ଭାରତୀୟ ଦଳ ଦକ୍ଷିଣ ଆଫ୍ରିକାରେ ବିଜୟରୁ ଅଭିଯାନ ଆରମ୍ଭ
ପ୍ରଥମ ଭାରତୀୟ ଭାବେ ସଂଜୁ ସାମସନ୍ କ୍ରମାଗତ ଟ୍ବେଣ୍ଟି-୨୦ ଅନ୍ତର୍ଜାତୀୟ ଶତକ ହାସଲ କରିବା ପରେ ସ୍ପିନ୍ରଙ୍କ କମାଲ କାରଣରୁ ଭାରତୀୟ ଦଳ ଦକ୍ଷିଣ ଆଫ୍ରିକାରେ ବିଜୟରୁ ଅଭିଯାନ ଆରମ୍ଭ କରିଛି। ସଂଜୁ ୫୦ ବଲ୍ରୁ ୧୦୭ ରନ୍ ସଂଗ୍ରହ କରିବା ପରେ ବରୁଣ ଚକ୍ରବର୍ତୀ, ରବି ବିଷ୍ଣୋଇ ପ୍ରତ୍ୟେକ ୩…