ଏସାର ଗ୍ରୁପ୍ ଅଧ୍ୟକ୍ଷଙ୍କ ପରଲୋକ
ଏସାର ଗ୍ରୁପ୍ ଅଧ୍ୟକ୍ଷ ତଥା ସହ-ପ୍ରତିଷ୍ଠାତା ଶଶିକାନ୍ତ ରୁଇଆ(୮୧)ଙ୍କର ପରଲୋକ ହୋଇଛି। ଦୀର୍ଘଦିନ ହେଲା ଅସୁସ୍ଥ ଥିବା ଶଶିକାନ୍ତଙ୍କର ମୃତ୍ୟୁ ନଭେମ୍ବର ୨୫ ତାରିଖ ରାତି ୧୧ଟା ୫୫ରେ ମୁମ୍ବାଇଠାରେ ହୋଇଛି । ଆମେରିକାରେ ଚିକିତ୍ସିତ ହେଉଥିବା ଶଶିକାନ୍ତଙ୍କୁ ପ୍ରାୟ ମାସକ ପୂର୍ବେ…