ଆଶା ଦିଦି ଶିବାନୀ ମଣ୍ଡଳଙ୍କୁ ତୁରନ୍ତ ସହାୟତା ପ୍ରଦାନ କରିଛନ୍ତି ରାଜ୍ୟ ସରକାର
ଖିଲାପ କଲେ କ୍ଷମା ନାହିଁ, ଭଲ କାମ କଲେ ପୁରସ୍କାର। ଏହି ପ୍ରତିଶ୍ରୁତି ପାଳନ କରିଛନ୍ତି ସରକାର। ବାତ୍ୟା ସମୟରେ ପ୍ରଶଂସନୀୟ କାର୍ଯ୍ୟ କରିଥିବାରୁ କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗର ବ୍ଲକର ଆଶା ଦିଦି ଶିବାନୀ ମଣ୍ଡଳଙ୍କୁ ତୁରନ୍ତ ସହାୟତା ପ୍ରଦାନ କରିଛନ୍ତି ରାଜ୍ୟ ସରକାର। ତାଙ୍କୁ…