ଖୋଲିଲା ଶିମିଳିପାଳ ଅଭୟାରଣ୍ୟ

ବାତ୍ୟା ‘ଦାନା’ ଯିବା ପରେ ଆଜିଠୁ ପୁଣି ଖୋଲିଲା ଶିମିଳିପାଳ ଅଭୟାରଣ୍ୟ । ସକାଳ ୭ଟାରୁ ୯ଟା ସୁଦ୍ଧା ଶିମିଳିପାଳ ଅଭୟାରଣ୍ୟ ଭିତରେ ପ୍ରବେଶ ପାଇଁ ପର୍ଯ୍ୟଟକଙ୍କୁ ଅନୁମତି ମିଳିଥାଏ । ସେଠାରେ ରାତ୍ରି ରହଣି ପାଇଁ କେବଳ ଅନଲାଇନ ମାଧ୍ୟମରେ ବୁକିଂ ବ୍ୟବସ୍ଥା ରହିଅଛି। ଫଳରେ ପୁଣି ଥରେ…

ପ୍ରମିଳାଙ୍କୁ ଚ୍ୟାଲେଞ୍ଜ ଦେଲେ ଜୟନାରାୟଣ!

ବିଜେଡି ଆଗାମୀ ଦିନରେ ରହିବ କି ନାହିଁ ସେ କଥା ଚିନ୍ତା କରନ୍ତୁ। ତାଙ୍କର ୨ ସାଂସଦ ଆସିଲେଣି। ଜିଲ୍ଲାସ୍ତରରେ ଗଣ୍ଡଗୋଳ ଲାଗି ରହିଛି। ବିଜେଡିକୁ କିଭଳି ସମ୍ଭାଳି ରଖିବେ ସେକଥା ଚିନ୍ତା କରନ୍ତୁ। ଆଜି ଗୋଟିଏ ହୁଇସିଲ୍‌ ମାରିଲେ ବିଜେଡି ଭାଙ୍ଗିଯିବ ବୋଲି ଜୟନାରାୟଣ କହିଛନ୍ତି। ବିରୋଧୀଦଳ…

ଆଜି ହେଉଛି ଧନତେରାସ: ସୁନା ଦୋକାନାରେ ଗହଳି

ଆଜିର ଦିନରେ ସୁନା କିଣିଲେ ସବୁବେଳ ଶୁଭ ହୋଇଥାଏ ବୋଲି ଏକ ବିଶ୍ବାସ ରହିଛି। ସେଥିପାଇଁ ଅନେକ ସୁନା କିଣିବା ପାଇଁ ଏହି ଦନକୁ ଅପେକ୍ଷା କରିଥାନ୍ତି। ତେବେ ଆଜିର ସୁନା ଦର ଯାହା ରହିଛି ତାହା ଲୋକଙ୍କୁ ହତାସ କରିଦେଇଛି। କାରଣ ଗତ ବର୍ଷ ତୁଳନାରେ ଏଥର ପ୍ରାୟ ୧୭ ହଜାର ଟଙ୍କା ଅଧିକ ରହିଛି।…

କାଠ ବଦଳରେ ଘସିରେ ହେବ ଶବଦାହ

ସ୍ୱର୍ଗଦ୍ୱାରରେ ଏଣିକି ଗଛ କାଠ ବଦଳରେ ଗୋବର କାଠ ବା ଘସିରେ ହେବ ଶବ ଦାହ। ହିନ୍ଦୁ ଶାସ୍ତ୍ର ଅନୁଯାୟୀ ଗୋବରକୁ ଶବ ଦାହରେ ବ୍ୟବହାର କରାଯାଏ। ଏହାଦ୍ୱାରା କାଠ ବଦଳରେ ଗୋବରରେ ତିଆରି କାଠରେ ଶବ ଦାହ ହେବ। ସରକାର ଏ ନେଇ ପଦକ୍ଷେପ ନେବା ଆରମ୍ଭ କରିଛନ୍ତି। ଖୁବ ଶୀଘ୍ର ବିଚାର ବିମର୍ଶ କରି…

ଲିଙ୍ଗରାଜ ମନ୍ଦିରରେ ଫଟୋ ଉଠାଇ ବିବାଦରେ ଅଭିନେତ୍ରୀ ଶିଳ୍ପା ସେଟ୍ଟୀ

ଲିଙ୍ଗରାଜ ମନ୍ଦିରରେ ଫଟୋ ଉଠାଇ ବିବାଦରେ ବଲିଉଡ ଅଭିନେତ୍ରୀ ଶିଳ୍ପା ସେଟ୍ଟୀ । ମନ୍ଦିର  ଭିତରେ ଫଟୋ ଉଠାଇବା ସହ ରାଜୁ ନନାଙ୍କ ସହ ଭିଡିଓ ମଧ୍ୟ କରିଛନ୍ତି । ପୂର୍ବରୁ ଓଲିଉଡ ଅଭିନେତା ଚନ୍ଦନ କରଙ୍କ ସହ ମନ୍ଦିର ଭିତରେ ଫଟୋ ଉଠାଇ ଚର୍ଚ୍ଚାକୁ ଆସିଥିଲେ ରାଜୁ ନନା । ଯାହାକୁ ନେଇ ଏବେ…

