ମହାରାଷ୍ଟ୍ରରେ ବିଜେପିର ସଙ୍କଳ୍ପପତ୍ର ଜାରି କଲେ କେନ୍ଦ୍ର ଗୃହମନ୍ତ୍ରୀ

ମହାରାଷ୍ଟ୍ରରେ ବିଜେପିର ସଙ୍କଳ୍ପପତ୍ର ଜାରି କଲେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ। ଚାଷୀଙ୍କ ପାଇଁ ଋଣରେ ଛାଡ଼ ଘୋଷଣା କରିବ ବିଜେପି । ବଭନ୍ତର ଯୋଜନା ମଧ୍ୟରେ କୃଷକମାନଙ୍କୁ ମିଳିବ କ୍ଷତିପୂରଣ । ବୃଦ୍ଧ ବ୍ୟକ୍ତିଙ୍କ ପାଇଁ ପେନ୍ସନ୍ ସ୍କିମ୍ ମାସକୁ 15 ଶହରୁ 21 ଶହ ଟଙ୍କାକୁ ବୃଦ୍ଧି…

ଓଡ଼ିଶା ଟେନିସ ଇତିହାସରେ ନୂଆ ଅଧ୍ୟାୟ ଯୋଡ଼ଛନ୍ତି ଓଡ଼ିଆ ପୁଅ କବିର ହଂସା

ଓଡ଼ିଶା ଟେନିସ ଇତିହାସରେ ନୂଆ ଅଧ୍ୟାୟ ଯୋଡ଼ଛନ୍ତି ଓଡ଼ିଆ ପୁଅ କବିର ହଂସା  ନିଜ ଖେଳ ଜୀବନର ଶ୍ରେଷ୍ଠ ପ୍ରଦର୍ଶକ ସହ ପ୍ରଥମ ଓଡ଼ିଶା ଖେଳାଳି ଭାବେ ଜିତିଛନ୍ତି ବରିଷ୍ଠ ବର୍ଗର ଆଇଟିଏଫ ଉପବିଜେତା ଟ୍ରଫି । କଳିଙ୍ଗ ଷ୍ଟାଡ଼ିୟମ ଟେନିସ କଂପ୍ଳେକ୍ସରେ ଚାଲିଥିବା ଆଇଟିଏଫ ବିଶ୍ବ ଟେନିସ ଟୁର…

ପୁରୀରେ ନୌସେନା ଦିବସ ପାଳନ ଉତ୍ସବରେ ଯୋଗ ଦେବେ ରାଷ୍ଟ୍ରପତି

ପୁରୀରେ ନୌସେନା ଦିବସ ପାଳନ ଉତ୍ସବରେ ରାଷ୍ଟ୍ରପତି ଦ୍ରୋପଦୀ ମୁର୍ମୁ ଯୋଗ ଦେବେ । ପୁରୀ ବ୍ଲୁ ଫ୍ଲାଗ ବିଚରେ ଆୟୋଜିତ କାର୍ଯ୍ୟକ୍ରମରେ ନୌସେନାର 'ଅପରେସନ ଡେମୋନଷ୍ଟ୍ରେସନ' ପ୍ରଦର୍ଶିତ ହେବ । ଏଥିପାଇଁ ନୌସେନା ପକ୍ଷରୁ ପ୍ରସ୍ତୁତି ଜାରି ରହିଛି । ଏହି 'ଅପରେସନ…

ଆଜି ଝାଡ଼ଖଣ୍ଡରେ ପ୍ରଧାନମନ୍ତ୍ରୀଙ୍କ ମେଗା ରୋଡ ଶୋ

ଆଜି ଝାଡ଼ଖଣ୍ଡରେ ପ୍ରଧାନମନ୍ତ୍ରୀଙ୍କ ଦ୍ବିତୀୟ ପର୍ଯ୍ୟାୟ ପ୍ରଚାର। ରାଞ୍ଚିରେ କରିବେ ୫ କିଲୋମିଟରର ମେଗା ରୋଡ ଶୋ। ସେହିପରି ବୋକାରୋ ଓ ଗୁମାଲରେ ବିଶାଳ ଜନସଭାକୁ ସମ୍ବୋଧିତ କରିବେ ମୋଦି। ବୋକାରୋରେ ଦିନ ଗୋଟାଏ ଏବଂ ଗୁମାଲରେ ୩ଟାରେ ଜନସଭାକୁ ସମ୍ବୋଧିତ କରିବେ। ରାଞ୍ଚିରେ ହେବାକୁ ଥିବା…

ଲେବାନନ ଉପରେ ପୁଣି ଇସ୍ରାଏଲର ଆକ୍ରମଣ

ଇସ୍ରାଏଲର ଏୟାର ଷ୍ଟ୍ରାଇକରେ ଅନେକ ଶିଶୁଙ୍କ ସମେତ ଅତି କମରେ ୪୦ ଜଣଙ୍କର ମୃତ୍ୟୁ ହୋଇଥିବା ଲେବାନୀୟ ଅଧିକାରୀ କହିଛନ୍ତି । ଶୁକ୍ରବାର ବିଳମ୍ବିତ ରାତିରେ ଉପକୂଳବର୍ତ୍ତୀ ସୋର ସହରରେ ଅତି କମରେ ୭ ଜଣଙ୍କର ମୃତ୍ୟୁ ହୋଇଥିବା ଲେବାନନର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ କହିଛି । ଇସ୍ରାଏଲ…

