14 ତାରିଖ ଭିତରେ ଦାଖଲେ କରିବେ ପାଣ୍ଡୁଲିପି

ଚଳିତବର୍ଷ ବିଭିନ୍ନ ପର୍ବପର୍ବାଣିକୁ ନେଇ ତିଥି, ନକ୍ଷତ୍ରରେ ଅନେକ ତ୍ରୁଟି ଦେଖାଦେବା ପରେ ୨୦୨୫-୨୬ ବର୍ଷରେ ପ୍ରକାଶ ପାଇବାକୁ ଥିବା ପାଞ୍ଜିରେ ସମାନତା ଆଣିବାକୁ ରାଜ୍ୟର ସମସ୍ତ ପାଞ୍ଜିକାରମାନଙ୍କୁ ପୁଣିଥରେ(ରିମାଇଣ୍ଡର) ଚିଠି ଲେଖିଛି ଶ୍ରୀମନ୍ଦିର ପ୍ରଶାସନ। ସମସ୍ତ ପାଞ୍ଜିକାରମାନଙ୍କୁ…

ଜେଏସ୍‌ଡବ୍ଲୁ-ପୋସ୍କୋ ଇସ୍ପାତ ପ୍ରକଳ୍ପ: ୬୫ ହଜାର କୋଟି ନିବେଶ ହେବ

ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଜିଲ୍ଲା କେନ୍ଦୁଝରରେ ଏକ ବୃହତ୍ ଇସ୍ପାତ ପ୍ରକଳ୍ପ ସ୍ଥାପନ କରିବାକୁ ଜେଏସ୍‌ଡବ୍ଲୁ ଷ୍ଟିଲ୍‌ ଓ ପୋସ୍କୋ ପକ୍ଷରୁ ଘୋଷଣା କରାଯାଇଛି। ଏନେଇ ଦୁଇ କମ୍ପାନି ଏକ ଯୌଥ ଉଦ୍ୟୋଗ ସ୍ଥାପନ କରିଛନ୍ତି। ଏହି ପ୍ରସ୍ତାବିତ ପ୍ରକଳ୍ପ ବିଷୟରେ ଅଧିକ ତଥ୍ୟ…

ଡୋନାଲ୍ଡ ଟ୍ରମ୍ପଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି

ବନ୍ଧୁ ସମ୍ବୋଧନ କରି ଟ୍ରମ୍ପଙ୍କୁ ଏକ୍ସରେ ଶୁଭେଚ୍ଛା ଜଣାଇଲେ ମୋଦି । ସେ ଲେଖିଛନ୍ତି, 'ଆଗାମୀ ଦିନରେ ଭାରତ-ଆମେରିକା ସଂପର୍କ ଆହୁରି ସୁଦୃଢ଼ ହେବ' । ବିଶ୍ବରେ ଶାନ୍ତି ଓ ସ୍ଥିରତା ବଜାୟ ରଖିବାକୁ ମିଶି କାମ କରିବା ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ । ଆମେରିକାର…

ଆଜି ବିଜେପିରେ ମିଶିଲେ ସୁନନ୍ଦା ଦାସ

ଆଜି ବିଜେପି ରାଜ୍ୟ କାର୍ଯ୍ୟାଳୟରେ ସାମିଲ ହୋଇଛନ୍ତି ବରୀର ପୂର୍ବତନ ବିଧାୟିକା ସୁନନ୍ଦା ଦାସ ଏବଂ ସ୍ୱାମୀ ଦେବେନ୍ଦ୍ର ଦାସ । ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ସାମିଲ ହେଲେ । ଗତ କିଛି ତଳେ ବିଜେଡି ନେତୃତ୍ବ ବିରୋଧରେ ଅଭିଯୋଗ ଆଣି ଦଳ ଛାଡିଥିଲେ ସୁନନ୍ଦା |…

ଆମେରିକାର ରାଷ୍ଟ୍ରପତି ହେବାକୁ ଯାଉଛନ୍ତି ଡୋନାଲ୍ଡ ଟ୍ରମ୍ପ୍‌

ଆମେରିକାର ରାଷ୍ଟ୍ରପତି ନିର୍ବାଚନରେ ବିଜୟ ଲାଭ କରିଛନ୍ତି ଡୋନାଲ୍ଡ ଟ୍ରମ୍ପ୍‌। ପୁଣି ଥରେ ଆମେରିକାର ରାଷ୍ଟ୍ରପତି ହେବାକୁ ଯାଉଛନ୍ତି ଡୋନାଲ୍ଡ ଟ୍ରମ୍ପ୍‌। ଏନେଇ ଟ୍ରମ୍ପ୍‌ଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ। ମାତ୍ରାଧିକ ଭୋଟ୍‌…

