ଆଜି ଛଟ୍ ପୂଜାର ଶେଷ ଦିନ

ଆଜି ଛଟ୍ ପୂଜାର ଶେଷ ଦିନ, ବ୍ରତଧାରୀ ମାନେ ନଦୀରେ ବୁଡ଼ ପକାଇବା ସହ ସୂର୍ଯ୍ୟଦେବଙ୍କୁ ଆରାଧନା କରୁଛନ୍ତି । ବିଶେଷ କରି ବିହାରୀ ସମ୍ପ୍ରଦାୟର ଲୋକେ ଏହି ପୂଜାକୁ ଧୁମଧାମରେ ପାଳନ କରୁଛନ୍ତି  । ଆସ୍ଥା ଓ ବିଶ୍ୱାସର ପର୍ବ ଛଟ୍ ଏବର୍ଷ ଚାରି ଦିନ ପାଳନ ହେଉଥିବା ବେଳେ ଆଜି ଏହାର ଶେଷ ଦିନ ।…

ମୋ ବସ ଡ୍ରାଇଭରଙ୍କୁ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ରଙ୍କ କଡା ନିର୍ଦ୍ଦେଶ

ବେପରୁଆ ଗାଡ଼ି ଚାଲାଣ କରୁଥିବା ମୋ ବସ ଡ୍ରାଇଭରଙ୍କ ବିରୁଦ୍ଧରେ ହେବ ଦୃଢ଼ କାର୍ଯ୍ୟାନୁଷ୍ଠାନ। ଗାଡ଼ିରେ ଲାଗିବ speed governance | ସହର ଭିତରେ ମୋ ବସର ସ୍ପିଡ଼ ରହିବ 40 କିଲୋମିଟର ଏବଂ ସହର ବାହାରେ ବସର ବେଗ ରହିବ 50 କିଲୋମିଟର । କେବଳ ଲାଇସେନ୍ସ ପ୍ରାପ୍ତ ଡ୍ରାଇଭର ମାନେ ଚଳାଇବେ ମୋ…

ଡିସେମ୍ବର ଶେଷ ସୁଦ୍ଧା ବସୁନ୍ଧରା ଯୋଜନାରେ ଜମି ପ୍ରଦାନ କରାଯିବ : ସୁରେଶ ପୂଜାରୀ

ରାଜସ୍ବ ଆଇନକୁ ସହଜ, ସରଳ ଓ ଲୋକାଭିମୁଖୀ କରାଯିବ। ଏହାଦ୍ୱାରା ଲୋକମାନଙ୍କ ବିଭିନ୍ନ ସମସ୍ୟାର ଶୀଘ୍ର ସମାଧାନ ହୋଇପାରିବ। ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ଅନ୍ତର୍ଭୁକ୍ତ ହୋଇଥିବା ଘରଡିହ ଶୂନ୍ୟ ବ୍ୟକ୍ତିଙ୍କୁ ଘରଡିହ ଯୋଗାଇଦେବା, ଭୂମିହୀନ ଲୋକମାନଙ୍କୁ ଚିହ୍ନଟ ଓ ସେମାନଙ୍କର ଅବସ୍ଥା…

୧୦୦ ବର୍ଷରେ ପଦାର୍ପଣ କରିଛି ଭାରତୀୟ ହକି

ଭାରତୀୟ ହକି ୧୦୦ ବର୍ଷରେ ପଦାର୍ପଣ କରିଛି। ଏହି ଶତକୀୟ ବର୍ଷକୁ ହକି ଇଣ୍ଡିଆ ସ୍ମରଣୀୟ କରିବାକୁ ଆଜିଠାରୁ ଉତ୍ସବ ଆରମ୍ଭ କରିଛି। ଶତକୀୟ ବର୍ଷରେ ହକି ଇଣ୍ଡିଆ ଲିଗ୍‌ (HIL) ପୁରୁଷ ଓ ମହିଳା ଲିଗ୍‌ ଆରମ୍ଭ କରି ଏହାକୁ ସ୍ମରଣୀୟ କରିବାକୁ ଯୋଜନା କରିଛି। ହକି କ୍ରୀଡ଼ାର ଜାତୀୟ ସଂଘ…

ଓଆରଓପି ଆମର ସଶସ୍ତ୍ର ବାହିନୀର କଲ୍ୟାଣ ପ୍ରତି ସରକାରଙ୍କ ପ୍ରତିବଦ୍ଧତା ଦର୍ଶାଉଛି

ୱାନ୍ ରାଙ୍କ ୱାନ୍ ପେନ୍‌ସନ୍ (ଓଆର୍‌ଓପି) ଯୋଜନାର ଦଶ ବର୍ଷ ପୂର୍ତ୍ତି ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଯେ, ଏହି ଯୋଜନା ଆମର ଭେଟେରାନ ଏବଂ ପୂର୍ବତନ ସେନା କର୍ମଚାରୀମାନଙ୍କର ସାହସ ଏବଂ ବଳିଦାନ ପ୍ରତି ଏକ ଶ୍ରଦ୍ଧାଞ୍ଜଳି, ଯେଉଁମାନେ ଆମ ଦେଶର ସୁରକ୍ଷା ପାଇଁ…

