ପର୍ଥ ଟେଷ୍ଟରେ ଭାରତର ଧୂଆଁଦାର ପ୍ରଦର୍ଶନ

ଦ୍ବିତୀୟ ଇନିଂସରେ ୫୩୪ ରନର ଟାର୍ଗେଟର ପିଚ୍ଛା କରୁଛି ଅଷ୍ଟ୍ରେଲିଆ। ଅଷ୍ଟ୍ରେଲିଆର ପର୍ଥରେ ଚାଲିଥିବା ବର୍ଡର-ଗାଭାସ୍କର ଟ୍ରଫିର ପ୍ରଥମ ମ୍ୟାଚ୍‌ରେ ଭାରତର ଦବଦବା ଦେଖିବାକୁ ମିଳିଛି। ପ୍ରଥମ ଇନିଂସରେ ଭାରତୀୟ ଟିମ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା। କିନ୍ତୁ ବୋଲିଂରେ ନିଜେ ଅଧିନାୟକ…

ଆଜି ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଶପଥ ନେଇପାରନ୍ତି

ବିଜେପି ନେତୃତ୍ୱାଧୀନ ମହୁୟୁତି ମିଳିତ ମଞ୍ଚ ସରକାର ଗଠନ କରିବାକୁ ଆଜି ରାଜ୍ୟପାଳଙ୍କ ନିକଟରେ ଦାବି କରିଛି। ଆଜି ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଶପଥ ନେଇପାରନ୍ତି। ଏନେଇ ଶିବସେନାର ଏକନାଥ ସିନ୍ଦେ ଗୋଷ୍ଠୀର ବରିଷ୍ଠ ମନ୍ତ୍ରୀ ଦୀପକ କେସରକର ସୂଚନା ଦେଇଛନ୍ତି। ଆଜି କେବଳ ମୁଖ୍ୟମନ୍ତ୍ରୀ…

28ରେ ଶପଥ ନେବେ ହେମନ୍ତ ସୋରେନ୍‌

ଗତକାଲି ହେମନ୍ତ ସୋରେନ୍ ରାଜଭବନ ଯାଇ ରାଜ୍ୟପାଳଙ୍କୁ ଇସ୍ତଫାପତ୍ର ଦେବ ସହିତ ପୁନର୍ବାର ସରକାର ଗଠନ ପାଇଁ ଦାବି ଜଣାଇଛନ୍ତି। ଚଳିତ ନିର୍ବଚନରେ ଝାଡ଼ଖଣ୍ଡରେ ପୁଣି ବାଜି ମାରିଛି ଜେଏମ୍‌ଏମ୍‌। ପୁଣିଥରେ ହେମନ୍ତ ସୋରେନଙ୍କ ନେତୃତ୍ବରେ ଝାଡ଼ଖଣ୍ଡରେ ନୂଆ ସରକାର ଗଠନ ପ୍ରକ୍ରିୟା ଆରମ୍ଭ ହୋଇଛି।…

ଜାଣନ୍ତୁ ଆଜିର ରାଶିଫଳ

ମେଷ : ପାରିବାରିକ କ୍ଷେତ୍ରରେ ଅର୍ଥସଂକଟ ଦେଖାଦେବ। ସ୍ଥଗିତ କର୍ମ ସମ୍ପାଦନ କରିବାରେ ସମସ୍ୟାର ସମ୍ମୁଖୀନ ହେବେ। ବ୍ୟବସାୟୀ ମାନଙ୍କୁ ବ୍ୟବସାୟରେ ବହୁତ ଲାଭ ହୋଇପାରେ । ସନ୍ତାନଙ୍କ ଦୁର୍ବଳ ସ୍ବାସ୍ଥ୍ୟ ପରିବର୍ତ୍ତନ ପାଇଁ ଚେଷ୍ଟା କରିପାରନ୍ତି। ବୃଷ : ପ୍ରତିବନ୍ଧକ ଓ ପ୍ରତିରୋଧ କାରଣରୁ…

ଆଇପିଏଲ୍‌ ୨୦୨୫ର ସବୁଠାରୁ ଦାମୀ ଖେଳାଳି ପନ୍ତ

ଆଇପିଏଲ୍‌ ୨୦୨୫ ନିଲାମରେ ଋଷଭ ପନ୍ତଙ୍କ କ୍ରେଜ୍‌। ଜୋରଦାର ନିଲାମ ଡାକରା ପରେ ଲକ୍ଷ୍ନୌ ସୁପର ଜାଏଣ୍ଟସ ତାଙ୍କୁ ୨୭ କୋଟି ଟଙ୍କାରେ କିଣିଛି। ଏଭଳି ସେ ଆଇପିଏଲ୍‌ ଇତିହାସର ସବୁଠାରୁ ମହଙ୍ଗା ଖେଳାଳି ପାଲଟିଛନ୍ତି। କିଛି ସମୟ ପୂର୍ବରୁ ପଞ୍ଜାବ କିଙ୍ଗ୍ସ ଶ୍ରେୟସ ଆୟାରଙ୍କୁ ୨୬.୭୫ ଟଙ୍କାରେ…

