ଆସନ୍ତା ଦୁଇଦିନ ଧରି ରାଜ୍ୟର ବର୍ଷା ହେବା ନେଇ ସୂଚନା

ଆସନ୍ତା ଦୁଇଦିନ ଧରି ରାଜ୍ୟର କେତେକ ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି । ଗୁରୁବାର ଓ ଶୁକ୍ରବାର ପୁରୀ, ଗଞ୍ଜାମ,ଗଜପତି, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡା ଓ ନୟାଗଡରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି…

ଡିସେମ୍ବର ୧୫ରେ ଓସିଏସ୍‌ ପ୍ରିଲିମ ପରୀକ୍ଷା

ଓଡ଼ିଶା ସିଭିଲ୍‌ ସର୍ଭିସେସ୍‌ (ଓସିଏସ୍‌) ପରୀକ୍ଷା-୨୦୨୩ର ପ୍ରିଲିମ ପାଇଁ ତାରିଖ ଘୋଷଣା ହୋଇଛି। ଡିସେମ୍ବର ୧୫ରେ ଓସିଏସ୍‌ ପ୍ରିଲିମ ପରୀକ୍ଷା ଅନୁଷ୍ଠିତ ହେବ। ପରୀକ୍ଷା ପରିଚାଳନା କରୁଥିବା ଓଡିଶା ଲୋକସେବା ଆୟୋଗ (ଓପିଏସ୍‌ସି) ପକ୍ଷରୁ ବୁଧବାର ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ପରୀକ୍ଷା…

ପ୍ରତ୍ୟେକ ପଞ୍ଚାୟତରେ ଗୋଟିଏ ଲେଖାଏଁ ଅତ୍ୟାଧୁନିକ ପ୍ରାଥମିକ ବିଦ୍ୟାଳୟ ନିର୍ମାଣ ହେବ

ରାଜ୍ୟରେ ଖୁବଶୀଘ୍ର ଆରମ୍ଭ ହେବ 'ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନା' । ମୁଖ୍ୟମନ୍ତ୍ରୀ ପ୍ରାଥମିକ ଶିକ୍ଷା ବ୍ୟବସ୍ଥାର ସମୀକ୍ଷା କରିବା ପରେ ଏହା ସାମ୍ନାକୁ ଆସିଛି ।  ଏହି ଯୋଜନା ଅନୁଯାୟୀ, ରାଜ୍ୟର ପ୍ରତ୍ୟେକ ପଞ୍ଚାୟତରେ ଗୋଟିଏ ଲେଖାଏଁ ଅତ୍ୟାଧୁନିକ ପ୍ରାଥମିକ…

ଜମ୍ମୁକାଶ୍ମୀର ବିଧାନସଭାରେ ଧାରା ୩୭୦ ପୁର୍ନବାର ଲାଗୁ ପାଇଁ ହଙ୍ଗାମା

ବିରୋଧ କରି ବିଜେପି ଜୋରଦାର ବିକ୍ଷୋଭ କରିଛି । କେନ୍ଦ୍ର ସରକାର ୨୦୧୯ ମସିହାରେ ଧାରା ୩୭୦ ଉଚ୍ଛେଦ କରାଯାଇଥିଲା । ତେବେ ବିଧାନସଭାର ତୃତୀୟ ଦିନର ଅଧିବେଶନରେ ଐତିହାସିକ ପ୍ରସ୍ତାବ ପାରିତ କରିଥିବା କହିଛି ନ୍ୟାସନାଲ କନଫେରେନ୍ସ । ନୂଆ ସରକାର କହିଛନ୍ତି ଜମ୍ମୁକାଶ୍ମୀରର ହିତ ପାଇଁ ଧାରା…

ଜାଣନ୍ତୁ ଆଜି କେଉଁ ରାଶିକୁ ମିଳିବ ଶୁଭଫଳ ?

ମେଷ : ଆଜି ବିଳାସକାରକ ଶୁକ୍ରଙ୍କ ସହ ଚନ୍ଦ୍ର ଅବସ୍ଥାନ କରି ପାରିବାରିକ ଜୀବନକୁ ରସାଣିତ କରିବେ। ବନ୍ଧୁ ସମ୍ପର୍କରେ ଉନ୍ନତି, ବସ୍ତ୍ରଭୂଷଣ ପ୍ରାପ୍ତିରୁ ଖୁସି ରହିବେ। ଶତ୍ରୁମାନେ ସୁଯୋଗ ଅପେକ୍ଷାରେ ରହିଲେ ମଧ୍ୟ କିଛି କରିପାରିବେ ନାହିଁ। ପ୍ରଶାସନ, ପ୍ରକାଶନ, ଅଧ୍ୟୟନ, ଅଧ୍ୟାପନା ଓ…

