ଷ୍ଟକ୍ ଏକ୍ସଚେଞ୍ଜ୍ର ସେନ୍ସେକ୍ସରେ ୨୦୦୦ ପଏଣ୍ଟ ବୃଦ୍ଧି
ଚଳିତ ସପ୍ତାହର ଶେଷ କାରବାର ଦିନରେ ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜ୍ର ସେନ୍ସେକ୍ସରେ ୨୦୦୦ ପଏଣ୍ଟ ପାଖାପାଖି ବୃଦ୍ଧି ହୋଇଛି। ଦୀର୍ଘ ପାଞ୍ଚ ମାସ ପରେ ସେନ୍ସେକ୍ସରେ ଏଭଳି ଉତ୍ସାହ ଦେଖିବାକୁ ମିଳିଛି। ଶିଳ୍ପପତି ଗୌତମ ଆଦାନୀଙ୍କ ବିରୋଧରେ ଆମେରିକା ଲାଞ୍ଚ କାରବାର ଭଳି ଗମ୍ଭୀର ଅଭିଯୋଗ…