ରାଜଧାନୀ ଦିଲ୍ଲୀରେ ଓଡ଼ିଆ ସଂସ୍କୃତିର ଝଲକ୍

ଆଜିଠୁ ଜବାହାରଲାଲ ନେହରୁ ଷ୍ଟାଡିୟମ୍ ପରିସରରେ 3 ଦିନିଆ ଓଡ଼ିଶା ପର୍ବ ୨୦୨୪ ଆରମ୍ଭ । ଓଡ଼ିଆ ସମାଜ ପକ୍ଷରୁ ଭବ୍ୟ ଆୟୋଜନ ।ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ଯୋଗଦାନ ଚଳିତ ଓଡ଼ିଶା ପର୍ବକୁ କରିବ ଗରିମାମୟ। ସାହିତ୍ୟିକ ଓ କଳାକାରଙ୍କ ପ୍ରତିଭାର ପ୍ରଦର୍ଶନ ସହ ଜମିବ ଓଡ଼ିଆ ଖାଦ୍ୟର…

ଆନ୍ଦୋଳନରୁ ଓହରିଲା ୟୁନାଇଟେଡ ଟ୍ରକ୍ ଓନର ଆସୋସିଏସନ୍

ଆନ୍ଦୋଳନରୁ ଓହରିଲା ୟୁନାଇଟେଡ ଟ୍ରକ୍ ଓନର ଆସୋସିଏସନ୍ କୋଡିନେସନ୍ କମିଟି। ଗୁରୁବାର ତୃତୀୟ ଥର  ପାଇଁ  ପରିବହନ ମନ୍ତ୍ରୀ ଓ ସଚିବଙ୍କ ସହ ଆଲୋଚୋନ ପରେ ଆନ୍ଦୋଳନକୁ ପ୍ରତ୍ୟାହାର କରିଛି ସଂଘ । ଆଜିଠାରୁ ସ୍ଵାଭାବିକ ହେବ ଟ୍ରକ୍ ଚଳାଚଳ। ଗତ  ନଭେମ୍ବର 10 ତାରିଖରୁ  11 ଦଫା ଦାବି ନେଇ 13…

ଜାତୀୟ ସ୍ତରରେ ପାଳିତ ହେଉଛି ଉତ୍କଳକେଶରୀଙ୍କ ଜୟନ୍ତୀ

ଜାତୀୟ ସ୍ତରରେ ପାଳିତ ହେଉଛି ଉତ୍କଳକେଶରୀଙ୍କ ଜୟନ୍ତୀ । ବର୍ଷ ବ୍ୟାପୀ ଚାଲିବ କାର୍ଯ୍ୟକ୍ରମ । ଭାରତ ସରକାରଙ୍କ ପକ୍ଷରୁ ନୂଆଦିଲ୍ଲୀର ବିଜ୍ଞାନ ଭବନରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।…

ଆଜି ଭାଙ୍ଗିବନି ବିବାଦୀୟ ବୈକୁଣ୍ଠଧାମ ଆଶ୍ରମ

ଆଜି ଭାଙ୍ଗିବନି ବିବାଦୀୟ ବୈକୁଣ୍ଠଧାମ ଆଶ୍ରମ । ଅନ୍ତରୀଣ ରହିତାଦେଶ ଜାରି କରିଛନ୍ତି ହାଇକୋର୍ଟ । ଡିସେମ୍ବର ୧୨ ତାରିଖ ପର୍ଯ୍ୟନ୍ତ ବୈକୁଣ୍ଠଧାମ ଆଶ୍ରମକୁ ନଭାଙ୍ଗିବାକୁ ହାଇକୋର୍ଟ ରହିତାଦେଶ ଦେଇଛନ୍ତି। ପରବର୍ତ୍ତୀ ଆଦେଶ ନଆସିବା ପର୍ଯ୍ୟନ୍ତ ଏହି ରହିତାଦେଶ ବଳବତ୍ତର ରହିବ।…

ଇସ୍ରାଏଲ୍‌-ହମାସ୍‌ ଯୁଦ୍ଧରେ ୪୪,୦୫୬ ଜଣଙ୍କ ମୃତ୍ୟୁ ଘଟିବା ସହ ୧,୦୪,୨୬୮ ଆହତ

ଇସ୍ରାଏଲ୍‌ ଏବଂ ହମାସ୍‌ ମଧ୍ୟରେ ୧୩ ମାସ ହେଲା ଯୁଦ୍ଧ ଲାଗିରହିଥିବାବେଳେ ଗାଜାଷ୍ଟ୍ରିପ୍‌ରେ ମୃତ୍ୟୁସଂଖ୍ୟା ୪୪,୦୦୦ ଟପିଲାଣି। ଗାଜା ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି। ମୃତକଙ୍କ ମଧ୍ୟରେ କେତେଜଣ ହମାସ୍‌ ଆତଙ୍କବାଦୀ ଏବଂ କେତେ ସାଧାରଣ ନାଗରିକ ଅଛନ୍ତି, ତାହା…