ସ୍ୱାସ୍ଥ୍ୟ ବୀମା ଲଞ୍ଚ୍ କରିବେ ପ୍ରଧାନମନ୍ତ୍ରୀ

ଆଜି ୭୦ ବର୍ଷରୁ ଉର୍ଦ୍ଧ୍ବ ବୟସ୍କଙ୍କ ପାଇଁ ସ୍ବାସ୍ଥ୍ୟ ବୀମା ଲଞ୍ଚ୍ କରିବେ ମୋଦି । ଓଡିଶାକୁ ମିଳିବ ମୋଦିଙ୍କ ସ୍ବାସ୍ଥ୍ୟ ଗ୍ୟାରେଣ୍ଟି । ମାର୍ଚ୍ଚ ଶେଷ ସୁଦ୍ଧା ଓଡିଶାରେ ଲାଗୁ ହେବ ଆୟୁଷ୍ମାନ ଯୋଜନା । ଆଜି ଆୟୁଷ୍ମାନ ଯୋଜନା ଦ୍ବିତୀୟ ଭାଗକୁ ଗ୍ରହଣ କରିବେ ରାଜ୍ୟ ସରକାର ।  ବିସ୍ତୃତ…

‘ରନ୍ ଫର୍ ୟୁନିଟି’ କାର୍ଯ୍ୟକ୍ରମର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର କଳିଙ୍ଗ ଷ୍ଟାଡିୟମ୍‌ରେ ଆରମ୍ଭ ହୋଇଛି ‘ରନ୍ ଫର୍ ୟୁନିଟି’ କାର୍ଯ୍ୟକ୍ରମ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରିଛନ୍ତି। ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଜୟନ୍ତୀ ଅବ୍ୟବହିତ ପୂର୍ବରୁ ରାଷ୍ଟ୍ରୀୟ ଏକତା ଦିବସ ପାଳନ ପାଇଁ ‘ରନ୍ ଫର୍ ୟୁନିଟି’ ମାରାଥନ…

ଧନ୍‌ତେରସ୍‌ ଓ ଦୀପାବଳିକୁ ନେଇ ରାଜଧାନୀ ସୁନା ବଜାରରେ ପ୍ରବଳ ଉତ୍ସାହ

ଧନ୍‌ତେରସ୍‌ରେ ସୁନା ଓ ଧାତବ ପଦାର୍ଥ କିଣିଲେ ଘରର ସମୃଦ୍ଧି ବଢ଼ିଥାଏ ବୋଲି ରହିଥିବା ବିଶ୍ବାସକୁ ଆଧାର କରି ଗହଣା ପ୍ରତିଷ୍ଠାନଗୁଡ଼ିକ ଆକର୍ଷଣୀୟ ଅଫର ଘୋଷଣା କରିଛନ୍ତି। ଗଢ଼ା ମଜୁରିରେ ରିହାତି, ସୁନାର ଗ୍ରାମ ପିଛା ଫ୍ଲାଟ୍‌ ରିହାତି, ପୁରୁଣା ସୁନା ବଦଳରେ ନୂଆ ଗହଣା ନେବା,…

ଜାଣନ୍ତୁ କେଉଁ ରାଶିକୁ ଆଜି ମିଳିବ ଶୁଭଫଳ ?

ମେଷ : ଦୀର୍ଘ ଦିନରୁ ଅଟକି ରହିଥିବା କାମଗୁଡ଼ିକ ଯୋଗୁ ମାନସିକ ଶାନ୍ତି ବ୍ୟାହତ ହେବ। ରାହୁଙ୍କ ପ୍ରଭାବରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ସକାଳୁ ସକାଳୁ ମାତ୍ରାଧିକ ଭ୍ରମଣ ମନକୁ ବିଭ୍ରାନ୍ତି କରାଇବା ଆଶଙ୍କା ରହିଛି। ଆପୋସ ଆଲୋଚନା ଦ୍ୱାରା ପାରିବାରିକ…

ଇସ୍ରାଏଲ ସେନା ପ୍ରାୟ ୧୦୦ ହମାସ ଆତଙ୍କବାଦୀଙ୍କୁ ଗିରଫ କରିଛି

ହମାସ ବିରୋଧରେ ଯୁଦ୍ଧ ଲଢ଼ୁଥିବା ଇସ୍ରାଏଲ ସେନାକୁ ବଡ଼ ସଫଳତା ମିଳିଛି। ଉତ୍ତର ଗାଜାର କମଲ ଅଦୱାନ ହସ୍ପିଟାଲରେ ଚଢ଼ାଉ କରି ଇସ୍ରାଏଲ ସେନା ପ୍ରାୟ ୧୦୦ ସନ୍ଦିଗ୍ଧ ହମାସ ଆତଙ୍କବାଦୀଙ୍କୁ ଗିରଫ କରିଛି । ଏ ସଂପର୍କରେ ଇସ୍ରାଏଲ ସୁରକ୍ଷା ବାହିନୀ ସୂଚନା ଦେଇଛି। ଅନ୍ୟପକ୍ଷରେ ଗାଜାର…