ଦଶହରାରେ ନିର୍ଦ୍ଧୁମ ଛେଚିବ

ଗୋଟିଏ ପଟେ ମା ଜଗତଜନନୀଙ୍କ ଆଗମନ ପାଇଁ ଆରମ୍ଭ ହୋଇଗଲାଣି ପୂଜା ପ୍ରସ୍ତୁତି । ବନ୍ଧା ହେଲାଣି ତୋରଣ ଓ ମଣ୍ଡପ । ଅନ୍ୟପଟେ ଭାରତୀୟ ପାଣିପାଗ ବିଭାଗର ଦୀର୍ଘ ମିଆଦି ଆକଳନ କହୁଛି, ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଆସନ୍ତା ୬ତାରିଖରେ ଲଘୁଚାପ ସୃଷ୍ଟି ହୋଇପାରେ ।  …

ସାମୁଦ୍ରିକ ଝଡ଼ ‘ହେଲେନ’ ଆମେରିକାର ବିଭିନ୍ନ ପ୍ରାନ୍ତରେ ୬୪ଜଣଙ୍କ ଜୀବନ ନେଇଛି

ସାମୁଦ୍ରିକ ଝଡ଼ ‘ହେଲେନ’ ଆମେରିକାର ବିଭିନ୍ନ ପ୍ରାନ୍ତରେ ୬୪ଜଣଙ୍କ ଜୀବନ ନେଇଛି। ଗୁରୁବାର ରାତିରେ ହେଲେନ ଫ୍ଲୋରିଡ଼ା ଉପକୂଳ ଛୁଇଁବା ସହ ବ୍ୟାପକ କ୍ଷୟକ୍ଷତି କରିଥିଲା। ହେଲେନ ସ୍ଥଳଭାଗ ଛୁଇଁବା ବେଳକୁ ଘଣ୍ଟାପ୍ରତି ୨୨୫ କିଲୋମିଟର ବେଗରେ ପବନ ହେଉଥିବା ଜଣାପଡ଼ିଛି। ପ୍ରବଳ ପବନରେ…

ସୁରେଶ ଦେବଦତ୍ତ ସିଂ ଟ୍ୱିନସିଟି କମିସନର

ସୁରେଶ ଦେବଦତ୍ତ ସିଂ ଟ୍ୱିନସିଟି କମିସନର । ବଦଳିଲେ ପୁଲିସ କମିସନର ସଞ୍ଜୀବ ପଣ୍ଡା । ସଞ୍ଜୀବ ପଣ୍ଡା ଏଡିଜି ଟ୍ରେନିଂ ଓ BPSPA  ନିର୍ଦ୍ଦେଶକ । ସେହିଭଳି ବଦଳିଛନ୍ତି ସିଆଇଡି ସିବିଏଡିଜି ଅରୁଣ ବୋଥ୍ରା । ଅରୁଣ ବୋଥ୍ରାଙ୍କୁ ଏଡିଜିପି ରେଳବାଇ ଓ ଉପକୂଳ ସୁରକ୍ଷା ଦାୟିତ୍ୱ ।  ରାଧାକୃଷ୍ଣ…

ମହାପ୍ରଭୁଙ୍କ ଦର୍ଶନ ପାଇଁ ଶ୍ରୀମନ୍ଦିରକୁ ଯାଉଥିବା ସବୁଭକ୍ତଙ୍କୁ ମିଳିବ ମହାପ୍ରସାଦ

ମହାପ୍ରଭୁଙ୍କ ଦର୍ଶନ ପାଇଁ ଶ୍ରୀମନ୍ଦିରକୁ ଯାଉଥିବା ସବୁଭକ୍ତଙ୍କୁ ମିଳିବ ମହାପ୍ରସାଦ। ଦର୍ଶନ ସରିବାପରେ ସାଙ୍ଗରେ ମହାପ୍ରସାଦ ନେଇ ଘରକୁ ଯାଇପାରିବେ ଭକ୍ତ। ଏ ବାବଦରେ ଆଲୋଚନା ଆରମ୍ଭ ହୋଇଛି। ଜୟଦେବ ଭବନରେ ଆଜି ଆୟୋଜିତ ଶ୍ରୀ ଜଗନ୍ନାଥ ସଂସ୍କୃତି ପରିଷଦର ବାର୍ଷିକ ଉତ୍ସବରେ ମୁଖ୍ୟ ଅତିଥି…

ଆଇଫା ଉତ୍ସବ ୨୦୨୪ : ଶାହରୁଖଙ୍କୁ ଶ୍ରେଷ୍ଠ ଅଭିନେତା ଓ ଶ୍ରେଷ୍ଠ ସିନେମା ଅଭିନେତ୍ରୀ ଭାବେ ରାଣୀ ମୁଖାର୍ଜୀଙ୍କ…

ବଲିଉଡ ଅଭିନେତ୍ରୀ ରାନୀ ମୁଖାର୍ଜୀ ‘ମିସେସ ଚାଟାର୍ଜୀ ଭର୍ସେସ ନରୱେ’ରେ ତାଙ୍କର ଚମତ୍କାର ଅଭିନୟ ସହିତ ତାଙ୍କ ପ୍ରଶଂସକଙ୍କ ହୃଦୟ ଜିତିଥିଲେ। ପ୍ରଶଂସକମାନେ ତାଙ୍କ ଫିଲ୍ମକୁ ବହୁତ ପସନ୍ଦ କରିଥିଲେ। ଅଭିନେତ୍ରୀଙ୍କ ଏହି ଚମତ୍କାର ପ୍ରଦର୍ଶନ ଦେଖି ତାଙ୍କୁ ଆବୁଧାବିରେ ଆୟୋଜିତ IIFA 2024…