ଗୁଣ୍ଡାଗର୍ଦ୍ଦିକୁ ବିଜେପି ସରକାର ପ୍ରଶୟ ଦେବ ନାହିଁ : ହିମାଂଶୁ

ବିଜେଡିର ଗୁଣ୍ଡାଗର୍ଦ୍ଦି ପାଇଁ ଯାଜପୁରବାସୀ ଭୟଭୀତ ବୋଲି ଧର୍ମଶାଳା ବିଧାୟକ ହିମାଂଶୁ ଶେଖର ସାହୁ(ଲିକୁ) କହିବା ସହ ତାଙ୍କ ଉପରେ ହୋଇଥିବା ମରଣାନ୍ତକ ଆକ୍ରମଣ ଘଟଣାକୁ ସେ ନିନ୍ଦା କରିଛନ୍ତି। ହିମାଂଶୁ ଏକ ଖବରଦାତା ସମ୍ମିଳନୀରେ ଆହୁରି କହିଛନ୍ତି, ଭାଜପା ସରକାର ଏଭଳି ଗୁଣ୍ଡାଗର୍ଦ୍ଦିକୁ…

କାଳିଆ ଦିଅଁ ହେବେ ପୋଢ଼ୁଆଁ  , ନିଆଳିର ଶ୍ରୀମାଧବାନନ୍ଦଜୀଉ ମନ୍ଦିରରୁ ଆସିବ ଅଷ୍ଟମୀ ଭାର

କାଳିଆ ଦିଅଁ ହେବେ ପୋଢ଼ୁଆଁ  । ନିଆଳିର ଶ୍ରୀମାଧବାନନ୍ଦଜୀଉ ମନ୍ଦିରରୁ ଭଣଜା ପାଇଁ ଯିବ ଓ ନବବସ୍ତ୍ର ସହ ଅଷ୍ଟମୀ ଭାର । ମାର୍ଗଶୀର ମାସ କୃଷ୍ଣ ପକ୍ଷ ଅଷ୍ଟମୀ ତିଥିରେ ବଡଦିଅଁ ହେବେ ପୋଢୁଆଁ । ମହାପ୍ରଭୁ ପିନ୍ଧିବେ ନୂଆ ବସ୍ତ୍ର, ଲାଗି ହେବ ସ୍ୱତନ୍ତ୍ର ଭୋଗ । କଟକ ଜିଲ୍ଲା ନିଆଳି ବ୍ଲକ…

ମୁମ୍ବାଇ ଇଣ୍ଡିଆନ୍ସର ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ବ୍ୟାନ୍ କଲା ବିସିସିଆଇ

ଆଇପିଏଲ୍ ଗଭର୍ଣ୍ଣିଂ କାଉନସିଲ୍ ଆନୁଷ୍ଠାନିକ ଭାବେ ଇଣ୍ଡିଆନ୍ ପ୍ରିମିୟର ଲିଗ୍-୨୦୨୫ର ୧୮ତମ ସଂସ୍କରଣ ପୂର୍ବରୁ ହେବାକୁ ଥିବା ମେଗା ନିଲାମ ପାଇଁ ତାରିଖ ଘୋଷଣା କରିସାରିଛି । ଏଥର ନଭେମ୍ବର ୨୪ ଓ ୨୫ତାରିଖରେ ସାଉଦି ଆରବର ଜେଦ୍ଦା ସହରରେ ଖେଳାଳିଙ୍କ ନିଲାମ ଅନୁଷ୍ଠିତ ହେବ। ଅକ୍ଟୋବର ୩୧ରେ…

ରାଜ୍ୟରେ ପ୍ରତିଷ୍ଠା ହେବ ମତ୍ସ୍ୟ ଓ ପଶୁ ସମ୍ପଦ ବିଶ୍ୱବିଦ୍ୟାଳୟ

ରାଜ୍ୟରେ ଖୁବ୍‌ଶୀଘ୍ର ମତ୍ସ୍ୟ ଓ ପଶୁ ସମ୍ପଦ ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା ହେବ। ଏ ନେଇ ପ୍ରକ୍ରିୟା ଆରମ୍ଭ ହୋଇଛି ବୋଲି ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ କହିଛନ୍ତି। ‌ଆଜି ଇନଷ୍ଟିଚ୍ୟୁଟ୍ ଅଫ୍‌ ଇଞ୍ଜିନିୟର୍ସଠାରେ ବିଶ୍ବ ମତ୍ସ୍ୟ ଦିବସ ପାଳନ ଅବସରରେ…

ଜାଣନ୍ତୁ କେଉଁ ରାଶିକୁ ଆଜି ବେଶି ସଫଳତା ମିଳିବ ?

ମେଷ : ଗତକାଲି ପରି ଆଜିର ପରିସ୍ଥିତିରେ କୌଣସି ପରିବର୍ତ୍ତନ ସୂଚନା ନାହିଁ। ଉପସ୍ଥିତବୁଦ୍ଧି ଅନ୍ୟମାନଙ୍କୁ ଆପଣାର କରିବାରେ ସହାୟକ ହେବ। ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରଖିବା ସକାଶେ ପାରସ୍ପରିକ ସହମତି ନେବା ଭଲ। କୌଣସି ଉଦ୍ଦେଶ୍ୟରେ ରଖିଥିବା ଟଙ୍କା ଭିନ୍ନ ବାଟରେ…