ରକ୍ରିୟା ଜାରି ରହିଛି ।  ୩୦ ଜିଲ୍ଲାରେ ମେଡିକାଲ…

ରାଜ୍ୟସଭା ପାଇଁ ନାମାଙ୍କନ ଭରିଲେ ସୁଜିତ କୁମାର

ରାଜ୍ୟସଭା ପାଇଁ ନାମାଙ୍କନ ଭରିଲେ ସୁଜିତ କୁମାର । ବିଧାନସଭାରେ ପହଞ୍ଚି ନାମାଙ୍କନ ଭରିଲେ ସୁଜିତ କୁମାର । ମୁଖ୍ୟମନ୍ତ୍ରୀ ଓ ବିଜେପି ରାଜ୍ୟ ସଭାପତିଙ୍କ ଉପସ୍ଥିତିରେ ନାମାଙ୍କନ ଭରିଲେ ସୁଜିତ ।ବିଜେଡିରୁ ରାଜ୍ୟସଭା ସାଂସଦ ପଦରୁ ଇସ୍ତଫା ଦେବା ପରେ ରାଜ୍ୟସଭା ପଦ ପାଇଁ ଏବେ ବିଜେପି ପକ୍ଷରୁ…

ଜାତୀୟ ପଞ୍ଚାୟତ ପୁରସ୍କାରରେ ମୋଟ 7ଟି ପୁରସ୍କାର ପାଇବ ଓଡିଶା

୨୦୨୪ ମସିହା ଜାତୀୟ ପଞ୍ଚାୟତ ପୁରସ୍କାର ପ୍ରଦାନ ସମାରୋହ ଆସନ୍ତା ୧୧ ଡିସେମ୍ବରରେ ନୂଆଦିଲ୍ଲୀର ବିଜ୍ଞାନ ଭବନରେ ଅନୁଷ୍ଠିତ ହେବ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପୁରସ୍କାର ବିଜେତାମାନଙ୍କୁ ପୁରସ୍କାର ପ୍ରଦାନ କରିବେ । ଜାତୀୟ ପଞ୍ଚାୟତ ପୁରସ୍କାରରେ ଓଡ଼ିଶା ମୋଟ ୭ଟି ପୁରସ୍କାର ପାଇବାକୁ…

ଜାଣନ୍ତୁ ଆଜି କେମିତି କାଟିବ ଆପଣଙ୍କ ଦିନ ?

ମେଷ - ବାଣିଜ୍ୟ, ଯାନ୍ତ୍ରିକ ଶିଳ୍ପ ଓ ପରିବହନରେ ଆଶାନୁରୂପ ଫଳ ପାଇବେ। ଶତ୍ରୁ ଚେଷ୍ଟା କଲେ ମଧ୍ୟ କ୍ଷତି କରିପାରିବେ ନାହିଁ। କୌଣସି କାମ ଅଟକିବ ନାହିଁ ଏବଂ ବିଭିନ୍ନ ଦିଗରୁ ପ୍ରୋସତ୍ାହନ ଲାଭ କରିବା ସହ ଅନୁକୂଳ ବାତାବରଣରୁ ଖୁସି ରହିବେ। ବୃଷ - ପାରିବାରିକ ଜୀବନରେ କେତେକ…

୪ ଦିନରେ ୭୫୦ କୋଟିରୁ ଅଧିକ ରୋଜଗାର କଲା ‘ପୁଷ୍ପା ଦି ରୁଲ୍‌’

ରିଲିଜ୍‌ ହେବା ପରଠାରୁ ଅଭିନେତା ଅଲ୍ଲୁ ଅର୍ଜୁନଙ୍କ ‘ପୁଷ୍ପା ଦି ରୁଲ୍‌’ ଚଳଚ୍ଚିତ୍ର ବିଭିନ୍ନ ରେକର୍ଡକୁ ଭଙ୍ଗ କରି ନୂତନ ରେକର୍ଡ ସୃଷ୍ଟି କରିଚାଲିଛି। ବିଭିନ୍ନ ରିପୋର୍ଟ ଅନୁଯାୟୀ, ରବିବାର ରାତି ୧୧ଟା ସୁଦ୍ଧା ବିଶ୍ୱବ୍ୟପୀ ‘ପୁଷ୍ପା ୨’ ଚଳଚ୍ଚିତ୍ର ୭୫୦ କୋଟି ଟଙ୍କାରୁ ଅଧିକ ରୋଜଗାର…

ବିରୋଧୀଙ୍କୁ ଟାର୍ଗେଟ କଲେ ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଶିନ୍ଦେ

ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ବିରୋଧୀଙ୍କୁ ଟାର୍ଗେଟ କରିଛନ୍ତି। ଇଲେକ୍ଟ୍ରୋନିକ ଭୋଟିଂ ମେଶିନ ବିଷୟରେ ଲୋକଙ୍କୁ ବିଭ୍ରାନ୍ତ କରିବା ଏବଂ ସେମାନଙ୍କ ଆଦେଶ ଗ୍ରହଣ ନକରିବାକୁ ସେ ବିରୋଧ କରିଛନ୍ତି। ସାମ୍ବାଦିକମାନଙ୍କ ସହ କଥାବାର୍ତ୍ତା କରି ଶିନ୍ଦେ କହିଛନ୍ତି ଯେ କଠିନ…