ଭାରତଠାରୁ ୩୦୧ ରନରେ ଆଗୁଆ ରହିଛି ନ୍ୟୁଜିଲାଣ୍ଡ

ପୁଣେ ଟେଷ୍ଟ ରୋଚକ ମୋଡ଼ରେ ପହଞ୍ଚିଛି । ଏହି ମ୍ୟାଚର ୨ୟ ଦିନ ଖେଳ ଶେଷ ସୁଦ୍ଧା ନ୍ୟୁଜିଲାଣ୍ଡ ନିଜର ୨ୟ ଇନିଂସରେ ୫ ଓ୍ବିକେଟ ହରାଇ ୧୯୮ ରନ କରିପାରିଛି ଓ ଏହା ସହିତ ଭାରତଠାରୁ ୩୦୧ ରନରେ ଆଗୁଆ ରହିଛି । ଦଳ ପକ୍ଷରୁ ଓପନର ଟମ୍ ଲଥାମ୍ ୮୬ ରନ କରିଥିଲେ । ଭାରତ ଆଜି ନିଜର ଗତକାଲିର ସ୍କୋର…

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଅଷ୍ଟ୍ରେଲିଆ ଗସ୍ତର ଅନ୍ତିମ ଦିନ

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଅଷ୍ଟ୍ରେଲିଆ ଗସ୍ତର ଅନ୍ତିମ ଦିନ। ଶେଷ ଦିନରେ  ଭାରତୀୟ ସମାଜ ଓ ବଜାର ପାଇଁ ଷ୍ଟାର୍ଟଅପ୍ ଗୁଡ଼ିକୁ ବିକଶିତ କରିବା ଉପରେ ଆଲୋଚନା କରିଛନ୍ତି କେନ୍ଦ୍ରମନ୍ତ୍ରୀ । ଅଷ୍ଟ୍ରେଲିଆର ଗବେଷଣା ଭିତ୍ତିକ ବିଶ୍ବବିଦ୍ୟାଳୟସମୂହ ‘ଗ୍ରୁପ୍ ଅଫ୍ ୮’ ଦ୍ବାରା…

ବିଷ୍ଣୋଇ ଗ୍ୟାଙ୍ଗର ୭ଜଣ ସୁଟର ଗିରଫ

ଦିଲ୍ଲୀ ପୋଲିସର ସ୍ପେଶାଲ ସେଲକୁ ବଡ ସଫଳତା ମିଳିଛ। ଦିଲ୍ଲୀ ପୋଲିସର ସ୍ପେଶାଲ ସେଲ, ପ୍ୟାନ ଇଣ୍ଡିଆ କାର୍ଯ୍ୟାନୁଷ୍ଠାନରେ ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗର ୭ଜଣ ସୁଟରଙ୍କୁ ଗିରଫ କରିଛି । ଏହି ୭ଜଣ ସୁଟରଙ୍କୁ ପଞ୍ଜାବ ଏବଂ ଏହାର ଆଖପାଖ ରାଜ୍ୟରୁ ପୋଲିସ ଗିରଫ କରିଛି। ସ୍ପେଶାଲ ସେଲ ଟିମ ମଧ୍ୟ…

କନ୍ଧମାଳରେ ଏନ୍‌କାଉଣ୍ଟର ଜଣେ କ୍ୟାଡର ମାଓବାଦୀଙ୍କ ମୃତ୍ୟୁ

ବାଲିଗୁଡ଼ା: କନ୍ଧମାଳରେ ସୁରକ୍ଷା କର୍ମୀଙ୍କ ଏନ୍‌କାଉଣ୍ଟର । ଏନକାଉଁଟରରେ ଜଣେ ମାଓବାଦୀଙ୍କ ମୃତ୍ୟୁ ହୋଇଛି । ମାଓବାଦୀ ନିକଟରୁ ଏକ ଏକେ-୪୭ ଜବତ ବି ହୋଇଛି। କନ୍ଧମାଳ-କଳାହାଣ୍ଡି ଜିଲ୍ଲା ସୀମାନ୍ତ ବାଲିଗୁଡ଼ା ଥାନା ବୁଦାନାଇ ଜଙ୍ଗଲରେ ଏସଓଜି ଯବାନ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ…

ଝାରପଡ଼ା ଜେଲ ଭିତରେ କଏଦୀଙ୍କ ମଧ୍ୟରେ ଗୋଷ୍ଠୀ ସଂଘର୍ଷ:ଜେଲ୍‌ରଙ୍କୁ ୩ କଏଦୀ ଆକ୍ରମଣ

ଭୁବନେଶ୍ବର: ଝାରପଡ଼ା ଜେଲ ଭିତରେ କଏଦୀଙ୍କ ଉତ୍ପାତ । କିଛି ଦିନ ତଳେ ଏହି ଜେଲରୁ ଗଂଜେଇଠୁ ଆରମ୍ଭ କରି ଫୋନ, ଛୁରି ମିଳିଥିଲା । ଆଜି କଏଦୀଙ୍କ ମଧ୍ୟରେ ଗୋଷ୍ଠୀ ସଂଘର୍ଷ ହେବା ଫଳରେ ତୁମୁଳ କାଣ୍ଡ ଘଟିଛି। କଏଦୀଙ୍କ ମଧ୍ୟରେ ଗୋଷ୍ଠୀ ସଂଘର୍ଷ ପାଇଁ ଜେଲରେ ସାଇରନ୍ ବାଜିଥିବା ଜଣାପଡିଛି।…

