ଆସନ୍ତା ୬ ପର୍ଯ୍ୟନ୍ତ ବର୍ଷା

ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି। ଆସନ୍ତା ୬ ପର୍ଯ୍ୟନ୍ତ କେତେକ ଜିଲାରେ ବର୍ଷା ସମ୍ଭାବନା ରହିଛି। ଗତ ୨୪ ଘଣ୍ଟାରେ ଗଞ୍ଜାମର ପାତ୍ରପୁରରେ ସର୍ବାଧିକ ୪୨.୪ ମି.ମି., ଚିକିଟିରେ ୨୭.୨ ମି.ମି., ଗଜପତି ଜିଲା ଗୋସାଣିରେ ୨୭ ମି.ମି., ଝାରସୁଗୁଡ଼ାର ଲଇକେରାରେ…

କୋଣାର୍କ ଉତ୍ସବ ଦ୍ୱିତୀୟ ସନ୍ଧ୍ୟା : ଶାସ୍ତ୍ରୀୟ ଓଡ଼ିଶୀ ଓ ମଣିପୁରୀ ନୃତ୍ୟରେ ଦର୍ଶକ ମନ୍ତ୍ରମୁଗ୍ଧ

କୋଣାର୍କ ଉତ୍ସବର ଦ୍ୱିତୀୟ ସନ୍ଧ୍ୟାରେ ଶାସ୍ତ୍ରୀୟ ଓଡ଼ିଶୀ ଓ ମଣିପୁରୀ ନୃତ୍ୟରେ ଦର୍ଶକ ମନ୍ତ୍ରମୁଗ୍ଧ ହୋଇଥିଲେ। ଦ୍ୱିତୀୟ ସନ୍ଧ୍ୟାରେ ଅତିଥି ଭାବେ ପଞ୍ଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାଏକ, ପୂର୍ବତଟ ରେଳ ମହାପ୍ରବନ୍ଧକ ପରମେଶ୍ୱର ଫଙ୍କୱାଲ, ପର୍ଯ୍ୟଟନ ବିଭାଗ ସ୍ୱତନ୍ତ୍ର ସଚିବ…

ଆଜି ଠାରୁ 5 ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଙ୍ଗଳବାରଠାରୁ ୫ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ମଙ୍ଗଳବାର ଅପରାହ୍ନ ୪.୫୦ରେ ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନବନ୍ଦରରେ ପହଞ୍ଚିବେ। ସେଠୁ ସିଧାସଳଖ ଚନ୍ଦ୍ରଶେଖରପୁରସ୍ଥିତ ନୀଳାଦ୍ରି ବିହାରରେ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ପ୍ରତିମୂର୍ତ୍ତିକୁ ଉଦ୍‌ଘାଟନ…

ପରିବର୍ତନ ହେବ ଡ଼ିଜିପି ହିସାବ

କେନ୍ଦ୍ର ସରକାର ମୋଟ ଘରୋଇ ଉତ୍ପାଦ (ଜିଡିପି) ହିସାବରେ ପରିବର୍ତ୍ତନ କରିବାକୁ ଯାଉଛନ୍ତି। ଏଥିପାଇଁ ବ୍ୟବହାର କରାଯାଉଥିବା ଆଧାର ବର୍ଷକୁ ବଦଳାଇବାକୁ ନିଷ୍ପତ୍ତି ନିଆଯାଇଛି। ଏଭଳି ଏକ ସମୟରେ ଏହି ପଦକ୍ଷେପ ନିଆଯାଇଛି ଯେତେବେଳେ ଚଳିତ ଆର୍ଥିକ ବର୍ଷର ଦ୍ବିତୀୟ ତ୍ରୈମାସିକରେ ଜିଡିପି…

ଅନୁପମା ଛାଡ଼ିଲେ ଅନୁଜ କପାଡ଼ିଆ ଭୂମିକା ନିଭାଉଥିବା ଗୌରବ ଖାନ୍ନା

‘ଷ୍ଟାର୍‌ ପ୍ଲସ୍‌’ରେ ପ୍ରସାରିତ ଧାରାବାହିକ ‘ଅନୁପମା’କୁ ଗ‌ୋଟାଏ ପରେ ଗୋଟାଏ କଳାକାର ବିଦାୟ ଦେବାରେ ଲାଗିଛନ୍ତି। ଏବେ ସୋ’କୁ ବିଦାୟ ଦେଇଛନ୍ତି ଅନୁଜ କପାଡ଼ିଆ ଭୂମିକା ନିଭାଉଥିବା ଗୌରବ ଖାନ୍ନା।  ତେବେ ମୁଖ୍ୟ ନାୟିକା ରୁପାଲୀ ଗାଙ୍ଗୁଲୀଙ୍କ କାରଣରୁ ଜଣେ ପରେ ଜଣେ ଧାରାବାହିକ ଛାଡ଼ି…

