ଡିସେମ୍ବର ୩ରେ ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ

ଡିସେମ୍ବର ୬ ତାରିଖରେ ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ନୂଆଦିଲ୍ଲୀରୁ ଏକ ସ୍ବତନ୍ତ୍ର ବିମାନ ଯୋଗେ ଆସି ୩ ତାରିଖରେ ସେ ଭୁବନେଶ୍ବର ବିଜୁ ପଟ୍ଟନାୟକ ବିମାନ ବନ୍ଦର ଅବତରଣ କରିବେ ବୋଲି ତାଙ୍କ ଗସ୍ତ ସୂଚୀରୁ ଜଣାପଡ଼ିଛି। କାର୍ଯ୍ୟକ୍ରମ ସୂଚନା…

ରାଶିଫଳ : ଛାତ୍ରଙ୍କ ଲାଗି ଦିନଟି ଭଲ

ମେଷ: ଆପଣଙ୍କ ସମ୍ମୁଖକୁ କୌଣସି ଆହ୍ବାନ ଆସିବ। କ୍ୟାରିୟର ସମ୍ବନ୍ଧୀୟ ଚୟନ ପାଇଁ ଭଲ ଦିନଟିଏ। ସ୍ବାସ୍ଥ୍ୟ ପ୍ରତି ସତର୍କ ରହନ୍ତୁ। ନବବିବାହିତ ଦମ୍ପତ୍ତି ବାହାରକୁ ବୁଲି ଯିବେ। ଫାଇନିଆର୍ଟସ ଛାତ୍ରଙ୍କ ଲାଗି ଦିନଟି ଭଲ। ବୃଷ: ଚାକିରିଆଙ୍କୁ ପଦୋନ୍ନତିର ଅବସର ମିଳିବ। ଜୀବନରେ ଲାଗି…

ବିଜେପିରେ ସାମିଲ ହେଲେ ଦିଲ୍ଲୀର ପୂର୍ବତନ ମନ୍ତ୍ରୀ କୈଳାସ ଗେହଲଟ୍

ବିଜେପିରେ ସାମିଲ ହେଲେ ଦିଲ୍ଲୀର ପୂର୍ବତନ ମନ୍ତ୍ରୀ କୈଳାସ ଗେହଲଟ୍ । କେନ୍ଦ୍ରମନ୍ତ୍ରୀ ମନୋହର ଲାଲ ଖଟ୍ଟରଙ୍କ ଉପସ୍ଥିତିରେ ସେ ବିଜେପିରେ ମିଶିଛନ୍ତି । କୈଳାସ ଗେହଲୋଟ୍ ଦିଲ୍ଲୀରୁ ଦୁଇ ଥର ବିଧାୟକ ହେବା ସହ ଆପର ବଡ ଚେହେରା ଥିଲେ। ଗୁରୁତ୍ବପୂର୍ଣ୍ଣ ବିଭାଗ ମଧ୍ୟ ସମ୍ଭାଳିଛନ୍ତି। …

ଭିଜିଲାନ୍ସ ଜାଲରେ ଡିଜିଏମ୍ ସୁବାସ ଚନ୍ଦ୍ର ପଣ୍ଡା

ଭିଜିଲାନ୍ସ ଜାଲରେ ଓଡ଼ିଶା ପୁଲିସ୍ ହାଉସିଂ ୱେଲଫେୟାର କର୍ପୋରେସନ୍ ବ୍ରହ୍ମପୁର ଡିଭିଜନ୍ ଡିଜିଏମ୍ ସୁବାସ ଚନ୍ଦ୍ର ପଣ୍ଡା। ଆଜି ସକାଳେ ତାଙ୍କ ଘରେ ଭିଜିଲାନ୍ସ ଟିମ୍ ଚଢ଼ାଉ ଆରମ୍ଭ କରିଥିଲା। ତାଙ୍କ ଘର ସମେତ ଚାରିଟି ସ୍ଥାନରେ ଚାଲିଛି ଚଢ଼ାଉ। ଭୁବନେଶ୍ବରରେ ସୁବାସ ଚନ୍ଦ୍ର ପଣ୍ଡାଙ୍କର ୪ଟି…

ଟ୍ରାଫିକ କନ୍‌ଷ୍ଟେବଲ-୨୦୨୪ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ଅଭିଯୋଗ

ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ଏମ୍‌ପିକେ ବାଳିକା ଉଚ୍ଚ ବିଦ୍ୟାଳୟ ପରୀକ୍ଷା କେନ୍ଦ୍ରରେ ରବିବାର ଟ୍ରାଫିକ କନ୍‌ଷ୍ଟେବଲ-୨୦୨୪ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ନେଇ ଅଭିଯୋଗ ହୋଇଛି। ପ୍ରଶ୍ନପତ୍ର ଦେବା ପୂର୍ବରୁ ସିଲ୍‌ କଟା ଯାଇଥିବା ହୃଷୀକେଶ ଦାସ ନାମକ ପରୀକ୍ଷାର୍ଥୀ ଅଭିଯୋଗ…

