ରାଶିଫଳ

ମେଷ: ନୂଆ ସଉଦା କରିବା ପୂର୍ବରୁ ଭଲଭାବେ ଭାବି ନିଅନ୍ତୁ। ଅଚାନକ ଧନପ୍ରାପ୍ତିର ସମ୍ଭାବନା। ବେପାରରେ ନୂଆ ପ୍ରଗତି କରିବେ। ସରକାରୀ ଚାକିରିଆଙ୍କୁ ସରକାରୀ ବାସ ଭବନ ମିଳିପାରେ। ‌ ବୃଷ: କାର୍ଯ୍ୟକ୍ଷେତ୍ରରେ ପରିବର୍ତ୍ତନ ସହିତ ଭଲ ସଫଳତା ମିଳିବାର ସମ୍ଭାବନା। କୌଣସି ଭଲ ଖବର…

ଆମେରିକା ରାଷ୍ଟ୍ରପତି ନିର୍ବାଚନ:ଟ୍ରମ୍ପ ଆଗରେ

ୱାସିଂଟନ: ଆମେରିକା ନିର୍ବାଚନରେ ଟ୍ରମ୍ପ ଆଗରେ । ଭୋଟ ଗଣତି ଚାଲିଛି ।  ଡେମୋକ୍ରାଟିକ୍ ପ୍ରାର୍ଥୀ କମଳା ‌ହାରିସ୍ ଏବଂ ତାଙ୍କ ରିପବ୍ଲିକାନ୍ ପ୍ରତିଦ୍ୱନ୍ଦ୍ୱୀ ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ତୀବ୍ର ପ୍ରତିଦ୍ବନ୍ଦ୍ବିତା ଦେଖିବାକୁ ମିଳିଛି।  ରାଷ୍ଟ୍ରପତି ନିର୍ବାଚନର ଭାଗ୍ୟ ନିର୍ଦ୍ଧାରଣ…

କାମରେ ଠକୁଥିବା ରାଜସ୍ବ ଅଧିକାରୀ,RI, ଅମିନଙ୍କ ଉପରେ ରହିବ କଡ଼ା ନଜର

ସାବାଡ଼ ହେବେ କାମରେ ଠକୁଥିବା ରାଜସ୍ବ ଅଧିକାରୀ। ଠକୁଥିଲେ ହେବ କଡ଼ା ଆକ୍ସନ। RI, ARI ଓ ଅମିନଙ୍କ କାମ ଉପରେ ନଜର ରଖିବାକୁ ସବୁ ଜିଲ୍ଲାପାଳଙ୍କୁ ରାଜସ୍ବ ବିଭାଗର ଚିଠି କରିଛି। ମନ୍ତ୍ରୀ କହିଲେ, କାମରେ ଅବହେଳା | ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି, କାମରେ ଅବହେଳା କରୁଥିଲେ ବଡ…

୨୦୩୬ ଅଲିମ୍ପିକ୍ସ ଆୟୋଜନ କରିବ ଭାରତ

ଅଲିମ୍ପିକ୍ସ ୨୦୨୪ ପ୍ୟାରିସରେ ଖେଳାଯାଇଥିଲା । ଏହା ପରେ ୨୦୨୮ର ଅଲିମ୍ପିକ୍ସ ଯୁକ୍ତରାଷ୍ଟ୍ରର ଲସ ଆଞ୍ଜେଲସରେ ଖେଳାଯିବ । ଏହା ପରେ ୨୦୩୨ ଆୟୋଜନ ପାଇଁ ଦେଶ ଏବଂ ସହର ମଧ୍ୟ ଚୟନ କରାସରିଛି। କିନ୍ତୁ ଏପର୍ଯ୍ୟନ୍ତ ସ୍ଥିର ହୋଇନାହିଁ ଯେ ୨୦୩୬ରେ ଅଲିମ୍ପିକ କେଉଁଠାରେ ଅନୁଷ୍ଠିତ ହେବ।…

ବିଜେଡି ସରକାର ନିଜର ରାଜନୈତିକ ଫାଇଦା ପାଇଁ ଶ୍ରୀମନ୍ଦିରକୁ ବିପଦକୁ ଠେଲି ଦେଇଥିଲା: ଅନୀଲ ବିଶ୍ୱାଳ

କିଛି ଭୁଲ ଅଛି ଯାହାର କ୍ଷମା ନାହିଁ । ବିଗତ ବିଜେଡି ସରକାର ସମୟରେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ବାବୁ ଏବଂ ତାଙ୍କ ସହଯୋଗୀ ଭି.କେ.ପାଣ୍ଡିଆନ ବାବୁ ଏମିତି କିଛି ଭୁଲ କରିକି ଯାଇଛନ୍ତି ଯାହାର ମୂଲ୍ୟ ଏବେ ଓଡ଼ିିଶାବାସୀଙ୍କୁ ଦେବାକୁ ପଡୁଛି । ନିଜର ରାଜନୈତିକ ଫାଇଦା ପାଇଁ ସେମାନେ କିଭଳି…