ବାତ୍ୟା ପରେ ଏବେ ବନ୍ୟା ଆଶଙ୍କା

ବାତ୍ୟା ପରେ ଏବେ ବନ୍ୟା ଆଶଙ୍କାରେ କିଛି ଜିଲାବାସୀ ଆତଙ୍କିତ। ଏହି ଜିଲାଗୁଡ଼ିକ ହେଲା କଟକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା, ଅନୁଗୋଳ, ବାଲେଶ୍ବର, ଭଦ୍ରକ, ଗଜପତି, ବୌଦ୍ଧ, ଗଞ୍ଜାମ, କନ୍ଧମାଳ, କେନ୍ଦୁଝର, ଖୋର୍ଦ୍ଧା, ମୟୂରଭଞ୍ଜ, ନୟାଗଡ଼ ଓ ପୁରୀ। ଏନେଇ ଆଇଏମଡି ପକ୍ଷରୁ ସୂଚନା…

ସ୍ବାଭାବିକ ହେଲା ବିମାନସେବା, ବିଳମ୍ଭରେ ଚାଲୁଛି ଟ୍ରେନ

ଭୁବନେଶ୍ବର: ଭୁବନେଶ୍ବରରେ ସ୍ବାଭାବିକ ହେଲା ବିମାନସେବା,କିନ୍ତୁ ବିଳମ୍ଭରେ ଚାଲୁଛି ଟ୍ରେନ । ସକାଳ ୮ଟାରୁ ଭୁବନେଶ୍ବରରେ ବିମାନସେବା ସ୍ବାଭାବିକ ହୋଇଛି । ବାତ୍ୟା ପାଇଁ କାଲି ସନ୍ଧ୍ୟା ୫ଟାରୁ ଉଡ଼ାଣ ବାତିଲ ହୋଇଥିଲା । ଟ୍ରେନ ମଧ୍ୟ ବାତିଲ ହୋଇଥିଲା । ବାତିଲ ଟ୍ରେନ କୁ ଛାଡି ଅନ୍ୟ…

ଜଷ୍ଟିସ ସଞ୍ଜୀବ ଖାନ୍ନା ହେବେ ସୁପ୍ରିମକୋର୍ଟର ପରବର୍ତ୍ତୀ ପ୍ରଧାନ ବିଚାରପତି

ଜଷ୍ଟିସ ସଞ୍ଜୀବ ଖାନ୍ନା ହେବେ ସୁପ୍ରିମକୋର୍ଟର ପରବର୍ତ୍ତୀ ପ୍ରଧାନ ବିଚାରପତି । ସଞ୍ଜୀବ ଖାନ୍ନାଙ୍କୁ ନିଯୁକ୍ତ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ନଭେମ୍ବର ୧୧ରେ ଦାୟିତ୍ବ ଗ୍ରହଣ କରିବେ ଜଷ୍ଟିସ ଖାନ୍ନା । ବର୍ତ୍ତମାନର ପ୍ରଧାନ ବିଚାରପତି ଜଷ୍ଟିସ ଚନ୍ଦ୍ରଚୂଡ଼ଙ୍କ କାର୍ଯ୍ୟକାଳ ସରିବା…

କେନ୍ଦ୍ରପଡାରେ ତାଣ୍ଡବ ରଚିଲା ବାତ୍ୟା ‘ଦାନା’

କେନ୍ଦ୍ରାପଡାର ହବାଳି ଖଟି ନେଚର କ୍ୟାମ୍ପ ନିକଟରେ ରାତି 12ଟା 5 ମିନିଟ୍ ରେ ସ୍ଥଳଭାଗ ଛୁଇଁଥିଲା ଭୀଷଣ ବାତ୍ୟା ଦାନା । ଲ୍ୟାଣ୍ଡଫଲ୍ ପରେ କେନ୍ଦ୍ରାପଡ଼ା, ଭଦ୍ରକ ଓ ବାଲେଶ୍ବରରେ ତାଣ୍ଡବ ରଚିଛି ବାତ୍ୟା । ତୁହାକୁ ତୁହା ପବନ ସହ ଲଗାଣ ବର୍ଷାରୁ ବେହାଲ ହେଲା ସ୍ଥିତି । କେଉଁଠି ଉଡିଛି…

ସେନା ଗାଡ଼ି ଉପରେ ଆତଙ୍କବାଦୀ ଆକ୍ରମଣ

ଜମ୍ମୁ କଶ୍ମୀରର LOC ନିକଟରେ ଆତଙ୍କବାଦୀମାନେ ସେନା ଗାଡିକୁ ଟାର୍ଗେଟ କରିଛନ୍ତି। ଏହି ଆକ୍ରମଣରେ ଦୁଇ ଯବାନ ଶହୀଦ ହୋଇଥିବାବେଳେ ସେନାରେ କାର୍ଯ୍ୟ କରୁଥିବା ଦୁଇଜଣ ଶ୍ରମିକଙ୍କର ମଧ୍ୟ ମୃତ୍ୟୁ ହୋଇଛି ଓ ଦୁଇ ଯବାନ ଆହତ ହୋଇଛନ୍ତି। ଏହି ଆକ୍ରମଣକୁ ନେଇ ଜମ୍ମୁ କଶ୍ମୀର ମୁଖ୍ୟମନ୍ତ୍ରୀ…