୫ମାସରେ ୫୦୯ଟି ଦୁଷ୍କର୍ମ, ୪୧ ଗଣଦୁଷ୍କର୍ମ ମାମଲା ପଞ୍ଜୀକୃତ

ରାଜ୍ୟରେ ବିଜେପି ସରକାର ଆସିବା ପରେ ୫ମାସରେ ୫୦୯ଟି ଦୁଷ୍କର୍ମ ମାମଲା, ୪୧ ଗଣଦୁଷ୍କର୍ମ ମାମଲା ପଞ୍ଜୀକୃତ ହୋଇଛି। ମହିଳା ବିରୋଧୀ ସମୁଦାୟ ୯୨୪୮ଟି ମାମଲା ରୁଜୁ ହୋଇଛି। ରାଜ୍ୟରେ ମହିଳାଙ୍କ ବିରୋଧୀ ହିଂସା ସଂପର୍କରେ ଏକ ପ୍ରଶ୍ନର ଉତ୍ତରରେ ଏହି ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ…

୧୦ ଦିନ ବିତିଲା : ସରକାର ଗଠନ ହୋଇପାରୁନି

ମହାରାଷ୍ଟ୍ରରେ ମୁଖ୍ୟମନ୍ତ୍ରୀ କିଏ ହେବେ? ସେ ଅଡ଼ୁଆ ତୁଟି ପାରୁନି। ଗୋଟିଏ ପଟେ ବିଜେପି ଶପଥ ଗ୍ରହଣ ଉତ୍ସବ ପାଇଁ ତାରିଖ ଘୋଷଣା କରିଦେଇଛି। କିନ୍ତୁ ଅନ୍ୟପକ୍ଷେ ମୁଖ୍ୟମନ୍ତ୍ରୀ ପଦକୁ ନେଇ ‌ମହାୟୁତି ମେଣ୍ଟ ମଧ୍ୟରେ ଅଡ଼ୁଆ ଛିଡ଼ୁନି। ସିନ୍ଦେ କିଛି ବଡ଼ ଦାବି କରୁଥିବା ଚର୍ଚା ହେଉଛି ।…

ବିଧାନସଭାରେ ଦାଦନ ମୃତ୍ୟୁ ପ୍ରସଙ୍ଗ ଉପରେ ଉତ୍ତର ରଖିଲେ ଶ୍ରମ ମନ୍ତ୍ରୀ

ବିଧାନସଭା ଶୀତ ଅଧିବେଶନର ପଞ୍ଚମ କାର୍ଯ୍ୟ ଦିବସରେ ବିଭିନ୍ନ ବିଭାଗର ଆଲୋଚନା ଚାଲିଛି। ବିଧାୟକଙ୍କ ପ୍ରଶ୍ନର ଉତ୍ତର ରଖୁଛନ୍ତି ବିଭାଗୀୟ ମନ୍ତ୍ରୀ। ଆଜି ପଞ୍ଚାୟତରାଜ, ପାନୀୟ ଜଳ, ଗୃହ ନିର୍ମାଣ ଓ ପୌର ଉନ୍ନୟନ, ଜଙ୍ଗଲ ପରିବେଶ ଓ ଜୟବାୟୁ ପରିବର୍ତ୍ତନ, ଗ୍ରାମ୍ୟ ଉନ୍ନୟନ, ସରକାରୀ ଉଦ୍ୟୋଗ,…

ବାଂଲାଦେଶରେ ମୁସଲମାନଙ୍କ ଆକ୍ରମଣର ଶିକାର ହେଲେ ସନ୍ଥ ଚନ୍ମୟଙ୍କ ଓକିଲ

ବାଂଲାଦେଶରେ ହିନ୍ଦୁଙ୍କ ପ୍ରତି ହେଉଥିବା ଅତ୍ୟାଚାରର ବିରୋଧ କରି ଗିରଫ ଇସ୍କୁନ ସନ୍ଥ ଚନ୍ମୟଙ୍କ ଓକିଲଙ୍କୁ ଆକ୍ରମଣ କରାଯାଇଛି । ଓକିଲ ରମେନ ରାୟଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାବେଳେ ତାଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଛି । ଏସମ୍ପର୍କରେ ଇସ୍କନ ଇଣ୍ଡିଆ ପକ୍ଷରୁ ସୂଚନା ଦିଆଯାଇଛି ।…

ରାଜ୍ୟସଭା ଉପନିର୍ବାଚନ ପାଇଁ ଅଜିଠୁ ପ୍ରାଥିପତ୍ର ଦାଖଲ ଆରମ୍ଭ

ଭାରତର ୪ଟି ରାଜ୍ୟର ୬ ରାଜ୍ୟସଭା ଆସନ ପାଇଁ ଡିସେମ୍ବର ୨୦ ତାରିଖରେ ହେବ ଉପନିର୍ବାଚନ। ଏନେଇ ମଙ୍ଗଳବାର ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇ ପ୍ରାର୍ଥିପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଛି। ଏଥିରେ ଓଡ଼ିଶାରେ ଖାଲି ପଡ଼ିଥିବା ଗୋଟିଏ ଆସନ ପାଇଁ ଉପନିର୍ବାଚନ ହେବ। ରାଜ୍ୟସଭା…