ମିଥୁନଙ୍କୁ ମିଳବ ଦାଦା ସାହେବ ଫାଲକେ ଆଓ୍ବାର୍ଡ

ଅଭିନେତା ମିଥୁନ ଚକ୍ରବର୍ତ୍ତୀ ଭାରତୀୟ ସିନେମା ଜଗତର ଦିଗ୍‌ଜ ଓ ଲୋକପ୍ରିୟ କଳାକାର। ତାଙ୍କୁ ଦାଦା ସାହେବ ଫାଲକେ ସମ୍ମାନ ମିଳିବାକୁ ଯାଉଛି। ଏନେଇ କେନ୍ଦ୍ରମନ୍ତ୍ରୀ ଅଶ୍ୱନୀ ବୈଷ୍ଣବ ଟ୍ବିଟ କରି ସୂଚନା ଦେଇଛନ୍ତି। ଅକ୍ଟୋବର ୮ ନ୍ୟାଶନାଲ ଫିଲ୍ମ ଆଓ୍ବାର୍ଡ ସମାରୋହରେ ତାଙ୍କୁ ଏହି…

ଟ୍ରକ୍ କୁ ପିଟିଲା ବସ୍,ଜଣେ ମୃତ ୨୦ ଆହତ

ଯାଜପୁର ଜିଲ୍ଲା ଜାରକା ଛକ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଥିଲା। ଏଠାରେ ଛିଡ଼ା ହୋଇଥିବା ଏକ ଟ୍ରକକୁ ବସ୍ ପିଟିବା ଫଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ, ୨୦ ଜଣ ଆହତ ହୋଇଥିବା ଜଣାଯାଇଛି। ଧର୍ମଶାଳା ମେଡ଼ିକାଲରେ ଆହତମାନେ ଚିକିତ୍ସା ହେଉଛନ୍ତି।ସୂଚନା ଅନୁଯାୟୀ, ବିଳମ୍ବିତ ରାତିରେ…

ଅକ୍ଟୋବର ୯ରେ ମିଳିବ ସୁଭଦ୍ରା ଟଙ୍କା

ରାଜ୍ୟର ପ୍ରାୟ ୪୦ଲକ୍ଷ ମହିଳାଙ୍କୁ ଆସନ୍ତା ଅକ୍ଟୋବର ୯ତାରିଖରେ ସୁଭଦ୍ରା ଯୋଜନାରେ ୫ହଜାର ଟଙ୍କା ଲେଖାଏ ମିଳିବ। ଏନେଇ ବାରିପଦାରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଟଙ୍କା ପ୍ରଦାନ କରିବେ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି। ସେ…

ପାକିସ୍ତାନକୁ ଆତଙ୍ଗବାଦ ସହ ସମ୍ପର୍କ ଛାଡିବାକୁ ଚେତାବନୀ ଦେଲେ ଏସ୍ ଜୟଶଙ୍କର

ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍ ଜୟଶଙ୍କର ଜାତିସଂଘର ସାଧାରଣ ସଭାରେ ଏହା ଉପରେ ଗୁରୁତ୍ୱାରୋପ କରିଛନ୍ତି  ପାକିସ୍ତାନ ଦଖଲ କରିଥିବା କଶ୍ମୀର (ପିଓକେ)ପ୍ରସଙ୍ଗର ସମାଧାନ ଏବେ କରିବାକୁ ପଡିବ। ସେ କହିଛନ୍ତି ଯେ ପାକିସ୍ତାନର ସୀମା ପାର୍ ଆତଙ୍କବାଦ ନୀତି କଦାପି ସଫଳ ହେବ ନାହିଁ ଏବଂ…

ଆଜିର ରାଶିଫଳ

ମେଷ : ଅଟକିଥିବା କାମଗୁଡ଼ିକ ଯୋଗୁ ମାନସିକ ଶାନ୍ତି ବ୍ୟାହତ ହେବ। କର୍ମକ୍ଷେତ୍ର, ବ୍ୟବସାୟ, ପରିବହନ, ରାଜନୀତି, ସଭାସମିତି ପାଇଁ ପ୍ରତିକୂଳ ପରିସ୍ଥିତିର ଚାପ ବଢିପାରେ। ସମ୍ପର୍କୀୟଙ୍କ ମିଥ୍ୟା ଅଭିଯୋଗ ସକାଶେ ନିଜ ଲୋକଙ୍କୁ ଦାୟୀ କରିବେ। ଦ୍ୱିଜା ନକ୍ଷତ୍ରର ଆପୋସ ଆଲୋଚନା ଦ୍ୱାରା…

ଲବଣଗିରି ପାହାଡ଼ ଶୀର୍ଷରେ ନୂତନ ଭାବେ ନିର୍ମିତ ମନ୍ଦିର ଏବଂ ଉଦ୍ୟାନର ଉଦ୍‌ଘାଟନ କରିବେ ରାଷ୍ଟ୍ରପତି

