ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟରରେ ଯାନ୍ତ୍ରିକ ତ୍ରୁଟି

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କେନ୍ଦୁଝର ଜିଲାକୁ ଶୁକ୍ରବାରଠାରୁ ୩ ଦିନିଆ ଗସ୍ତରେ ଆସିଛନ୍ତି। ମୁଖ୍ୟମନ୍ତ୍ରୀ ହେବା ପରେ ନିଜ ଜିଲାକୁ ଏହା ତାଙ୍କର ଦ୍ୱିତୀୟ ଗସ୍ତ। ମୁଖ୍ୟମନ୍ତ୍ରୀଙ୍କ ଗସ୍ତର ରବିବାର ତୃତୀୟ ଦିନରେ କେନ୍ଦୁଝର କାର୍ଯ୍ୟକ୍ରମ ସାରି ୟୂରଭଞ୍ଜ ଜିଲା ଗସ୍ତ କରିବାର…

କ୍ୱାଡ୍‌ ସମ୍ମିଳନୀରେ ମୋଦିଙ୍କ ବଡ଼ ଘୋଷଣା

ଭାରତ-ପ୍ରଶାନ୍ତ ମହାସାଗରୀୟ ଅଞ୍ଚଳରେ ସର୍ଭିକାଲ କ୍ୟାନ୍‌ସର ମୁକାବିଲାକୁ ସୁଦୃଢ଼ କରିବା ପାଇଁ ଭାରତ ୭.୫ ନିୟୁତ ଡଲାର ଯୋଗାଇଦେବ ବୋଲି ପ୍ରତିଶ୍ରୁତି ଦେଇଛି।ରୋଗର ପରୀକ୍ଷା, ଯାଞ୍ଚ ଏବଂ ନିଦାନରେ ଏହି ଅର୍ଥ ବ୍ୟୟକରାଯିବ। କ୍ୱାଡ୍‌ ସମ୍ମିଳନୀ ଅବସରରେ କ୍ୟାନ୍‌ସର ମୁନ୍‌ଶୁଟ୍‌…

ନେତାନ୍ୟାହୁଙ୍କ ଚେତାବନୀ

ଲେବାନନରେ ବିସ୍ଫୋରଣ ହେବା ପରେ ହିଜବୁଲ ମୁଖ୍ୟ ଇସ୍ରାଏଲ ଉପରେ ରକେଟ ଆକ୍ରମଣ ଦାବି କରିଥିଲେ। ଏହି ସମୟରେ, ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ହିଜବୁଲ୍ଲାକୁ ରବିବାର ଚେତାବନୀ ଦେଇଛନ୍ତି।ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ କହିଛନ୍ତି ଯେ ତେଲ ଆଭିଭ…

ଚେସ୍ ଅଲିମ୍ପିଆଡର ଇତିହାସ ରଚିଲା ଭାରତ

୨୦୨୪ ଚେସ୍ ଅଲିମ୍ପିଆଡର ଫାଇନାଲ ରାଉଣ୍ଡରେ ଆଜରବେଜାନକୁ ପରାସ୍ତ କରି ପ୍ରଥମ ସ୍ୱର୍ଣ୍ଣ ପଦକ ହାସଲ କରିଛନ୍ତି ଭାରତୀୟ ମହିଳା ଖେଳାଳି । ଆଜି ହଙ୍ଗେରୀର ବୁଦ୍ଧାପେଷ୍ଟର ସାଇମା ସ୍ପୋର୍ଟସ ଆଣ୍ଡ କନଫରେନ୍ସ ସେଣ୍ଟରରେ ଭାରତ ଏହି ଇତିହାସ ସୃଷ୍ଟି କରିଛି । ଫାଇନାଲ ରାଉଣ୍ଡରେ ଦିବ୍ୟ ଦେଶମୁଖ,…

ଫ୍ରେଶର୍ ପାଇଁ ଆଇଟି କମ୍ପାନୀ ଖୋଲିବ ଗେଟ୍

ବର୍ତ୍ତମାନ ଚାକିରି ଖୋଜୁଥିବା ଯୁବପିଢ଼ିମାନଙ୍କ ପାଇଁ ଏକ ଖୁସି ଖବର ଅଛି । ଭାରତୀୟ ଆଇଟି କମ୍ପାନୀଗୁଡିକ ବର୍ତ୍ତମାନ ଉନ୍ନତି ପଥରେ ଅଛନ୍ତି । ଫ୍ରେଶର୍ ପାଇଁ କ୍ୟାମ୍ପସ୍ ନିଯୁକ୍ତି ଆରମ୍ଭ କରିବା ସହ ଉତ୍ତମ ବେତନ ଦେବାକୁ ମଧ୍ୟ ପ୍ରସ୍ତୁତ ଅଛନ୍ତି କମ୍ପାନୀ । ଅବଶ୍ୟ ଏଥିପାଇଁ ଆପଣଙ୍କୁ…

