ମୁଖ୍ୟଯନ୍ତ୍ରୀ କୈଳାସ ଚନ୍ଦ୍ର ସାହୁଙ୍କ ଘର ସମେତ ୧୦ଟି ସ୍ଥାନରେ ଆଜି ଭିଜିଲାନ୍ସ ପକ୍ଷରୁ ଚଢ଼ାଉ

ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବୈତରଣୀ ବେସିନର ମୁଖ୍ୟଯନ୍ତ୍ରୀ କୈଳାସ ଚନ୍ଦ୍ର ସାହୁଙ୍କ ଘରେ ଆଜି ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। କୈଳାସଙ୍କ ପୈତୃକ ଘର ସମେତ ୧୦ଟି ସ୍ଥାନରେ ଆଜି ସକାଳେ ଚଢ଼ାଉ କରାଯାଇଛି। ଚଢ଼ାଉ ବେଳେ କୈଳାସଙ୍କର ୩୬ଟି ପ୍ଲଟ୍‌ , ୩ଟି ଫ୍ଲାଟ୍ ଓ…

ପ୍ରଧାନମନ୍ତ୍ରୀ ଭାରତୀୟ ଜନଔଷଧି ପରିଯୋଜନା ଅକ୍ଟୋବର ୨୦୨୪ରେ ୧୦୦ କୋଟିର ବିକ୍ରି କରିଛି

ପ୍ରଧାନମନ୍ତ୍ରୀ ଭାରତୀୟ ଜନଔଷଧି ପରିଯୋଜନା (ପିଏମ୍‌ବିଜେପି) ଅକ୍ଟୋବର ୨୦୨୪ରେ ୧୦୦୦ କୋଟି ଟଙ୍କାର ବିକ୍ରି ସହ ଏକ ଉଲ୍ଲେଖନୀୟ ଉପଲବ୍ଧି ହାସଲ କରିଛି । ଗତ ବର୍ଷ ତୁଳନାରେ ଏହା ଏକ ମହତ୍ୱପୂର୍ଣ୍ଣ ଅଭିବୃଦ୍ଧି ଏବଂ ଏହି ଲକ୍ଷ୍ୟ ୨୦୨୩ ଡିସେମ୍ବରରେ ହାସଲ କରାଯାଇଥିଲା। ଏହି ସଫଳତା ସୁଲଭ ତଥା…

ସିଙ୍ଗାପୁର ପ୍ରଧାନମନ୍ତ୍ରୀ ଲରେନ୍ସ ଓଙ୍ଗଙ୍କୁ ସାକ୍ଷାତ୍ କଲେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ

ଗୁରୁତ୍ୱପୂର୍ଣ୍ଣ ବିଦେଶ ଗସ୍ତରେ ଥିବା କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ସିଙ୍ଗାପୁରର ପ୍ରଧାନମନ୍ତ୍ରୀ ଲରେନ୍ସ ୱଙ୍ଗଙ୍କୁ ଭେଟି ଭାରତ ଓ ସିଙ୍ଗାପୁର ମଧ୍ୟରେ ବିଦ୍ୟାଳୟ ଶିକ୍ଷା, ଧନ୍ଦାମୂଳକ ଶିକ୍ଷା ଏବଂ ଗବେଷଣା କ୍ଷେତ୍ରରେ ଦ୍ୱିପାକ୍ଷିକ ସହଯୋଗକୁ ବୃଦ୍ଧି ଏବଂ ବ୍ୟାପକ…

ସମ୍ଭାବ୍ୟ ବାତ୍ୟା ମୁକାବିଲା ପ୍ରସ୍ତୁତି ସମୀକ୍ଷା ଲାଗି ଜାତୀୟ ବିପର୍ଯ୍ୟୟ ପ୍ରଶାସନ କମିଟିର ଜରୁରୀ ବୈଠକ

