ମନୋଜ ମିଶ୍ରଙ୍କ ନାମରେ ଥାନାରେ ଏତଲା

ମନୋଜଙ୍କ ନାଁରେ କଟକ ସାଇବର ଥାନାରେ ଏତଲା । ଏତଲା ଦେଲା ଓଡ଼ିଆ ସିନେମା ଓ ଟିଭି ନିର୍ଦେଶକ ସଙ୍ଘ । ମନୋଜ ନିର୍ଦେଶକମାନଙ୍କ ଚରିତ୍ର ହନନ କରୁଥିବା ଅଭିଯୋଗ ହୋଇଛି । ସାମାଜିକ ଗଣମାଧ୍ୟମରେ ସମ୍ମାନ ହାନୀ କରୁଥିବା ନେଇ ଏତଲାରେ ଉଲ୍ଲେଖ ରହିଛି ।  ରାଜ୍ୟରେ ବିଭିନ୍ନ ସମୟରେ ମୁକ୍ତିଲାଭ…

ଇସ୍ରାଏଲ ଉପରେ ହିଜବୁଲ୍ଲାର ୧୬୫ରୁ ଅଧିକ ରକେଟ୍ ମାଡ଼

ହିଜବୁଲ୍ଲା ଇସ୍ରାଏଲ ଉପରେ ବଡ ଆକ୍ରମଣ କରିଛି । ୧୬୫ରୁ ଅଧିକ ରକେଟ୍ ନିକ୍ଷେପ କରିଥିଲା ହିଜବୁଲ୍ଲା, ଯେଉଁଥିରେ ଜଣେ ଶିଶୁ ଙ୍କ ସମେତ ୭ ଜଣ ଆହତ ହୋଇଥିଲେ, ଗୋଟେପଟେ ଇସ୍ରାଏଲ ର ଆଟାକ ତ ଆରପଟେ ହିଜବୁଲ୍ଲାର କାଉଣ୍ଟର ଆଟାକ । ଇସ୍ରାଏଲ ଡିଫେନ୍ସ ଫୋର୍ସ (ଆଇଡିଏଫ) ରିପୋର୍ଟ କରିଛି ଯେ…

ପଞ୍ଚୁକ ପାଇଁ ଚଳଚଞ୍ଚଳ ବାବା ଧବଳେଶ୍ଵର ପୀଠ

ପଞ୍ଚୁକ ପାଇଁ ଚଳଚଞ୍ଚଳ ଧବଳେଶ୍ଵର ପୀଠ । ଚନ୍ଦ୍ରଚୂଡ ବେଶରେ ଦର୍ଶନ ଦେଉଛନ୍ତି ବାବା ଧବଳେଶ୍ଵର । ରାତି ୩ଟାରେ ଦ୍ଵାର ଫିଟା ହୋଇ ୧୦୮ ଗରା ଜଳରେ ବାବାଙ୍କ ମହାସ୍ନାନ କରାଯାଇଥିଲା । ପରେ ମଇଲମ, ମଙ୍ଗଳ ଆଳତୀ ପରେ ବାବାଙ୍କୁ ଦର୍ଶନ କରୁଛନ୍ତି ଶ୍ରଦ୍ଧାଳୁ । ୬୦ ଟି ସିସିଟିଭି…

ଦୁଇଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝି

ଆଜିଠାରୁ ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ପ୍ରବାସୀ ଭାରତୀୟ ସମ୍ମିଳନୀର ୱେବସାଇଟ ଶୁଭାରମ୍ଭ କାର୍ଯ୍ୟକ୍ରମରେ ଯୋଗ ଦେବେ । ଜାନୁୟାରୀ ମାସରେ ଭୁବନେଶ୍ୱରରେ ହେବ ପ୍ରବାସୀ ଭାରତୀୟ ସମ୍ମିଳନୀ । ଏନେଇ କେନ୍ଦ୍ର ସରକାରଙ୍କ ବୈଦେଶିକ ବ୍ୟାପାର…

ରାମ ମନ୍ଦିରକୁ ଉଡ଼ାଇ ଦେବାକୁ ଖଲିସ୍ତାନୀ ଆତଙ୍କବାଦୀଙ୍କ ଧମକ

ଭିଡିଓ ଜାରି କରି ରାମ ମନ୍ଦିରକୁ ଉଡ଼ାଇ ଦେବାକୁ ଖଲିସ୍ତାନୀ ଆତଙ୍କବାଦୀଙ୍କ ଧମକ । କାନାଡ଼ାରୁ ଖଲିସ୍ତାନୀ ଆତଙ୍କବାଦୀ ଗୁରୁପତୱନ୍ତ ସିଂ ପନ୍ନୁ ଏପରି ଧମକ୍ ଦେଇଛି । ଭିଡିଓରେ ପନ୍ନୁ କାନାଡାର ହିନ୍ଦୁ ସାଂସଦ ଚନ୍ଦ୍ର ଆର୍ଯ୍ୟଙ୍କୁ ମଧ୍ୟ ଧମକ ଦେଇଛି । ଶିଖ୍ ଫର ଜଷ୍ଟିସ୍ ନାମକ ଆତଙ୍କବାଦୀ…