ଭୁବନେଶ୍ୱରରେ ରୁପା କିଲୋ ଲକ୍ଷେ ଉପରେ ପହଞ୍ଚଛି

ଉଭୟ ଜାତୀୟ ଓ ଘରୋଇ ବଜାରରେ ସୁନା ଦର ସର୍ବୋଚ୍ଚ ସ୍ତର ଛୁଇଁଥିଲାବେଳେ ଭୁବନେଶ୍ୱରରେ ରୁପା କିଲୋ ଲକ୍ଷେ ଉପରେ ପହଞ୍ଚତ୍ଛି। ଉଲ୍ଲେଖଯୋଗ୍ୟ, ଅନ୍ତଃରାଷ୍ଟ୍ରୀୟ ସମସ୍ୟା ଓ ଆମଦାନୀ ହ୍ରାସ କାରଣରୁ ସୁନା, ରୁପା ଓ ଅନ୍ୟାନ୍ୟ ମୂଲ୍ୟବାନ୍‌ ଗହଣାର କଞ୍ଚାମାଲ ଦର ବୃଦ୍ଧି ପାଇଥିଲାବେଳେ ଗହଣା…

ଆସୁଛି ଶୀତ ଋତୁ ,ଦିଲ୍ଲୀକୁ ଘାରିଲାଣି ପ୍ରଦୂଷଣ ଚିନ୍ତା, ମାର୍ଗଦର୍ଶିକା ଜାରି

ଦିଲ୍ଲୀରେ ବାୟୁ ପ୍ରଦୂଷଣ ଚିନ୍ତାର ବିଷୟ ପାଲଟିଥିବାବେଳେ ଆଗାମୀ ଶୀତ ଋତୁରେ ଏହା ଅଧିକ ସାଙ୍ଘାତିକ ହେବାର ଆଶଙ୍କା ରହିଛି। ବିଶେଷ କରି କୋଠାବାଡ଼ି, ରାସ୍ତାଘାଟ ନିର୍ମାଣ ସମୟରେ ବାହାରୁଥିବା ଧୂଳି ବାୟୁମଣ୍ଡଳରେ ମିଶିବା ଫଳରେ ପ୍ରଦୂଷଣ ବଢ଼ିବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି…

ଅକ୍ଟୋବର ୯ ତାରିଖରେ ‘ସୁଭଦ୍ରା’ ଯୋଜନାର ପ୍ରଥମ କିସ୍ତିର ଦ୍ବିତୀୟ ପର୍ଯ୍ୟାୟ ଟଙ୍କା ମିଳିବ

 ଆଗାମୀ ଅକ୍ଟୋବର ୯ ତାରିଖରେ ‘ସୁଭଦ୍ରା’ ଯୋଜନାର ପ୍ରଥମ କିସ୍ତିର ଦ୍ବିତୀୟ ପର୍ଯ୍ୟାୟ ଟଙ୍କା ମିଳିବ ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ୪୦ ଲକ୍ଷରୁ ଅଧିକ ମହିଳାଙ୍କୁ ମିଳିବ ଏହି ଅର୍ଥ। ଆସନ୍ତା ୭ ତାରିଖ ସୁଦ୍ଧା ନାମ ପଞ୍ଜିକରଣ କରିଥିବା ମହିଳାଙ୍କୁ ଏହି ଟଙ୍କା…

ବିକାଶ ନାଁରେ ୩ଟି ପରିବାର ଯାଜପୁରକୁ ଲୁଟିଛନ୍ତି

ବିକାଶ ନାଁରେ ୩ଟି ପରିବାର ଯାଜପୁରକୁ ଲୁଟିଛନ୍ତି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ। ଆଜି ଯାଜପୁରର ବଡ଼ଚଣାରେ ବିଜେପିର ସଦସ୍ୟତା ଅଭିଯାନ କାର୍ଯ୍ୟକ୍ରମରେ ନାଁ ନନେଇ ବିଜେଡିର ୩ ଜଣ ନେତାଙ୍କୁ ଟାର୍ଗେଟ କରି ଏ କଥା କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସେମାନେ (୩ ବିଜେଡି ନେତା)…

ଟେନ୍‌ସନ୍‌ରେ ରହୁଛନ୍ତି କି?

ଆଜିକାଲିର ବ୍ୟସ୍ତବହୁଳ ଜୀବନରେ ନିଜ ଜୀବନଶୈଳୀ ପ୍ରତି ସ୍ବତନ୍ତ୍ର ଦୃଷ୍ଟି ଦେବା ଦରକାର। କାରଣ ନିଜକୁ ସୁସ୍ଥ ରଖିବା ପଛରେ ଏହା ଅନେକାଂଶରେ ସାହାଯ୍ୟ କରିଥାଏ। ଯଦି ଜଣେ ବ୍ୟକ୍ତି ଉନ୍ନତ ଜୀବନଶୈଳୀ ଅନୁସରଣ କରନ୍ତି, ତେବେ ତାଙ୍କର ହୃତ୍‌ପିଣ୍ଡ ଠିକ୍‌ ଭାବରେ କାର୍ଯ୍ୟ କରିବାର ସମ୍ଭାବନା…