ସଂସଦର ସଂସଦୀୟ ଷ୍ଟାଣ୍ଡିଂ କମିଟି ଗଠିତ : ରାହୁଳଙ୍କୁ ମିଳିଲା ସୋନିଆ ଗାନ୍ଧୀଙ୍କୁ ମିଳିଲାନି ସ୍ଥାନ

ସଂସଦର ସଂସଦୀୟ ଷ୍ଟାଣ୍ଡିଂ କମିଟି ଗଠିତ  ହୋଇଛି। କେନ୍ଦ୍ର ସରକାରଙ୍କ ପକ୍ଷରୁ ଗତକାଲି ଏହି କମିଟି ଗଠନ କରାଯାଇଛି। ବିରୋଧୀ ଦଳ ନେତା ରାହୁଲ ଗାନ୍ଧି ସଂସଦର ପ୍ରତିରକ୍ଷା କମିଟିର ସଦସ୍ୟତା ବଜାୟ ରଖିଥିବା ବେଳେ ଓଡିଶାର ବହୁ ସାଂସଦ ଏଥିରେ ସ୍ଥାନ ପାଇଛନ୍ତି। ଓଡିଶା ସାଂସଦ ଭର୍ତ୍ତୃହରି…

ଇରାକ ବିମାନ ହଠାତ୍‌ କାହିଁକି କୋଲକାତାରେ ଅବତରଣ କଲା

କିଡନୀ ଚିକିତ୍ସା ପାଇଁ ଚାଇନା ଯାଉଥିବା ଇରାକର ଜଣେ ନାବାଳିକା ବିମାନରେ ଅସୁସ୍ଥ ହୋଇ ମୃତ୍ୟୁ ବରଣ କରିଥିବା ଜଣାପଡିଛି। ତେବେ ବାଟରେ ଯେତେବେଳେ ଝିଅର ସ୍ବାସ୍ଥ୍ୟ ଅବସ୍ଥା ଖରାପ ହେଲା, ସେତେବେଳେ ଇରାକ ଏୟାରୱେଜ ବିମାନ କୋଲକାତାକୁ ପଠାଗଲା ଏବଂ ଜରୁରୀକାଳୀନ ଅବତରଣ ମଧ୍ୟ କରାଯାଇଥିଲା।…

ଶିଗେରୁ ଇଶିବା ହେବେ ଜାପାନର ପ୍ରଧାନମନ୍ତ୍ରୀ

ଜାପାନର ଏଲଡିପି ନିର୍ବାଚନରେ ଶିଗେରୁ ଇଶିବା ବିଜୟୀ ହୋଇଛନ୍ତି। ଫଳରେ ଫୁମିଓ କିସିଦାଙ୍କ ସ୍ଥାନରେ ସେ ଜାପାନର ପ୍ରଧାନମନ୍ତ୍ରୀ ଭାବେ ଦାୟିତ୍ୱ ନେବାକୁ ଯାଉଛନ୍ତି । ଗତ ମାସରେ ଫୁମିଓ କିସିଦା ଇସ୍ତଫା ଦେଇଥିଲେ ।  ଦ୍ବିତୀୟ ରାଉଣ୍ଡ ମତଦାନରେ ଶିଗେରୁ ଇଶିବା କଠୋର ଜାତୀୟତାବାଦୀ ସାନେତକେ…

ରାଜ୍ୟବ୍ୟାପୀ ନର୍ସିଂ କର୍ମଚାରୀ ସମସ୍ତ ମେଡିକାଲ ସେବା ଉପରେ ରୋକ ଲଗାଇଛନ୍ତି

କାର୍ଯ୍ୟବନ୍ଦ ଆନ୍ଦୋଳନରେ ନର୍ସିଂ କର୍ମଚାରୀ ସଂଘ। ଶୁକ୍ରବାରଠାରୁ ରାଜ୍ୟବ୍ୟାପୀ ନର୍ସିଂ କର୍ମଚାରୀ ସମସ୍ତ ମେଡିକାଲ ସେବା ଉପରେ ରୋକ ଲଗାଇଛନ୍ତି। ୧୦ ଦଫା ଦାବି ନେଇ ଆନ୍ଦୋଳନକୁ ଜାରି ରଖିଛନ୍ତି ସମସ୍ତ ନର୍ସିଂ କର୍ମଚାରୀ। ଏହାକୁ ନେଇ କଟକ ଏସସିବି ମେଡିକାଲରେ ପ୍ରଭାବିତ ହୋଇଛି…

‘ଭୁଲ୍‌ ଭୁଲୈୟା ୩’ ର ଟିଜର୍‌ ରିଲିଜ୍‌

ଖୁବ୍‌ ଶୀଘ୍ର ଆସୁଛି ‘ଭୁଲ୍‌ ଭୁଲୈୟା ୩’। ଚଳିତ ବର୍ଷର ଦୀପାବଳିରେ ସିନେମା ଘରେ ଜବରଦସ୍ତ ଧମାକା କରିବ । ନିକଟରେ ଏହି ଫିଲ୍ମର ପୋଷ୍ଟର ରିଲିଜ୍‌ ହୋଇଥିଲା । ଏହାପରେ ପ୍ରଶଂସକଙ୍କ ମଧ୍ୟରେ ଫିଲ୍ମକୁ ନେଇ ଉତ୍କଣ୍ଠା ବଢି ଚାଲିଛି । ଏବେ ଫିଲ୍ମର ନିର୍ମାତାମାନେ ୧ ମିନିଟ୍‌ ୪୬ ସେକେଣ୍ଡର ଏକ…

