ଜାଣନ୍ତୁ କେଉଁ ରାଶିକୁ ଆଜି କର୍ମକ୍ଷେତ୍ରରେ ସଫଳତା ମିଳିବ ?

ମେଷ : ଆଜି ଆକସ୍ମିକ ଭାବରେ କୌଣସି ସମସ୍ୟା ଭିତରେ ଛନ୍ଦି ହୋଇଯିବାକୁ ପଡ଼ିପାରେ। ପୂର୍ବ କଳହକୁ କେନ୍ଦ୍ରକରି ନିକଟ ସମ୍ପର୍କୀୟମାନେ ପାଖ ମାଡ଼ିବେ ନାହିଁ। ଆବଶ୍ୟକତା ପୂରଣ ପାଇଁ ଆପଣ ଧାରକରଜ କରି କାମ ଚଳାଇ ନେବେ। ବ୍ୟବସାୟ, ଶିଳ୍ପ, ପରିବହନ ଓ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳପ୍ରାପ୍ତି…

ଦିଲ୍ଲୀରେ ଅସମ୍ଭାଳ ବାୟୁ ପ୍ରଦୂଷଣ

ଗତ କିଛି ଦିନ ଧରି ପ୍ରଦୂଷଣ ସ୍ତରରେ ଉନ୍ନତି ଆଣିଥିବା ପବନର ବେଗ ମଧ୍ୟ ହ୍ରାସ ପାଇଛି। ତେଣୁ ଆଗାମୀ ଦିନରେ ପ୍ରଦୂଷଣର ମାତ୍ରା ବଢ଼ିବ ବୋଲି ଆଶଙ୍କା ବ୍ୟକ୍ତ କରାଯାଇଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ସିପିସିବି)ର ତଥ୍ୟ ଅନୁଯାୟୀ, ସକାଳ ୯ଟା ସୁଦ୍ଧା ଦିଲ୍ଲୀର ବାୟୁ ଗୁଣବତ୍ତା…

ନିର୍ବାଚନ ମଇଦାନକୁ ଓହ୍ଲାଇଲେ ମହେନ୍ଦ୍ର ସିଂ ଧୋନୀ

ନିର୍ବାଚନ ମଇଦାନରେ ନଜର ଆସିବେ ଭାରତର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ। ନିକଟରେ ହେବାକୁ ଥିବା ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନରେ ତାଙ୍କୁ ଦେଖିବାକୁ ମିଳିବ। ଏହି ନିର୍ବାଚନ ଲାଗି ଧୋନୀଙ୍କୁ ବ୍ରାଣ୍ଡ ଆମ୍ବାସାଡର ଭାବେ ନିର୍ବାଚନ କମିଶନ ନିଯୁକ୍ତ କରିଛନ୍ତି। ବିଧାନସଭା…

ଅକ୍ଟୋବର ୨୯ରେ ଓଡ଼ିଶାବାସୀଙ୍କ ପାଇଁ ଆୟୁଷ୍ମାନ ଯୋଜନାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ

ଓଡ଼ିଶାବାସୀଙ୍କୁ କେନ୍ଦ୍ର ସରକାର ଖୁବ୍‌ ଶୀଘ୍ର ଆୟୁଷ୍ମାନ ଭାରତ ଯୋଜନା ସହ ଯୋଡ଼ିବାକୁ ଯାଉଛନ୍ତି। ପ୍ରଧାନମନ୍ତ୍ରୀ ମୋଦୀ ଭର୍ଚୁଆଲ ମାଧ୍ୟମରେ ଏହାର ଶୁଭାରମ୍ଭ କରିବେ। କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉପସ୍ଥିତ ରହିବେ। ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଏନେଇ…

ଦେଶବାସୀଙ୍କୁ ଅନୁପ୍ରାଣିତ କରୁଛି ମନ କି ବାତ କାର୍ଯ୍ୟକ୍ରମ: ମନମୋହନ ସାମଲ

ଭାରତୀୟ ସଂସ୍କୃତି, ପରଂପରା, ଐତିହ୍ୟ, କଳା, ଭାଷା ଆଦି ବିଶ୍ୱ ଦରବାରରେ ପ୍ରତିଷ୍ଠିତ କରି ପ୍ରତ୍ୟେକ ଭାରତୀୟଙ୍କୁ ଗୈାରବ୍ୱାନିତ କରିଛନ୍ତି ଦେଶର ନେତୃତ୍ୱ ନେଉଥିବା ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି । ଭଗବାନ ବିର୍ସା ମୁଣ୍ଡା, ଲୌହମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ୧୫୦…