ହିମାଂଶୁ ସାହୁଙ୍କୁ ଆକ୍ରମଣ ମାମଲାର କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ

ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ମାମଲାର କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ । ସମ୍ପୂର୍ଣ୍ଣ ଘଟଣାର ତଦନ୍ତ କରିବ କ୍ରାଇମବ୍ରାଞ୍ଚ । ତଦନ୍ତ ପାଇଁ DSPଙ୍କ ନେତୃତ୍ୱରେ ୬ ଜଣିଆ ଟିମ୍ ଗଠିତ କରାଯାଇଛି। କ୍ରାଇମବ୍ରାଞ୍ଚ ୩ଟି ଏତଲା ଉପରେ ତଦନ୍ତ କରିବ। ବିଧାୟକଙ୍କୁ ଆକ୍ରମଣ, ରାସ୍ତାରୋକ ଓ…

ଆଜିଠାରୁ ସଂସଦର ଶୀତ ଅଧିବେଶନ

ଆଜିଠାରୁ ସଂସଦର ଶୀତ ଅଧିବେଶନ ଆରମ୍ଭ ହେବ। ଡିସେମ୍ବର ୨୦ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ଅଧିବେଶନ କାଳରେ ସରକାର ବହୁ ଚର୍ଚ୍ଚିତ ୱାକଫ୍ ସଂଶୋଧନ ବିଧେୟକ ସମେତ ୧୫ଟି ବିଧେୟକକୁ ଗୃହୀତ କରିବା ଲାଗି ତାଲିକାଭୁକ୍ତ କରିଛନ୍ତି। ଗୃହୀତ ପାଇଁ ତାଲିକାଭୁକ୍ତ ବିଧେୟକ ମଧ୍ୟରୁ ୫ଟି ନୂଆ ବିଧେୟକ…

ବଦଳିଲେ ଯାଜପୁର ଏସଡ଼ିପିଓ

ଧର୍ମଶାଳା ବିଧାୟକ ହିମାଂଶୁ ଶେଖର ସାହୁଙ୍କ ଉପରେ ଆକ୍ରମଣ, ବିରଜା ହାଟ ପୁନଃ ଅବସ୍ଥାନକୁ ନେଇ ସୃଷ୍ଟି ହୋଇଥିବା ଅପ୍ରୀତିକର ପରିସ୍ଥିତିକୁ ନିୟନ୍ତ୍ରଣ କରିବାକୁ ପୁଲିସ ଉଦ୍ୟମ ଜାରି ରଖିଥିବା ବେଳେ ହଠାତ୍‌‌ ଯାଜପୁର ଏସ୍‌‌ଡିପିଓ ସତ୍ୟବ୍ରତ ଲେଙ୍କାଙ୍କୁ କଟକ ମୁଖ୍ୟାଳୟକୁ ବଦଳି କରାଯାଇଛି।…

ଆସନ୍ତା ୨୬ ତାରିଖରୁ ଆରମ୍ଭ ହେବ ବିଧାନସଭା ଶୀତକାଳୀନ ଅଧିବେଶନ

ବିଧାନସଭା ଶୀତକାଳୀନ ଅଧିବେଶନ ଆସନ୍ତା ୨୬ ତାରିଖରୁ ଆରମ୍ଭ ହେବ। ଅଧିବେଶନକୁ ଶାନ୍ତିଶୃଙ୍ଖଳାର ସହିତ ପରିଚାଳନା ପାଇଁ ଆଜି ବାଚସ୍ପତି ସୁରମା ପାଢ଼ୀଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ ବସିବ। ବିଧାନସଭା ପରିସରସ୍ଥ ବାଚସ୍ପତିଙ୍କ ପ୍ରକୋଷ୍ଠରେ ଆଜି ପୂର୍ବାହ୍ଣ ସାଢେ଼ ୧୦ରେ ଏହି ବୈଠକ ହେବ।…

26 ରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ହେମନ୍ତ ସୋରେନ

ନଭେମ୍ବର ୨୬ରେ ହେମନ୍ତ ସୋରେନ ପୁଣି ଥରେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ବୋଲି ସୂଚନା ରହିଛି ।  ଶପଥ ଗ୍ରହଣ ଉତ୍ସବରେ ମମତା ବାନାର୍ଜୀ, ରାହୁଲ ଗାନ୍ଧୀ, ଅଖିଳେଶ ଯାଦବ, ଅରବିନ୍ଦ କେଜ୍ରିୱାଲ, ତେଜସ୍ୱୀ ଯାଦବ, ଦୀପଙ୍କର ଭଟ୍ଟାଚାର୍ୟ୍ୟ ଯୋଗ ଦେଇପାରନ୍ତି ।  ମିଳିଥିବା ସୂଚନା…