କ୍ୟାବିନେଟ୍‌ ସଚିବ ଡକ୍ଟର ଟି.ଭି. ସୋମନାଥନଙ୍କ ଅଧ୍ୟକ୍ଷତାରେ ବଙ୍ଗୋପସାଗରରେ ସମ୍ଭାବ୍ୟ ବାତ୍ୟା ମୁକାବିଲା ପ୍ରସ୍ତୁତି ସମୀକ୍ଷା ପାଇଁ ଜାତୀୟ ବିପତ୍ତି ପ୍ରଶମନ କମିଟିର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ବର୍ତ୍ତମାନ ସୁଦୃଶ୍ୟ ଲଘୁଚାପ…

ଶୀତଦିନେ ଭିଟାମିନ-D ଶରୀର ପାଇଁ କାହିଁକି ଜରୁରୀ ?

ଶରୀରକୁ ସୁସ୍ଥ ରଖିବା ପାଇଁ ବିଭିନ୍ନ ପୋଷକ ତତ୍ତ୍ୱ ଆବଶ୍ୟକ । ବିଶେଷକରି ଥଣ୍ଡା ପାଗରେ ରୋଗ ପ୍ରତିରୋଧକ ଶକ୍ତି ବହୁତ ଦୁର୍ବଳ ହୋଇଯାଏ । ଶୀତଦିନେ ଶରୀରରେ ଅନେକ ଜରୁରୀ ଭିଟାମିନ୍ ଏବଂ ପୋଷକ ତତ୍ତ୍ୱର ଅଭାବ ଦେଖାଯାଏ । ବିଶେଷକରି ଭିଟାମିନ୍ ଡି କମିବା ଆରମ୍ଭ କରେ ଯାହା ସମଗ୍ର ଶରୀର ଉପରେ…

ରାଷ୍ଟ୍ରପତିଙ୍କ ଓଡିଶା ଗ୍ରସ୍ତ ସ୍ଥଗିତ

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତ ସ୍ଥଗିତ। ସମ୍ଭାବ୍ୟ ବାତ୍ୟା ପାଇଁ ୨୩ରୁ ୨୫ ତାରିଖ ପର୍ଯ୍ୟନ୍ତ ଥିବାରୁ ଓଡ଼ିଶା ଗସ୍ତ ସ୍ଥଗିତ ହୋଇଥିବା ସୂଚନା ମିଳିଛି। ବାଙ୍ଗିରିପୋଷି, ରାଇରଙ୍ଗପୁର, ପୁରୀ ଓ ଭୁବନେଶ୍ୱରରେ କାର୍ଯ୍ୟକ୍ରମ ଥିଲା। ବାତ୍ୟାକୁ ଦ୍ରୁଷ୍ଟିରେ ଯୋଗୁ…

ବାତ୍ୟାକୁ ଦ୍ରୁଷ୍ଟିରେ ରଖି ସରକାର ଏହି ୧୪ଟି ଜିଲ୍ଲାରେ ସମସ୍ତ ସ୍କୁଲ ବନ୍ଦ ଘୋଷଣା କରିଛନ୍ତି

ସମ୍ଭାବ୍ୟ ବାତ୍ୟାକୁ ନେଇ ରାଜ୍ୟ ସରକାର ସୋମବାର ସ୍କୁଲ ଛୁଟି ଘୋଷଣା କରିଛନ୍ତି। ୨୩ରୁ ୨୫ ତାରିଖ ଯାଏ ସ୍କୁଲ ବନ୍ଦ ରହିବ। ସ୍ବତନ୍ତ୍ର ରିଲିଫ କମିଶନରଙ୍କ ପକ୍ଷରୁ ପ୍ରଭାବିତ ହେବାକୁ ଥିବା ୧୪ ଜିଲାରେ ସ୍କୁଲ ଛୁଟି ଘୋଷଣା ହୋଇଛି। ସେହି ଜିଲାଗୁଡିକ ହେଉଛି ଗଞ୍ଜାମ, ପୁରୀ, ଜଗତ୍‌ସିଂହପୁର,…