ୱାର୍କ-ଇନ୍-ପ୍ରୋଗ୍ରେସ୍ ଲ୍ୟାବ୍ ରେ ପ୍ରଦର୍ଶିତ ହେବ ୬ଟି ଚଳଚ୍ଚିତ୍ର

ଚଳିତ ବର୍ଷ ମଧ୍ୟ ଲ୍ୟାବ୍ ଉଭୟ ଅନଲାଇନ୍ ଏବଂ ଅଫଲାଇନ ଅଧିବେଶନ ସମ୍ପାଦନ କରିବ । ବିଭିନ୍ନ ପ୍ରକାରର ନିୟୋଜନର ଏହି ମିଶ୍ରଣ ଚଳଚ୍ଚିତ୍ର ନିର୍ମାତା ଏବଂ ପରାମର୍ଶଦାତାମାନଙ୍କୁ ବାସ୍ତବ ସମୟରେ ବିଚାର ବିମର୍ଶ କରିବା ଏବଂ ପୋଷ୍ଟ-ପ୍ରଡକ୍ସନ ସମର୍ଥନ ହାସଲ କରିବାର ଉପାୟ ଖୋଜିବାକୁ ସୁଯୋଗ…

ଶାହାରୁଖ ଖାନଙ୍କୁ ହତ୍ୟା ଧମକ ଦେଇଛି ଫୈଜାନ

ଶାହାରୁଖ ଖାନଙ୍କୁ ହତ୍ୟା ଧମକ ଦେଇଛି ଫୈଜାନ । ଟଙ୍କା ବି ମାଗିଛି । ସଲମାନ ଖାନଙ୍କ ପରେ  ଶାହାରୁଖ ଖାନଙ୍କୁ ହତ୍ୟା ଧମକ ମିଳିଛି ।  ଶାହାରୁଖ ଖାନଙ୍କୁ ହତ୍ୟା ଧମକ ଦେଇଥିବା ବ୍ୟକ୍ତି ଜଣକ ଛତିଶଗଡର ରାୟପୁରର ବୋଲି ଜଣାପଡିଛି । ଆଇପିସି ଧାରା 308(4), 351(3)(4) ଅନୁଯାୟୀ ମାମଲା ରୁଜୁ…

ଲୋକଙ୍କ ସ୍ୱାସ୍ଥ୍ୟସେବାକୁ ସୁବିଧାଜନକ କରିବା ଆମ ସରକାରର ଲକ୍ଷ୍ୟ – ଧର୍ମେନ୍ଦ୍ର ପ୍ରଧାନ

ସମ୍ବଲପୁରରେ ସ୍ୱାସ୍ଥ୍ୟସେବାକୁ ମଜଭୂତ୍ କରିବା ପାଇଁ ବିଜେପି ନେତୃତ୍ୱାଧୀନ ରାଜ୍ୟ ସରକାର ପ୍ରତିଶ୍ରୁତିବଦ୍ଧ । ସେହି ଶୃଙ୍ଖଳାରେ ସମ୍ବଲପୁର ଜିଲ୍ଲା ଯୁଯୁମୁରା ବ୍ଲକ ପଡ଼ିଆ ବାହାଲ ଠାରେ ପ୍ରାୟ ୨ କୋଟି ଟଙ୍କା ବ୍ୟୟରେ ନିର୍ମିତ ହୋଇଥିବା ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରର ନୂତନ ଭବନ ଏକ ବଡ…

ଦେଶବ୍ୟାପୀ ୮୦୦ଟି ସ୍ଥାନରେ ଆୟୋଜନ କରାଯାଉଛି ଡିଏଲସି 3.0 ଅଭିଯାନ

ପେନସନ ଏବଂ ପେନସନଭୋଗୀ କଲ୍ୟାଣ ବିଭାଗ (ଡିଓପିପିଡବ୍ଲୁ) ପକ୍ଷରୁ ଫେସ୍ ଅଥେଣ୍ଟିକେସନ୍ ଟେକ୍ନୋଲୋଜି ବା ଚେହେରା ପ୍ରମାଣିକରଣ ପ୍ରଯୁକ୍ତି ମାଧ୍ୟମରେ ପେନସନଭୋଗୀଙ୍କ ନିମନ୍ତେ ଜୀବନ ପ୍ରମାଣପତ୍ର ଦାଖଲକୁ ସୁବ୍ୟବସ୍ଥିତ କରିବା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଛି। ଚଳିତ ମାସ ଏହି…

ଆପଣଙ୍କର ଆସ୍ଥା ଧର୍ମକାର୍ଯ୍ୟରେ ବଢ଼ିବ

ମେ‌ଷ: ଆପଣଙ୍କର ସବୁ କାମ ସଫଳତାପୂର୍ବକ ସଂପନ୍ନ ହେବ। ସହକର୍ମୀଙ୍କ ମଧ୍ୟରେ ଆପଣଙ୍କର ପ୍ରଭାବ ବଢ଼ିବ। ନିଜର କ୍ରୋଧ ଓ ବିରକ୍ତି ଉପରେ ନିୟନ୍ତ୍ରଣ ରଖନ୍ତୁ। ଘରେ କୌଣସି ଶୁଭ କାର୍ଯ୍ୟ ସଂପନ୍ନ ହେବ।‌ ବୃଷ: ଆପଣଙ୍କର ଆସ୍ଥା ଧର୍ମକାର୍ଯ୍ୟରେ ବଢ଼ିବ। ବେପାରୀଙ୍କୁ ଯଥେଷ୍ଟ ଲାଭ…