କ୍ଷମା ମାଗିଲେ ନିୟା
ବିଗ୍ବସ୍ ୧୮’ ରବିବାରଠାରୁ ଆରମ୍ଭ ହୋଇଛି। ଏହି ଶୋ’ରେ ଅଭିନେତ୍ରୀ ନିୟା ଶର୍ମା ଅଂଶଗ୍ରହଣ କରୁଥିବାନେଇ ବିଭିନ୍ନ ରିପୋର୍ଟ ପ୍ରକାଶ ପାଇଥିଲା। ନିୟା ମଧ୍ୟ ପୂର୍ବରୁ ଉକ୍ତ ରିପୋର୍ଟକୁ ସ୍ବୀକାର କରିଥିଲେ। ତେବେ ସେ ରବିବାର ଏହି ଶୋ’ରେ ଅଂଶଗ୍ରହଣ କରୁ ନାହାନ୍ତି ବୋଲି ସୂଚନା ଦେଇଛନ୍ତି।…