ଅକ୍ଟୋବର ମାସରୁ ରାସନ କାର୍ଡ ହିତାଧିକାରୀଙ୍କୁ ମିଳିବ ଗହମ

ଏଣିକି ସରକାର ଦେବେ ଗହମ । ବହୁ ଦିନର ଦାବି ଥିଲା  । ଏବେ ମିଳିବ ଗହମ ।   ଅକ୍ଟୋବର ମାସରୁ ରାସନ କାର୍ଡ ହିତାଧିକାରୀଙ୍କୁ ମିଳିବ ଗହମ। ଓଡ଼ିଶା ସମେତ ୯ ରାଜ୍ୟର ହିତାଧିକାରୀଙ୍କୁ ଚାଉଳ ସହ ମିଳିବ ଗହମ। ଏନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଗଣମାଧ୍ୟମରେ ସୂଚନା ଦେଇଛନ୍ତି। ସେ…

ଶ୍ରମିକଙ୍କ ସର୍ବନିମ୍ନ ମଜୁରି ବୃଦ୍ଧି କଲେ କେନ୍ଦ୍ର ସରକାର

କେନ୍ଦ୍ର ସରକାରଙ୍କ ବିଭିନ୍ନ ପ୍ରତିଷ୍ଠାନରେ କାର୍ଯ୍ୟରତ ଶ୍ରମିକଙ୍କ ସର୍ବନିମ୍ନ ମଜୁରି ବୃଦ୍ଧି କରାଯାଇଛି। କେନ୍ଦ୍ର ସରକାରଙ୍କ ଅଧୀନରେ ଥିବା ବିଭିନ୍ନ ସଂସ୍ଥାରେ କୋଠା ନିର୍ମାଣ, ମାଲ ବୋଝେଇ ଓ ଖଲାସ, ସୁରକ୍ଷା, ସଫେଇ, ହାଉସକିପିଂ, କୃଷି ଏବଂ ଖଣି କାର୍ଯ୍ୟ କରୁଥିବା ଶ୍ରମିକମାନେ…

ଜିଲ୍ଲାପାଳଙ୍କୁ କଡ଼ା କଥା କହିଲେ ମୁଖ୍ୟମନ୍ତ୍ରୀ

ଆଜି ଲୋକସେବା ଭବନରେ ଜିଲ୍ଲାପାଳ କଡ଼ା ସ୍ବରରେ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ରାଜ୍ୟରେ ଅଫିସରମାନେ ସରକାରଙ୍କ ଆଦେଶକୁ ମାନି କାମ କରିବାକୁ କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଲୋକଙ୍କ ସେବାକୁ ଧ୍ୟାନରେ ରଖି କାର୍ଯ୍ୟ କରିବାକୁ କହିଛନ୍ତି ମୁଖ୍ୟମନ୍ତ୍ରୀ । ଆଜି ଲୋକସେବା…

କ୍ଲିନ୍‌ ସୁଇପ୍‌ ଲକ୍ଷ୍ୟରେ ଭାରତ: ବର୍ଷାରେ ଭିଜିଲା କାନପୁର ଟେଷ୍ଟ

ବାଂଲାଦେଶ ବିପକ୍ଷ ଦ୍ୱିତୀୟ ତଥା ଅନ୍ତିମ କ୍ରିକେଟ ଟେଷ୍ଟ ଆରମ୍ଭ ହୋଇଛି । ପ୍ରଥମ ଦିନ ବର୍ଷା ଧୋଇଦେଇଛି । ଅଧାରେ ଖେଳ ରହିଛି । ୨ୟ ଟେଷ୍ଟର ପ୍ରଥମ ଦିନର ଖେଳ ଶେଷ ହୋଇଛି । ବର୍ଷା ଯୋଗୁଁ ପ୍ରଥମ ଦିନରେ ମାତ୍ର ୩୫ ଓଭର ଖେଳ ହୋଇଥିଲା । ପ୍ରଥମ ଦିନ  ଖେଳ ଶେଷ ସୁଦ୍ଧା ବାଂଲାଦେଶ ୩…

ଆଜିର ରାଶିଫଳ

ମେଷ : ଆଜି ଶନି ନକ୍ଷତ୍ରସ୍ଥ ଚନ୍ଦ୍ର ହେତୁ ଅଚାନକ ଭାବରେ ପ୍ରତିବନ୍ଧକର ସମ୍ମୁଖୀନ ହେବାକୁ ପଡ଼ିପାରେ। ଭଲ ସମ୍ପର୍କ ରହିଥିବା ବନ୍ଧୁମାନେ ଜମା ଆପଣଙ୍କ ପାଖ ମାଡ଼ିବେ ନାହିଁ। ଅବଶ୍ୟ ସ୍ବାସ୍ଥ୍ୟରେ ଉନ୍ନତି ଘଟି ଦୁର୍ବଳତା କେତେକାଂଶରେ ଦୂର ହେବ। ପୁରୁଣା କଥାକୁ ନେଇ ସହକର୍ମୀଙ୍କ ସହ…