ଇସ୍ରାଏଲର ଏୟାରଷ୍ଟ୍ରାଇକରେ ହିଜବୁଲ୍ଲାର ଜଣେ କମାଣ୍ଡର ଅହମ୍ମଦ ଜାଫର ମଟୋକର ମୃତ୍ୟୁ

ଲେବାନନ ଉପରେ ଇସ୍ରାଏଲର ଘନ ଘନ ଆକ୍ରମଣ ଜାରି ରହିଛି । ଇସ୍ରାଏଲର ଏୟାରଷ୍ଟ୍ରାଇକରେ ହିଜବୁଲ୍ଲାର ଜଣେ କମାଣ୍ଡର ଅହମ୍ମଦ ଜାଫର ମଟୋକ ମୃତ୍ୟୁବରଣ କରିଛି । ଇସ୍ରାଏଲ ପ୍ରତିରକ୍ଷା ବାହିନୀ (ଆଇଡିଏଫ) କହିଛି ଯେ ହେଜବୁଲ୍ଲାର ବିଣ୍ଟ ଜେବିଲ ଅଞ୍ଚଳର କମାଣ୍ଡର ଅହମ୍ମଦ ଜାଫର ମଟୋକ ଏକ ଏୟାର…

କଣ୍ଟାବାଞ୍ଜିରୁ ଦାଦନ ଚାଲାଣ ବେଳେ ୧୪ ଦାଦନ ଶ୍ରମିକ ଉଦ୍ଧାର

ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି ପୋଲିସକୁ ସଫଳତା। କର୍ଲାବାହାଲି ଗାଁରୁ ଦାଦନ ଚାଲାଣ  ବେଳେ ୧୪ ଦାଦନ ଶ୍ରମିକଙ୍କୁ ଉଦ୍ଧାର କଲା ପୋଲିସ।  ବିଳମ୍ବିତ ରାତିରେ କଣ୍ଟାବାଞ୍ଜିରୁ ବାହାର ରାଜ୍ୟକୁ ଚାଲାଣ ବେଳେ କର୍ଲାବାହାଲି ଗାଁ ଛକରୁ ଉଦ୍ଧାର କରିଛି  କଣ୍ଟାବାଞ୍ଜି ପୋଲିସ । ଏମାନଙ୍କ ମଧ୍ୟରେ…

ମୁମ୍ବାଇ ବାନ୍ଦ୍ରା ରେଳ ଷ୍ଟେସନରେ ପ୍ରବଳ ଭିଡ ଯୋଗୁଁ ଦଳାଚକଟା

ଦୀପାବଳି ଅବସରରେ ଘରକୁ ଯିବାକୁ ମୁମ୍ବାଇ ବାନ୍ଦ୍ରା ରେଳ ଷ୍ଟେସନରେ ପ୍ରବଳ ଭିଡ ଯୋଗୁଁ ଦଳାଚକଟା ସ୍ଥିତି । ଫଳରେ ୭ ଜଣ ଆହତ ହୋବା ସହ ୨ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି । ସେମାନଙ୍କୁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଆଜି ଭୋର ପାଖାପାଖି ୫ଟା ୪୫ ମିନିଟ ସମୟରେ ଏହି ଘଟଣା…

ଆଜି ମୁମ୍ବାଇ ସିଟି ଏଫ୍‌ସିକୁ ଭେଟିବ ଓଡ଼ିଶା ଏଫ୍‌ସି

ଘରୋଇ ପରିବେଶରେ ଇଷ୍ଟ୍‌ବେଙ୍ଗଲ୍‌ ଏଫ୍‌ସିକୁ ରୋମାଞ୍ଚକର ଢଙ୍ଗରେ ୨-୧ ଗୋଲ୍‌ରେ ହରାଇବା ପରେ ଓଡ଼ିଶା ଏଫ୍‌ସି ରବିବାର ମୁମ୍ବାଇରେ ମୁମ୍ବାଇ ସିଟି ଏଫ୍‌ସିକୁ ଭେଟିବ। ଆଇଏସ୍‌ଏଲ୍‌ର ଏହି ମହତ୍ତ୍ବପୂର୍ଣ୍ଣ ମୁକାବିଲା ମୁମ୍ବାଇ ଫୁଟ୍‌ବଲ୍ ଏରିନାରେ ଖେଳାଯିବ। ପ୍ରଥମ ଦୁଇଟି ମ୍ୟାଚ୍‌ରେ…

ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିଲେ ଲୋକସଭା ବାଚସ୍ପତି ଓମ୍ ବିର୍ଲା

ଆଜି ଏକ ବିଶ୍ଵବିଦ୍ୟାଳୟର କାର୍ଯ୍ୟକ୍ରମରେ ଯୋଗଦାନ କରିବା ସହ ବିଦ୍ୟାର୍ଥୀମାନଙ୍କ ସହ କରିବେ ଆଲୋଚନା। ଭାରତୀୟ  ଯୁବକଙ୍କ ରାଷ୍ଟ୍ର ଗଠନରେ କଣ ଯୋଗଦାନ ରହିଛି ସେ ନେଇ ଆଲୋଚନା ହେବ । ଏହା ସହ ଭୁବନେଶ୍ୱରରେ କିଛି ଲୋକପ୍ରତିନିଧିଙ୍କ ସହ ଭେଟିବାର କାର୍ଯ୍ୟକ୍ରମ ମଧ୍ୟ ରହିଛି  । ଓମ୍‌…