ପଦ୍ମ ସମ୍ମାନରେ ସମ୍ମାନିତଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କର ବଡ ଘୋଷଣା

ପଦ୍ମ ସମ୍ମାନରେ ସମ୍ମାନିତଙ୍କୁ ମିଳିବ ମାସିକ ୩୦ ହଜାର ଟଙ୍କା । ଏ ସମ୍ମାନସୂଚକ ସହାୟତା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ରାଜ୍ୟର ୫୫ ଜଣ ଜୀବିତ ପଦ୍ମ ବିଜେତା ପାଇବେ ଏ ସହାୟତା । ଏଥିପାଇଁ ବର୍ଷକୁ ୨ କୋଟି ଟଙ୍କା ଖର୍ଚ୍ଚ ହେବ । ନିଷ୍ପତ୍ତିକୁ ସ୍ବାଗତ କଲେ କେନ୍ଦ୍ରମନ୍ତ୍ରୀ…

ଆଜି ପବିତ୍ର ଅଁଳା ନବମୀ

ଆଜି ପବିତ୍ର ଅଁଳା ନବମୀ । ଚଳଚଞ୍ଚଳ ସାକ୍ଷୀଗୋପାଳ ମନ୍ଦିର । ରାଧାପାଦ ଦର୍ଶନ କରୁଛନ୍ତି ଭକ୍ତ । ଓଡିଆଣୀ ବେଶରେ ଦର୍ଶନ ଦେଉଛନ୍ତି ଶ୍ରୀରାଧା । ପାରମ୍ପରିକ ସୁବର୍ଣ୍ଣ ଗହଣା ଗୁଡିକ ମାଆଙ୍କ ପାଖରେ ଲାଗି କରାଯାଇଛି ।  ଏଥିସହିତ ସାକ୍ଷୀଗୋପାଳ ଠାକୁର ନଟବର ବେଶରେ ସଜ୍ଜିତ ହୋଇ ଛନ୍ଦାଚରଣରେ…

ତେଲେଙ୍ଗାନାରେ ଜାତି ଭିତ୍ତିକ ସର୍ଭେ ଆରମ୍ଭ

ତେଲେଙ୍ଗାନାରେ କଂଗ୍ରେସ ସରକାର ଶନିବାର ଏକ ଜାତି ଭିତ୍ତିକ ସର୍ଭେ ଆରମ୍ଭ କରିଛନ୍ତି। କଂଗ୍ରେସ ନେତା ଜୟରାମ ରମେଶ ଏହାକୁ ରାଜ୍ୟ ପାଇଁ ଏକ ଐତିହାସିକ ତଥା ବୈପ୍ଳବିକ ପଦକ୍ଷେପ ବୋଲି ବର୍ଣ୍ଣନା କରିଛନ୍ତି। ସୋସିଆଲ ମିଡିଆରେ ପୋଷ୍ଟ କରି ସେ କହିଛନ୍ତି ଯେ ଆସନ୍ତା କିଛି ସପ୍ତାହ ମଧ୍ୟରେ…

ପୂରା ଦିନ ଆପଣଙ୍କ ମନ ପ୍ରସନ୍ନ ରହିବ

ମେଷ: କାର୍ଯ୍ୟକ୍ଷେତ୍ରରେ ଏଭଳି ସୁଯୋଗ ପାଇବେ ଯାହାଦ୍ବାରା ଆମଦାନି ବୃଦ୍ଧି ହେବ। ସନ୍ଧ୍ୟାରେ ଜୀବନସାଥୀ ସହ ଆପଣଙ୍କ ଜୀବନ ଆନନ୍ଦମୟ ହେବ। ବେକାରଙ୍କୁ ରୋଜଗାାରର ସୁଯୋଗ ମିଳିବ। ବୃଷ: ପୂରା ଦିନ ଆପଣଙ୍କ ମନ ପ୍ରସନ୍ନ ରହିବ। ଆପଣଙ୍କ ଯୋଗ୍ୟତାରେ ଆପଣଙ୍କ ପରିବାରର ନାମ ଉଜ୍ଜ୍ବଳ…

ଆସନ୍ତା 20 ରେ ବନ୍ଦ ରହିବ ଷ୍ଟକ ବଜାର

ଆସନ୍ତା ନଭେମ୍ବର ୨୦ ବୁଧବାର ମହାରାଷ୍ଟ୍ରରେ ନିର୍ବାଚନ ଯୋଗୁଁ ଷ୍ଟକ ବଜାରରେ ଛୁଟି ରହିବ । ଅର୍ଥାତ୍ ସେହିଦିନ ବମ୍ବେ ଷ୍ଟକ ଏକ୍ସଚେଞ୍ଜ ଓ ନ୍ୟାସନାଲ ଷ୍ଟକ ଏକ୍ସଚେଞ୍ଜରେ କୌଣସି କାରବାର ହେବ ନାହିଁ । ମହାରାଷ୍ଟ୍ରରେ ବିଧାନସଭା ନିର୍ବାଚନ ପାଇଁ ନଭେମ୍ବର ୨୦ରେ ଭୋଟ ଗ୍ରହଣ ହେବ । ଗୋଟିଏ…