ବଦଳି-ନିଯୁକ୍ତି ପାଇଁ ଚାପ ପକାଅ ନାହିଁ

ନେତା-ମନ୍ତ୍ରୀଙ୍କ ଲିଖିତ ସୁପାରିଶ ଆଣି ନିଜର ବଦଳି ଓ ପଦୋନ୍ନତି ପାଇଁ ଚାପ ପକାଇବା ଏଣିକି ସରକାରୀ କର୍ମଚାରୀଙ୍କୁ ମହଙ୍ଗା ପଡ଼ିବ। ମୁଖ୍ୟ ସଚିବ ଆଜି ସମସ୍ତ ବିଭାଗୀୟ ସଚିବ ଓ ଜିଲ୍ଲାପାଳମାନଙ୍କୁ ଚିଠି ଲେଖି ସରକାରୀ କର୍ମଚାରୀମାନଙ୍କ ଦ୍ୱାରା ବଦଳି ଓ ନିଯୁକ୍ତି ପାଇଁ ପକାଯାଉଥିବା ଅଯଥା…

ଋତୁସ୍ରାବ ଛୁଟି ନେଇ ରାଜ୍ୟ ସରକାରଙ୍କ ତରଫରୁ ନୂଆ ବିଜ୍ଞପ୍ତି

ମହିଳାଙ୍କୁ ଋତୁସ୍ରାବ ଛୁଟି ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଗତ ଅଗଷ୍ଟ ମାସରେ ଗୁରୁତ୍ବପୂର୍ଣ୍ଣ ଘୋଷଣା କରିଥିଲେ।  ଋତୁସ୍ରାବ ପାଇଁ ବାର୍ଷିକ ୧୨ ଦିନର ଅତିରିକ୍ତ ଛୁଟି ନେଇ ଅର୍ଥ ବିଭାଗ ପକ୍ଷରୁ ବିଜ୍ଞପ୍ତିରେ ସୂଚନା ଦିଆଯାଇଛି। ଉଭୟ ଘରୋଇ ଏବଂ ସରକାରୀ ମହିଳା କର୍ମଚାରୀଙ୍କ ପାଇଁ…

ମିଥୁନଙ୍କୁ ଧମକ ଦେଲା କିଏ ?

ଅଭିନେତାରୁ ରାଜନେତା ବନିଥିବା ମିଥୁନ ଚକ୍ରବର୍ତ୍ତୀଙ୍କୁ ଧମକ ମିଳିଛି  । ପାକିସ୍ତାନ ଗ୍ୟାଙ୍ଗଷ୍ଟର ସାହାଜାଦ ଭାଟି ଧମକ ଦେଇଛି ।  ଭିଡିଓ ଜାରି କରି ମିଥୁନଙ୍କୁ ଧମକ ଦେଇଥିବା ସୂଚନା ରହିଛି । ସଲମାନ ଖାନ ଓ ଶାହାରୁଖ ଖାନଙ୍କ ପରେ ଏବେ ଅଭିନେତା ମିଥୁନ ଚକ୍ରବର୍ତ୍ତୀଙ୍କୁ ମଧ୍ୟ ଧମକ…

ରାଜଧାନୀ ଦିଲ୍ଲୀରେ ବାୟୁ ସହ ଜଳ ବି ହେଉଛି ପ୍ରଦୂଷିତ

ରାଜଧାନୀରେ ଅତ୍ୟନ୍ତ ଖରାପ ସ୍ଥିତିରେ ପ୍ରଦୂଷଣ । କିଛି ଦିନ ହେବ ଦିଲ୍ଲୀ କାଳନ୍ଦୀକୁଞ୍ଜ ନିକଟରେ ଯୁମନା ନଦୀରେ ଭାସୁଛି ବିଷାକ୍ତ ଫେଣ । ସ୍ଥିତି ଏମିତି ଯେ ପଶୁ ପକ୍ଷୀ ବି ତାକୁ ବ୍ୟବହାର କରିପାରିବେ ନାହିଁ । ସେହିପରି ବାୟୁର ପ୍ରଦୂଷଣ ବି ସାଙ୍ଘିତିକ ସ୍ଥିତିରେ । ସକାଳୁ ସକାଳୁ…

ଭାରତ ଗସ୍ତରେ ଋଷର ପ୍ରଥମ ଉପ ପ୍ରଧାନମନ୍ତ୍ରୀ ଡେନିସ୍ ମଣ୍ଟୁରୋଭ

ଦୁଇ ଦିନିଆ ଭାରତ ଗସ୍ତରେ ଋଷର ପ୍ରଥମ ଉପ ପ୍ରଧାନମନ୍ତ୍ରୀ ଡେନିସ୍ ମଣ୍ଟୁରୋଭ । ଭାରତ ଏବଂ ଋଷର ଦ୍ବିପାକ୍ଷିକ ସମ୍ପର୍କକୁ ଆହୁରି ମଜବୁତ୍ କରିବାକୁ ବିଭିନ୍ନ ବୈଠକରେ ଯୋଗ ଦେବେ । ଆଜି ମୁମ୍ବାଇରେ ଋଷିଆ - ଭାରତ ବ୍ୟବସାୟିକ ବୈଠକରେ ଯୋଗଦେବେ । ଏହାପରେ ଆସନ୍ତାକାଲି ଋଷର…