ଆଗାମୀ ତିନି ଦିନ ଏହି ସମସ୍ତ ଜିଲ୍ଲାରେ ଘନ କୁହୁଡ଼ି ସମ୍ଭାବନା

ଗତ ୨୪ ଘଣ୍ଟା ମଧ୍ୟରେ ଦେଶର ଅଧିକାଂଶ ସ୍ଥାନରେ ଦେଖାଯାଇଥିବା ସର୍ବନିମ୍ନ କିମ୍ବା ରାତିର ତାପମାତ୍ରାରେ କୌଣସି ବିଶେଷ ପରିବର୍ତ୍ତନ ପରିଲକ୍ଷିତ ହୋଇନାହିଁ ବୋଲି ସୋମବାର ଭାରତ ପାଣିପାଗ ବିଭାଗ (ଆଇଏମଡି) ସୂଚନା ଦେଇଛି। ଆଞ୍ଚଳିକ ପାଣିପାଗ କେନ୍ଦ୍ର ଭୁବନେଶ୍ୱର ପକ୍ଷରୁ ମିଳିଥିବା ସୂଚନା…

ବିଜେପିର ବରିଷ୍ଠ ନେତା ସମୀର ଦେ ଙ୍କ ପରଲୋକ

ବରିଷ୍ଠ ଭାଜପା ନେତା ସମୀର ଦେ’ଙ୍କ ପରଲୋକ ଘଟିଛି । ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ସହ ବିଶିଷ୍ଟ ବ୍ୟକ୍ତିମାନେ ଗଭୀର ଶୋକ ପ୍ରକାଶ କରିଛନ୍ତି । କଟକର ଏକ ଘରୋଇ ହସ୍ପିଟାଲରେ ସମୀର ଦେଙ୍କର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୭ ବର୍ଷ…

ସୁନା ବିିକି ବିଟକଏନ କିଣିବ ଆମେରିକା

ଆମେରିକାର ନିର୍ବାଚିତ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ବିଶ୍ବର ଚର୍ଚ୍ଚିତ କ୍ରିପ୍ଟୋକରେନ୍ସି ବିଟ୍‌କଏନ୍‌କୁ ସମର୍ଥନ କରୁଥିବାରୁ ଆଗାମୀ ଦିନରେ ଏହାର ଲୋକପ୍ରିୟତା ବଢ଼ିବା ଆଶା କରାଯାଉଛି। ତେବେ କେବଳ ଟ୍ରମ୍ପ୍‌ ନୁହେଁ, ତାଙ୍କର ଜଣେ ଘନିଷ୍ଠ ସିନେଟର ସିନ୍ଥିଆ ଲୁମିସ୍‌ ବିଟ୍‌କଏନ୍‌କୁ…

ମହାରାଷ୍ଟ୍ର ଓ ଝାଡ଼ଖଣ୍ଡରେ ଆଜି ଶେଷ ନିର୍ବାଚନ ପ୍ରଚାର

ମହାରାଷ୍ଟ୍ର ଓ ଝାଡଖଣ୍ଡ ନିର୍ବାଚନ ପାଇଁ ପ୍ରଚାରର ଶେଷ ଦିନ । ଝାଡଖଣ୍ଡରେ ଦ୍ବିତୀୟ ପର୍ଯ୍ୟାୟ ମତଦାନ ପାଇଁ ଆଜି ସନ୍ଧ୍ୟା ୫ଟା ପ୍ରଚାର ଶେଷ ହେବ । ଏହି ପର୍ଯ୍ୟାୟରେ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ, ପୂର୍ବତନ ମୁଖ୍ୟମନ୍ତ୍ରୀ ବାବୁଲାଲ ମାରାଣ୍ଡି, ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସୁଦେଶ ମହତୋ…

ମୋଦୀଙ୍କୁ ମିଳିଲା ନାଇଜେରିଆର ଦ୍ବିତୀୟ ସର୍ବୋଚ୍ଚ ସମ୍ମାନ

ମୋଦୀଙ୍କୁ ମିଳିଲା ନାଇଜେରିଆର ଦ୍ବିତୀୟ ସର୍ବୋଚ୍ଚ ସମ୍ମାନ ।  ଆଫ୍ରିକୀୟ ଦେଶ ନାଇଜେରିଆ ପକ୍ଷରୁ ନିଜର ଦ୍ୱିତୀୟ ସର୍ବୋଚ୍ଚ ଜାତୀୟ ପୁରସ୍କାର ଗ୍ରାଣ୍ଡ କମାଣ୍ଡର ଅଫ୍ ଦି ଅର୍ଡର ଅଫ୍ ଦି ନାଇଜରରେ ସମ୍ମାନିତ କରିଛି ।   ଏହି ସମ୍ମାନ ପାଇବାରେ ପ୍ରଧାନମନ୍ତ୍ରୀ ମୋଦୀ ହେଉଛନ୍ତି ଦ୍ୱିତୀୟ…