ଯାଜପୁର ଜିଲ୍ଲା କାଳିଆପାଣି ଥାନା ଓଏମ୍‌ସି କଲରଙ୍ଗି ଟ୍ରକ୍‌ ପାର୍କିଂୟାର୍ଡରେ ସୂଟିଙ୍ଗ ହେଉଛି…

ଯାଜପୁର ଜିଲ୍ଲା କାଳିଆପାଣି ଥାନା ଓଏମ୍‌ସି କଲରଙ୍ଗି ଟ୍ରକ୍‌ ପାର୍କିଂୟାର୍ଡରେ ମୈତ୍ରୀ ମୁଭି ମେକର୍ସ ପକ୍ଷରୁ ଆଜି ବହୁଚର୍ଚ୍ଚିତ ପୁଷ୍ପା-୨ ଫିଲ୍ମ ପାଇଁ ପ୍ରାରମ୍ଭିକ ପର୍ଯ୍ୟାୟ ସୁଟିଂ କରାଯାଇଛି। ଏହି ଚଳଚ୍ଚିତ୍ର ପାଇଁ ପ୍ରଯୋଜନା ସଂସ୍ଥାର ପ୍ରବନ୍ଧକ ଜି ଭାରା ପ୍ରସାଦଙ୍କ ନେତୃତ୍ବରେ…

ଆଜି କେଉଁ ରାଶିରେ ଥିବା ସମସ୍ୟାର ସମାଧାନ ଘଟିବ ?

ଅଦ୍ୟ ଅକ୍ଟୋବର ମାସ ୨୨ ତାରିଖ ୨୦୨୪ ମସିହା(ମଙ୍ଗଳବାର) ଶକାବ୍ଦ -୧୯୪୬ ସମ୍ବତ -୨୦୮୧ ଦିଲ୍ଲୀସ୍ୱରାଦ୍ଧ-୧୪୩୨ ସମ୍ବତ୍ସର-କାଳ କାର୍ତ୍ତିକମାସ- କୃଷ୍ଣପକ୍ଷ ତିଥି- ଷଷ୍ଠୀ ରାତ୍ରି ଘ ୦୧/୨୭ ଗତେ ସପ୍ତମୀ ନକ୍ଷତ୍ର- ମୃର୍ଗଶିରା ଦିବା ଘ୦୬/୨୨ ଗତେ ଆର୍ଦ୍ରା ଚନ୍ଦ୍ର - ମିଥୁନ ଯୋଗ-…

ଏୟାର୍‌ ଇଣ୍ଡିଆ ବିମାନ ଉଡ଼ାଇଦେବାକୁ ଧମକ ଦେଲା ଗୁରୁପତୱନ୍ତ ସିଂହ ପନ୍ନୁ

ଆମେରିକାରେ ଥିବା ଖଲିସ୍ତାନୀ ଆତଙ୍କବାଦୀ ତଥା ଶିଖ୍‌ସ ଫର୍‌ ଜଷ୍ଟିସ୍‌ (ଏସ୍‌ଏଫ୍‌ଜେ)ର ‌ମୁଖ୍ୟ ଗୁରୁପତୱନ୍ତ ସିଂହ ପନ୍ନୁ ଗତବର୍ଷ ଭଳି ପୁଣି ଥରେ ବିମାନ ଉଡ଼ାଇଦେବାକୁ ଧମକ ଦେଇଛି। ଦିଲ୍ଲୀ ଶିଖ୍‌ ବି‌ରୋଧୀ ଦଙ୍ଗାର ୪୦ତମ ବାର୍ଷିକୀ ଅବସରରେ ନଭେମ୍ବର ୧ ଠାରୁ ୧୯ ମଧ୍ୟରେ ଏୟାର୍‌ ଇଣ୍ଡିଆ…