15 ରୁ ବଢିବ ଶୀତ

ଚଳିତ ବର୍ଷ ଶୀତ ପଡ଼ିବା ବିଳମ୍ବ ହେଉଇଁଥିଲେ ମଧ୍ୟ ଆଉ ଦିନେ କିମ୍ବା ଦୁଇଦିନ ଶୀତ ବଢିବାକୁ ଯାଉଛି। ଆଞ୍ଚଳିକ ପାଣିପ   ।  ଆଜି କେନ୍ଦ୍ର ଭୁବନେଶ୍ୱର ପକ୍ଷରୁ ମିଳିଥିବା ସୂଚନ ଅନୁଯାୟୀ ଆସନ୍ତା ୧୫ ତାରିଖରୁ ରାଜ୍ୟରେ ଶୀତ ବଢ଼ିବ। ରାତି ତାପମାତ୍ରା ୨ରୁ ୪ ଡିଗ୍ରୀ ଯାଏ କମିଯିବ। ଏହା…

ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଆଜିଠାରୁ ଆରମ୍ଭ

ଶିଶୁ ଦିବସ ଉପଲକ୍ଷେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ମଙ୍ଗଳବାରଠାରୁ ଭୁବନେଶ୍ୱର କ୍ୟାପିଟାଲ ହାଇସ୍କୁଲ୍‌ ପରିସରରେ ଆରମ୍ଭ ହେବ। ୧୪ ତାରିଖ ଯାଏ ଚାଲିବାକୁ ଥିବା ଏହି ମହୋତ୍ସବରେ ବ୍ଲକ ଓ ଜିଲାସ୍ତରୀୟ ପ୍ରତିଯୋଗିତାରେ କୃତୀ ୨ହଜାର…

ଜାଣନ୍ତୁ କେଉଁ ରାଶିକୁ ବାଣିଜ୍ୟ କ୍ଷେତ୍ରରେ ସୁଫଳ ମିଳିବ ?

ମେଷ : ପ୍ରତ୍ୟେକ କ୍ଷେତ୍ରରେ ପ୍ରତିବନ୍ଧକ ଲାଗି ରହିବ, କିନ୍ତୁ ଆପଣ ଖର୍ଚ୍ଚାନ୍ତ ହୋଇ କାମ ହାସଲ କରିବେ। ଗୃହ ସମସ୍ୟା, ଭୂମି, ଗାଡ଼ିମୋଟର ସମ୍ପର୍କିତ ପ୍ରତିବନ୍ଧକ ଲାଗି ରହିବ। ଧାର କରଜ, ଟଙ୍କା ପଇସା ପ୍ରଭୃତିକୁ କେନ୍ଦ୍ରକରି କଳହ ଆଶଙ୍କାକୁ ଏଡ଼ାଇ ଦିଆଯାଇ ନ ପାରେ। ସାହିତ୍ୟ, କ୍ରୀଡ଼ା…

ପବିତ୍ର ପଞ୍ଚକ ବ୍ରତ ଆଜିଠୁ ଆରମ୍ଭ, ପ୍ରଥମ ଦିନରେ ଶ୍ରୀକ୍ଷେତ୍ରରେ ଲକ୍ଷ୍ମୀ ନାରାୟଣଙ୍କ ଉପାସନା

ଆଜି ପବିତ୍ର କାର୍ତିକ ମାସ ଶୁକ୍ଳପକ୍ଷ ଏକାଦଶୀ ତିଥି । ପବିତ୍ର ପଞ୍ଚକ ବ୍ରତ ଆଜିଠୁ ଆରମ୍ଭ । ଏହି ପଞ୍ଚକ ବ୍ରତକୁ ଭୀଷ୍ମ ପଞ୍ଚକ ବା ବଗ ପଞ୍ଚକ ବୋଲି କୁହାଯାଏ । ପଞ୍ଚକ ବ୍ରତର ପ୍ରଥମ ଦିନରେ ଶ୍ରୀକ୍ଷେତ୍ରରେ ଲକ୍ଷ୍ମୀ ନାରାୟଣଙ୍କ ଉପାସନା ହେଉଥିବା ବେଳେ ଲକ୍ଷ୍ମୀ ନାରାୟଣ ବେଶରେ ଭକ୍ତଙ୍କୁ…

୧୨ ଦିନ ପରେ ଝାଡ଼ଖଣ୍ଡରେ ଆସିବ ବିଜେପି ସରକାର

ଝାଡ଼ଖଣ୍ଡ ନିର୍ବାଚନ ପ୍ରଚାର ସରିଛି । ପ୍ରଚାରରେ ଓଡ଼ିଶା ବିଜେପି ନେତାମାନେ ପ୍ରଚାର କରିଛନ୍ତି । ଆଜି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଷଢ଼େଇକଳାରେ ରଣହୁଙ୍କାର ଦେଇ ବିଜେପି ସରକାର ଏଥର ଆସିବ ବୋଲି କହିଛନ୍ତି । ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି  ଜେଏମ୍‌ଏମ୍‌ର ହେମନ୍ତ…