ଆସନ୍ତା ୩ ଘଣ୍ଟାରେ ପ୍ରବଳ ବର୍ଷା

ଆସନ୍ତା ୩ ଘଣ୍ଟା ପାଇଁ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ୬ଟି ଜିଲ୍ଲାରେ ବିଜୁଳି ଘଡ଼ଘଡି଼ ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ମୟୂରଭଞ୍ଜ, ଭଦ୍ରକ, ବାଲେଶ୍ୱର, କେନ୍ଦୁଝର, ଅନୁଗୁଳ ଓ ଦେବଗଡ଼ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏନେଇ ପାଣିପାଗ କେନ୍ଦ୍ର…

ବଢିଲା ତେଲ ଦର

ଗତ ସପ୍ତାହରେ ବିଭିନ୍ନ ଖାଇବା ତେଲର ଦର ହାରାହାରି ୧୦ ପ୍ରତିଶତ ବୃଦ୍ଧି ପାଇଛି । ବିଶେଷକରି ସୋରିଷ ତେଲ, ସୋୟବିନ ତେଲ, ସୂର୍ଯ୍ୟମୂଖୀ ଓ ପାମ୍ ଅଏଲର ମୂଲ୍ୟ ବୃଦ୍ଧି ପାଇଛି ।ସୋରିଷ ତେଲଛଡ଼ା ଆମଦାନୀ ହେଉଥିବା ଅନ୍ୟ ଖାଇବା ତେଲଗୁଡ଼ିକର ଦର ଅନ୍ତର୍ଜାତୀୟ ବଜାରରେ ବୃଦ୍ଧି ପାଇଥିବାରୁ…

କାର୍ଯ୍ୟକ୍ଷେତ୍ରରେ ଡିପ୍ରେସନ ନେଲା ଇଞ୍ଜିନିୟରଙ୍କ ପ୍ରାଣ

କାର୍ଯ୍ୟକ୍ଷେତ୍ରରେ ଡିପ୍ରେସନ ନେଲା ଇଂଜିନିୟରଙ୍କ ପ୍ରାଣ । ଅତ୍ୟଧିକ ଚାପରେ ଆତ୍ମହତ୍ୟା କଲେ କାର୍ତ୍ତିକେୟନ । ବସଙ୍କ କାମ କରୁକରୁ ସେ ଡିପ୍ରେସନରେ ରହିଲେ । ଆଉ ସେଥିରୁ ମେଡିସିନ ଖାଇଲେ ବି ବାହାରିପାରିଲେନି । ଶେଷରେ ଆତ୍ମହତ୍ୟା କଲେ । ଏଭିଳି ଡିପ୍ରେସନ  ମୁଖ୍ୟ ସମସ୍ୟା ପାଲଟିଲାଣି।…

ଅନୁରା ଶ୍ରୀଲଙ୍କାର ନୂଆ ରାଷ୍ଟ୍ରପତି

ଶ୍ରୀଲଙ୍କାକୁ ମିଳିଛି ନୂଆ ରାଷ୍ଟ୍ରପତି। ଅନୁରା କୁମାରା ଦିଶାନାୟକେ ଶ୍ରୀଲଙ୍କାର ନୂଆ ରାଷ୍ଟ୍ରପତି ହୋଇଛନ୍ତି। ନ୍ୟାଶନାଲ ପିପୁଲ ପାଓ୍ବାର(ଏନ୍‌ପିପି) ମେଣ୍ଟର ପ୍ରାର୍ଥୀ ଅନୁରା ୫୩% ଭୋଟ୍‌ ପାଇଥିବା ସୂଚନା ମିଳିଛି। ଫଳାଫଳ ଅନୁଯାୟୀ, ନ୍ୟାଶନାଲ ପିପୁଲ୍‌ ପାଓ୍ବାର (ଏନ୍‌ପିପି)ର ନେତା…

ଜାତିସଂଘର ସୁରକ୍ଷା ପରିଷଦର କଳେବରରେ ଆସିବ ସଂସ୍କାର

ଜାତିସଂଘର ସୁରକ୍ଷା ପରିଷଦର କଳେବରରେ ଆସିବ ସଂସ୍କାର। ଉଭୟ ସ୍ଥାୟୀ ଏବଂ ଅସ୍ଥାୟୀ ସଦସ୍ୟଙ୍କ ସଂଖ୍ୟା ବୃଦ୍ଧି ସହ ସୁରକ୍ଷା ପରିଷଦକୁ ଅଧିକ ଦକ୍ଷ, ଶକ୍ତିଶାଳୀ କରାଯିବ। ଆମେରିକାରେ ଆୟୋଜି କ୍ଵାଡ୍ ଶିଖର ସମ୍ମିଳନୀରେ ଭାରତ, ଆମେରିକା, ଜାପାନ ଏବଂ ଅଷ୍ଟେଲିଆ ମଧ୍ୟରେ ଏହି ସହମତି ପ୍ରକାଶ…