ଐତିହାସିକ ଲବଣଗିରି ପାହାଡ଼ ଶୀର୍ଷରେ ନୂତନ ଭାବେ ନିର୍ମିତ ଶ୍ରୀଜଗନ୍ନାଥ ମନ୍ଦିର, ଶିବ ମନ୍ଦିର, ହନୁମାନ ମନ୍ଦିର ଏବଂ ଉଦ୍ୟାନର ଉଦ୍‌ଘାଟନ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଡିସେମ୍ବର ୧୨ରେ ଉଦ୍‌ଘାଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ରାଷ୍ଟ୍ରପତିଙ୍କ ସହ ଏହି କାର୍ଯ୍ୟରେ ସମ୍ମାନିତ…

ଦୁଇ ଦିନିଆ ଝାଡ଼ଖଣ୍ଡ ଗ୍ରସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜିଠାରୁ ଝାଡ଼ଖଣ୍ଡ ଯିବାର କାର୍ଯ୍ୟକ୍ରମ ରହିଛି। ପଶ୍ଚିମ ସିଂହଭୂମର ଜଗନ୍ନାଥପୁରରେ ପ୍ରାକ୍ ନିର୍ବାଚନ ଶୋଭାଯାତ୍ରାରେ ଯୋଗଦେବେ।  ୧ ତାରିଖରେ ଚାଇଁବାସାର କୋଲ୍ ହାନ୍ ଯିବେ ମୁଖ୍ୟମନ୍ତ୍ରୀ। ଝାଡ଼ଖଣ୍ଡରେ ଥିବା ଓଡ଼ିଆଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି।

ଲେମ୍ବୁର ଉପକାରିତା

ସାଧାରଣତଃ ଲେମ୍ବୁର ବ୍ୟବହାର ବିଭିନ୍ନ ପୂଜା, ଦେବ କାର୍ଯ୍ୟ, ନୂତନ ବାସଗୃହରେ ପ୍ରବେଶ ବେଳେ, ଯାନବାହନ ଆଦିର ପୂଜା ତଥା ଯେ କୌଣସି ଶୁଭାଶୁଭ ପୂଜା କାର୍ଯ୍ୟରେ ହୋଇଥାଏ। ଲେମ୍ବୁରେ ଅନେକ ପ୍ରକାର ଔଷଧୀୟ ଗୁଣ ଭରି ରହିଛି। ଲଣ୍ଡନ ବିଶ୍ୱବିଦ୍ୟାଳୟର ପୁଷ୍ଟିବିଜ୍ଞାନୀଙ୍କ ଦ୍ୱାରା ହୋଇଥିବା ଏକ…

ସ୍ତ୍ରୀ ୨’ର ରେକର୍ଡ ଭାଙ୍ଗିଲା ‘ଦେବରା ପାର୍ଟ ୧’

ଜୁନିୟର ଏନ୍‌ଟିଆର୍‌ଙ୍କ ବହୁ ପ୍ରତୀକ୍ଷିତ ଚଳଚ୍ଚିତ୍ର ‘ଦେବରା ପାର୍ଟ ୧’ ଶୁକ୍ରବାର ମୁକ୍ତିଲାଭ କରିଛି। ଆରମ୍ଭରୁ ହିଁ ଏହି ଚଳଚ୍ଚିତ୍ରକୁ ଦର୍ଶକ ବେଶ୍‌ ପସନ୍ଦ କରିବାରେ ଲାଗିଛନ୍ତି, ଯାହାଫଳରେ ଏହା ବକ୍ସ ଅଫିସ୍‌ରେ ମଧ୍ୟ ଧମାଲ୍‌ ମଚାଇବାରେ ଲାଗିଛି। କେବଳ ଘରୋଇ ବକ୍ସ ଅଫିସରେ ନୁହେଁ ବରଂ…

ବୋର୍ଡ ପରୀକ୍ଷା ଢାଞ୍ଚାକୁ ନେଇ ଏକ ବଡ଼ ପରିବର୍ତ୍ତନ

ଆଗକୁ ଆସୁଛି ମାଟ୍ରିକ ଏବଂ +୨ ପିଲାଙ୍କ ବୋର୍ଡ ପରୀକ୍ଷା । ଏହାପୂର୍ବରୁ ପରୀକ୍ଷା ଢାଞ୍ଚାକୁ ନେଇ ଏକ ବଡ଼ ପରିବର୍ତ୍ତନ କରାଯାଇଛି । ପରୀକ୍ଷାରେ ଚିଟିଙ୍ଗ କରୁଥିବା ପିଲାମାନଙ୍କୁ ସାବାଡ଼ କରିବା ପାଇଁ ନିଆଯିବ କଡ଼ା ପଦକ୍ଷେପ । ଏଥିପାଇଁ ବୋର୍ଡ ତରଫରୁ ଆଦେଶ ମଧ୍ୟ ଜାରି ହୋଇଛି । ଏହି ନୂଆ…