ଟ୍ରେନ ଉପରକୁ ଗୁଳି ମାଡ଼

ଭଦ୍ରକ-ବାଉଦପୁର ସେକ୍ସନ ଟ୍ରେନ୍‌ ଲାଇନ୍‌ ମଝିରେ ମଙ୍ଗଳବାର ଏକ ଅଘଟଣ ଘଟିଛି। ନନ୍ଦନକାନନ ଏକ୍ସପ୍ରେସ ଟ୍ରେନ୍‌ ଉପରକୁ କେତେକ ଦୁର୍ବୃତ୍ତ ଟ୍ରେନ ଉପରକୁ ୨ ରାଉଣ୍ଡ ଗୁଳିମାଡ଼ କରିଛନ୍ତି। ଗୁଳିଟି ଗାର୍ଡ ବଗିର ୱିଣ୍ଡୋ କାଚରେ ବାଜିଛି। ଗୁଳିକାଣ୍ଡରେ ୱିଣ୍ଡୋ କାଚ ଭାଙ୍ଗି ଯାଇଥିବା ବେଳେ…

ଇସ୍କନର ଅଦିନିଆ ରଥଯାତ୍ରାକୁ ନିନ୍ଦା କଲେ ଗଜପତି ମହାରାଜା

ଆମେରିକାରେ ଅଦିନିଆ ରଥଯାତ୍ରାକୁ ବିରୋଧ କରିଛନ୍ତି ଗଜପତି ମହାରାଜା ।  ବିଦେଶରେ ଇସ୍କନର ଅଦିନିଆ ରଥଯାତ୍ରାର ଆୟୋଜନ ନେଇ ଗଜପତି ଦିବ୍ୟସିଂହ ଦେବ କହିଛନ୍ତି, ଅନ୍ୟ ଧର୍ମରେ ଏଭଳି କରାଯାଇଥିଲେ, ତାକୁ ସହ୍ୟ କରାଯାଇନଥାନ୍ତା। ଅଦିନିଆ ରଥଯାତ୍ରା କରି ଶ୍ରୀ ଜଗନ୍ନାଥଙ୍କୁ ଉପହାସ…

ଟ୍ରେନକୁ କିଏ ମାରିଲା ଗୁଳି ?

ନୂଆଦିଲ୍ଲୀରୁ ପୁରୀ ଅଭିମୁଖେ ଆସୁଥିବା ନନ୍ଦନକାନନ ଏକ୍ସପ୍ରେସ ଟ୍ରେନକୁ ଗୁଳିମାଡ଼ । ଦୁଇ ରାଉଣ୍ଡ ଗୁଳିମାଡ଼ ହୋଇଥିବା କୁହାଯାଉଛି । ଏନେଇ ତଦନ୍ତ ଆରମ୍ଭ ହୋଇଛି । ତେବେ ଏଥିରେ ଯାତ୍ରୀଙ୍କ କ୍ଷୟକ୍ଷତି ହୋଇନାହିିଁ ।  ଆଜି ସକାଳ ସା୍ଢ଼େ ୯ଟାରୁ ୧୦ଟା ଭିତରେ ଗୁଳିମାଡ଼ ହୋଇଥିବାର ଖବର…

ଆଜି ବିଶ୍ଵ ସୁନାମି ସଚେତନତା ଦିବସ

 ପ୍ରତିବର୍ଷ ନଭେମ୍ବର ୫ରେ ବିଶ୍ୱ ସୁନାମି ସଚେତନତା ଦିବସ ପାଳନ କରାଯାଏ। ସୁନାମି ବିଷୟରେ ସଚେତନତା ବୃଦ୍ଧି କରିବା ଏହି ଦିବସର ମୁଖ୍ୟ ଲକ୍ଷ୍ୟ। ଏହି ଦିବସରେ ସୁନାମିର ପ୍ରକୋପରୁ କିପରି ଲୋକଙ୍କ ଜୀବନ ରକ୍ଷା କରାଯାଇପାରିବ ସେ ବିଷୟରେ କୁହାଯାଇଥାଏ। ମିଳିତ ଜାତିସଂଘର ସାଧାରଣ ସଭାର ୨୨…

କିଏ ହେବେ ଓଡିଶା କଂଗ୍ରେସର ନୂଆ ସଭାପତି ?

ସବୁ ବିଧାୟକ ଏବଂ  ଷ୍ଟିୟରିଂ କମିଟି ସଦସ୍ୟଙ୍କୁ ନେଇ ଚାଲିଥିଲା କଂଗ୍ରେସର ଏହି ବୈଠକ । କିଏ ଧରିବେ କଂଗ୍ରେସର ମଙ୍ଗ, ତାକୁ ନେଇ ପିସିସି କାର୍ଯ୍ୟାଳୟ ଭିତରେ ଘମାସନ ଆଲୋଚନା  ହୋଇଥିଲା । ଛତିଶଗଡ଼ର କଂଗ୍ରେସ ନେତା ଚରଣ ଦାସ ମହନ୍ତ ଏଵଂ ମିନାକ୍ଷୀ ନଟରାଜନ ଉପସ୍ଥିତିରେ ବସିଥିଲା ବୈଠକ…