ମହିଳା କମିଶନ ଅଧ୍ୟକ୍ଷା ପଦରୁ ମିନତି ବେହେରାଙ୍କୁ ବହିସ୍କାର

ମହିଳା କମିଶନ ଅଧ୍ୟକ୍ଷା ପଦରୁ ହଟିଲେ ମୀନତି ବେହେରା। ଜନତାଙ୍କ ସ୍ବାର୍ଥ ପାଇଁ ପଦରୁ ହଟାଯାଇଥିବା ମହିଳା ଶିଶୁ ବିକାଶ ବିଭାଗର ପ୍ରକାଶିତ ବିଜ୍ଞପ୍ତିରେ ଉଲ୍ଲେଖ ରହିଛି । ଏଥିସହ ମହିଳା କମିଶନଙ୍କ ନାମଫଳକକୁ କାଢି ଦିଆଯାଇଛି । ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ୨୯ ଅକ୍ଟୋବରରେ ମହିଳା…

ବଦଳିଲା ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ଅଧୀନ ନର୍ସଙ୍କ ଡ୍ରେସ କୋଡ୍

ନୂଆ ରଙ୍ଗ ଓ ନୂଆ ଡିଜାଇନର ଡ୍ରେସ୍ ପିନ୍ଧିବେ ନର୍ସ। ଆଉ ସେଥିରେ ରହିବ ସମ୍ବଲପୁରୀ ଛିଟ। ଲାଭେଣ୍ଡର୍ ବା ହାଲୁକା ଗୋଲାପୀ ରଙ୍ଗର ଡ୍ରେସ୍ ପିନ୍ଧିବେ ନର୍ସ ମାନେ। ନର୍ସ ମାନେ ଉଭୟ ଗୋଲାପୀ ରଙ୍ଗର ପ୍ୟାଣ୍ଟ୍ ସର୍ଟ ପିନ୍ଧିବେ। ଆସିଷ୍ଟାଣ୍ଟ୍ ନର୍ସିଂ ସୁପରିଟେଣ୍ଡଣ୍ଟ୍ ମାନେ ସାୟନ୍ ବ୍ଲୁ…

ନୂଆ CJI ଭାବେ ଶପଥ ନେଲେ ଜଷ୍ଟିସ୍‌ ସଞ୍ଜୀବ ଖାନ୍ନା

ସୁପ୍ରିମକୋର୍ଟ ପ୍ରଧାନ ବିଚାରପତିଭାବେ ଶପଥ ନେଲେ ଜଷ୍ଟିସ୍‌ ସଞ୍ଜୀବ ଖାନ୍ନା ।  ୫୧ତମ ମୁଖ୍ୟ ବିଚାରପତି ଭାବେ ନେଲେ ଶପଥ । ପଦ ଓ ଗୋପନୀୟତାର ଶପଥ ପାଠ କରାଇଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ନୂଆ CJI ଭାବେ ଶପଥ ନେଲେ ଜଷ୍ଟିସ୍‌ ସଞ୍ଜୀବ ଖାନ୍ନା । ସୁପ୍ରିମକୋର୍ଟର ୫୧ ତମ…

ଲେବାନନ ଓ ଗାଜା ଉପରେ ଇସ୍ରାଏଲର ବୋମା ବର୍ଷା

ଲେବାନନ ଓ ଗାଜା ଉପରେ ଆକ୍ରମଣ ଜାରୀ ରଖିଛି ଇସ୍ରାଏଲ । ଗତ କାଲି ମଧ୍ୟ ରାତିରେ ଦକ୍ଷିଣ ଲେବାନନରେ ରକେଟ ମାଡ କରିଛି ମୋସାଦ, ଆଉ ଇସ୍ରାଏଲର ଏୟାର ଷ୍ଟ୍ରାଇକରେ ୩୧ ଜଣଙ୍କ ମୃତ୍ୟୁ ଘଟିଛି ବୋଲି ଲେବାନନ ସ୍ୱାସ୍ଥ୍ୟ ମନ୍ତ୍ରାଳୟ କହିଛି । ଲେବନାନ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଜାରି…

ଦ୍ବିତୀୟ ଟି-୨୦ ମ୍ୟାଚରେ ପରାସ୍ତ ହେଲା ଭାରତ

ଦକ୍ଷିଣ ଆଫ୍ରିକା ବିପକ୍ଷ ଦ୍ବିତୀୟ ଟି-୨୦ ମ୍ୟାଚରେ ଭାରତ ୩ ୱିକଟରେ ପରାସ୍ତ ହୋଇଛି। ପ୍ରଥମେ ବ୍ୟାଟିଂ କରି ଟିମ ଇଣ୍ଡିଆ ୧୨୪ ରନ ସ୍କୋର କରିଥିଲା। ପ୍ରଥମ ମ୍ୟାଚରେ ଶତକ ହାସଲ କରିଥିବା ସଞ୍ଜୁ ସାମସନ ଏ ମ୍ୟାଚରେ ଖାତା ଖୋଲି ପାରିନଥିଲେ। ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ୩୯ ରନ…