ପ୍ରଥମ ମିସ୍ ୱାର୍ଲ୍ଡ କିକି ହାକାନ୍‌ସନ୍‌ଙ୍କ ପରଲୋକ

ପ୍ରଥମ ମିସ୍ ୱାର୍ଲ୍ଡ କିକି ହାକାନ୍‌ସନଙ୍କର ୯୫ ବର୍ଷ ବୟସରେ ପରଲୋକ ହୋଇଯାଇଛି। ନଭେମ୍ବର ୪ ତାରିଖ ସୋମବାର କାଲିଫର୍ଣ୍ଣିଆସ୍ଥିତ ନିଜ ଘରେ ଶୋଇଥିବା ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା। ତାଙ୍କ ପରିବାର ନିଶ୍ଚିତ କରିଛନ୍ତି ଯେ ବୃଦ୍ଧାବସ୍ଥାରେ ତାଙ୍କର ଭଲ ଭାବରେ ଯତ୍ନ ନିଆଯାଉଥିଲା ଏବଂ…

ଗାୟିକାଙ୍କ ମୃତ୍ୟୁପରେ ଝରୁଛି ଲୁହ

ବିହାରର ପ୍ରସିଦ୍ଧ ଲୋକ ଗାୟିକା ଶାରଦା ସିହ୍ନାଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ ପାଇଛି । ତାଙ୍କ ପ୍ରଶଂସକମାନେ ତାଙ୍କ ସ୍ମୃତିକୁ ନେଇ ଅନେକ ଲେଖା ସାମାଜିକ ଗଣମାଧ୍ୟମରେ ପ୍ରକାଶ କରିଛନ୍ତି । କିଛି ଦିନ ହେଲାଣି ଦିଲ୍ଲୀର ଏମ୍ସ ହସ୍ପିଟାଲରେ ଚିକିତ୍ସା ହେଉଥିବା ବେଳେ ମଙ୍ଗଳବାର ତାଙ୍କର…

ମୋଦି ସରକାର ଯୋଗାଇବେ ଶସ୍ତା ଅଟା-ଚାଉଳ

ଭାରତ ସରକାର ପୁଣି ଶସ୍ତା ଚାଉଳ, ଅଟା ଯୋଗାଇଦେବେ । ଭାରତ ବ୍ରାଣ୍ଡ ଅନ୍ତର୍ଗତ ଚାଉଳ, ଅଟା ଏବଂ ଡାଲିର ଖୁଚୁରା ବିକ୍ରି ଦରଦାମ୍ ବୃଦ୍ଧି ନିୟନ୍ତ୍ରଣ କରିବ। ଦ୍ୱିତୀୟ ପର୍ଯ୍ୟାୟରେ 'ଭାରତ' ବ୍ରାଣ୍ଡ  ଅଟା ଏବଂ ଚାଉଳ ୫ କିଲୋଗ୍ରାମ ଏବଂ ୧୦ କିଲୋଗ୍ରାମ ବ୍ୟାଗରେ ବିକ୍ରି ହେବ। ଦ୍ୱିତୀୟ…

କାର୍ଯ୍ୟକାରୀ ହେବ ‘ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନା’

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ପ୍ରାଥମିକ ଶିକ୍ଷାର ଉନ୍ନତୀକରଣ ପାଇଁ ବିଭିନ୍ନ ବ୍ୟବସ୍ଥା ସମ୍ପର୍କରେ ସମୀକ୍ଷା କରିଛନ୍ତି। ବୈଠକରୁ ଜଣାଯାଇଛି ଯେ, ରାଜ୍ୟରେ ଖୁବ୍ ଶୀଘ୍ର ‘ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନା’ର ଶୁଭାରମ୍ଭ କରାଯିବ। ଏହି…

ଆସନ୍ତାକାଲି ଭୁବନେଶ୍ୱରରେ ହେବ ସ୍ୱତନ୍ତ୍ର ଡିଜିଟାଲ ଜୀବନ ପ୍ରମାଣପତ୍ର ଦାଖଲ ଶିବିର

ପେନସନ ଏବଂ ପେନସନଭୋଗୀ କଲ୍ୟାଣ ବିଭାଗ (ଡିଓପିପିଡବ୍ଲୁ) ପକ୍ଷରୁ ଫେସ୍ ଅଥେଣ୍ଟିକେସନ୍ ଟେକ୍ନୋଲୋଜି ବା ଚେହେରା ପ୍ରମାଣିକରଣ ପ୍ରଯୁକ୍ତି ମାଧ୍ୟମରେ ପେନସନଭୋଗୀଙ୍କ ନିମନ୍ତେ ଜୀବନ ପ୍ରମାଣପତ୍ର ଦାଖଲକୁ ସୁବ୍ୟବସ୍ଥିତ କରିବା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଛି। ଚଳିତ ମାସ ଏହି…