ନ୍ୟୁୟର୍କର ଜାତିସଂଘ ମହାସଭାରେ ଓଡିଶାର ସଂସ୍କୃତିକୁ ଉପସ୍ଥାପନ କଲେ ସମ୍ବିତ ପାତ୍ର

ନ୍ୟୁୟର୍କକୁ ଭାରତୀୟ ସଂସଦୀୟ ପ୍ରତିନିଧି ଦଳର ସଦସ୍ୟ ତଥା ପୁରୀ ସାଂସଦ ଡ. ସମ୍ବିତ ପାତ୍ର ନ୍ୟୁୟର୍କର ଜାତିସଂଘ ମହାସଭାରେ ଭାରତର ପ୍ରତିନିଧିତ୍ୱ କରି ଏକ ଗୁରୁତ୍ୱପୂର୍ଣ୍ଣ ଅଭିଭାଷଣ ପ୍ରଦାନ କରିଛନ୍ତି। ମାନବାଧିକାର ପରିଷଦର ହାଇକମିଶନରଙ୍କ ରିପୋର୍ଟ ଉପରେ 'ଜାତୀୟ ବକ୍ତବ୍ୟ'…

ରାସନ କାର୍ଡ ହିତାଧିକାରୀଙ୍କୁ ମିଳିବ ୩ମାସର ଆଗୁଆ ଚାଉଳ

ରାସନ କାର୍ଡ ହିତାଧିକାରୀଙ୍କୁ ମିଳିବ ୩ମାସର ଆଗୁଆ ଚାଉଳ। ଏ ନେଇ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। E-kyc ବ୍ୟବସ୍ଥାକୁ ତ୍ବରାନିତ କରିବାକୁ ମଧ୍ୟ କହିଛନ୍ତି। ୧.୩୧ ଲକ୍ଷ ଶ୍ରମିକ ହେବେ ଖାଦ୍ୟ ସୁରକ୍ଷା ଯୋଜନାରେ ସାମିଲ। ଅକ୍ଟୋବରରୁ ଡିସେମ୍ବର ପର୍ଯ୍ୟନ୍ତ ଆଗୁଆ ଚାଉଳ…

ସୁରକ୍ଷା ବାହିନୀଙ୍କ ଗୁଳିରେ ଆତଙ୍କବାଦୀ ନିହତ

ଜମ୍ମୁ କଶ୍ମୀରରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଏନକାଉଣ୍ଟର ହୋଇଥିବା ଖବର ରହିଛି। କୁହାଯାଉଛି ଯେ ସୁରକ୍ଷା କର୍ମୀଙ୍କ ଜବାବରେ ଜଣେ ଆତଙ୍କବାଦୀ ନିହତ ହୋଇଛନ୍ତି। ସମ୍ପ୍ରତି ସୁରକ୍ଷାକର୍ମୀ ସମଗ୍ର ଅଞ୍ଚଳରେ ସର୍ଚ୍ଚ ଅପରେସନ କରୁଛନ୍ତି। ବୁଧବାର ସକାଳେ କୁପୱାରାର ଲୋଲାବର…

ଇଡକୋ ଜୁନିୟର ମ୍ୟାନେଜରଙ୍କ ଘର ସମେତ ୬ଟି ଜାଗାରେ ଭିଜିଲାନ୍ସର ଚଢାଉ

ଭିଜିଲାନ୍ସ ଜାଲରେ ପଡିଲେ ଇଡକୋ ଜୁନିୟର ମ୍ୟାନେଜର। ଇଡକୋର ଜୁନିୟର ମ୍ୟାନେଜର ବିଜୟ କୁମାର ଉଦୟସିଂହଙ୍କ ଘରେ ବୁଧବାର ଭିଜିଲାନ୍ସ ଚଢାଉ କରିଛି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସମୁଦାୟ ୬ଟି ସ୍ଥାନରେ ଚଢ଼ାଉ ଚାଲିଛି। ଭୁବନେଶ୍ୱରର ରାଜାରାଣୀ ଅଞ୍ଚଳରେ ଥିବା ଘର, ସାମନ୍ତରାପୁରରେ…

ବିହାରର ଲୋକପ୍ରିୟ ଗାୟିକା ଶାରଦା ସିହ୍ନାଙ୍କ ପରଲୋକ

ବିହାରର ପ୍ରସିଦ୍ଧ ଗାୟିକା ତଥା ଛଟ ଗୀତ ପାଇଁ ଲୋକଙ୍କ ହୃଦୟରେ ରାଜ୍ କରୁଥିବା ଶାରଦା ସିହ୍ନାଙ୍କ ଦେହାନ୍ତ ହୋଇଛି। କିଛି ଦିନ ହେଲାଣି ଡାକ୍ତରଖାନାରେ ତାଙ୍କର ଚିକିତ୍ସା ଚାଲିଥିବା ବେଳେ ୭୨ବର୍ଷ ବୟସରେ ମଙ୍ଗଳବାର ରାତିରେ ସେ ଶେଷ ନିଶ୍ବାସ ତ୍ୟାଗ କରିଥିବା ଜଣାଯାଇଛି।  ଅକ୍ଟୋବର ୨୧ରୁ…