ଆଜିଠାରୁ ଦେଶରେ ଆଇଫୋନ୍ ୧୬ ସିରିଜ୍ ବିକ୍ରି ଆରମ୍ଭ

ଆଇଫୋନ୍ ପ୍ରେମୀଙ୍କ ଅପେକ୍ଷାର ଅନ୍ତ ହୋଇଛି । ଆପଲ୍ ଆଜିଠାରୁ ଦେଶରେ ଆଇଫୋନ୍ ୧୬ ସିରିଜ୍ ବିକ୍ରି ଆରମ୍ଭ କରିଛି। ଭାରତରେ ନୂଆ ଆଇଫୋନ୍ ଶୁକ୍ରବାର ସକାଳ ୮ଟାରୁ ଉଭୟ ରିଟେଲ ଓ  ଅନଲାଇନ ଷ୍ଟୋରରେ ଉପଲବ୍ଧ ହୋଇଛି । ଏଥର ବଜେଟରେ ଆମଦାନୀ ଶୁଳ୍କ ହ୍ରାସ ହେତୁ କମ୍ପାନୀ ପ୍ରଥମ ଥର ପାଇଁ ପୂର୍ବ…

21ରୁ ରତ୍ନଭଣ୍ଡାରର ବୈଷୟିକ ସର୍ଭେ

ରତ୍ନଭଣ୍ଡାରର ବୈଷୟିକ ସର୍ଭେ କରିବ ଏଏସଆଇ ଭାରତୀୟ ପତ୍ନତାତ୍ତ୍ବିକ ସର୍ବେକ୍ଷଣ ସଂସ୍ଥା ପକ୍ଷରୁ ଆସନ୍ତା ସେପ୍ଟେମ୍ବର 21,22 ଓ 23 ତାରିଖରେ ଶ୍ରୀମନ୍ଦିର ରତ୍ନଭଣ୍ଡାରର ବୈ୍ଷୟିକ ସର୍ଭେ ଅନୁଷ୍ଠିତ ହେବ । ଦିନ 2 ଟାରୁ ସନ୍ଧ୍ୟା  6 ଟା ଯାଏଁ ସର୍ଭେ ପାଇଁ ସମୟ ସ୍ଥିର ହୋଇଛି । ଆସନ୍ତା…

ମୟୂରପୁଚ୍ଛ ବଦଳାଇଦେବ ଆପଣଙ୍କ ଭାଗ୍ୟ

ଭଗବାନ ଶ୍ରୀକୃଷ୍ଣଙ୍କର ପ୍ରିୟ ମୟୂରପୁଚ୍ଛକୁ ସୌଭାଗ୍ୟର ପ୍ରତୀକ ବୋଲି କୁହାଯାଏ। ବାସ୍ତୁଶାସ୍ତ୍ର ଅନୁଯାୟୀ, ଘରର ଦକ୍ଷିଣ-ପୂର୍ବ ଦିଗରେ ମୟୂରପୁଚ୍ଛ ରଖିଲେ ଘରେ ସକାରାତ୍ମକ ଊର୍ଜ୍ଜା ଉତ୍ପନ୍ନ ହୋଇଥାଏ। ଆଉ ଯଦି ଘରେ ରାହୁ ଦୋଷ ଥାଏ, ତେବେ ୮ଟି ମୟୂରପୁଚ୍ଛକୁ ଘରର ଉତ୍ତର-ପୂର୍ବ ଦିଗରେ ଥିବା…

ବଜାରରେ ଏଚ୍‌ପିର ନୂତନ ଉତ୍ପାଦ

ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ଇ-ଉତ୍ପାଦନକାରୀ ବ୍ରାଣ୍ଡ ଏଚ୍‌ପିର ନୂତନ ଉତ୍ପାଦ ରେଞ୍ଜର ଅନାବରଣ ନିକଟରେ ହୋଇଯାଇଛି। ଏପରିକି ବ୍ରାଣ୍ଡ୍‌ର ଅଫିସ୍‌ ପ୍ରିଣ୍ଟ ପୋର୍ଟଫୋଲିଓରେ ଏକ ନୂତନ ଯୋଗ ଭାବେ ଏଚ୍‌ପି କଲର ଲେଜର ଜେଟ୍‌ ପ୍ରୋ ୩୦୦୦ ସିରିଜ୍‌ର ନୂଆ ରେଞ୍ଜର ଶୁଭାରମ୍ଭ ସହ ବଜାର ପ୍ରବେଶ…

ସଲମାନଙ୍କ ସୁରକ୍ଷାରେ ତ୍ରୁଟି

ବଲିଉଡ ଭାଇଜାନ ସଲମାନ ଖାନଙ୍କ ସୁରକ୍ଷାରେ ପୁଣି ଥରେ ତ୍ରୁଟି ହୋଇଛି। ଜଣେ ଯୁବକ ତାଙ୍କ ବାଇକରେ କିଛି ସମୟ ପାଇଁ ସଲମାନ ଖାନଙ୍କ କାରକୁ ଫଲୋ କରିଥିଲେ। ଏହା ପରେ ସୁରକ୍ଷା କର୍ମୀମାନେ ତାଙ୍କୁ ଗାଲାକ୍ସି ବାହାରେ ଧରି ପୋଲିସକୁ ହସ୍ତାନ୍ତର କରିଥିଲେ। ୧୮ସେପ୍ଟେମ୍ବର ମଧ୍ୟରାତ୍ରିରେ ଏହି…

ଦ୍ୱିତୀୟ ଦିନ ପାଇଁ ଘରୋଇ ଷ୍ଟକ ମାର୍କେଟ ନୂତନ ସର୍ବକାଳୀନ ରେକର୍ଡ ସୃଷ୍ଟି କରିଛି। ବ୍ୟବସାୟରେ ଧୀର ଆରମ୍ଭ ହେବା ପରେ, ଅଳ୍ପ ସମୟ ମଧ୍ୟରେ ବଜାରରେ ଏକ ଜବରଦସ୍ତ ରେକର୍ଡ କରାଯାଇଥିଲା ଏବଂ ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ (ବିଏସ୍‌ଇ) ସେନସେକ୍ସ ଇତିହାସରେ ପ୍ରଥମ ଥର ପାଇଁ ୮୪ ହଜାର ମାର୍କ…

ଭାରତର ସମ୍ମାନ ରଖିଲେ ଅଶ୍ୱିନ

ଚେନ୍ନାଇରେ ଅନୁଷ୍ଠିତ ବାଂଲାଦେଶ ବିପକ୍ଷ ପ୍ରଥମ ଟେଷ୍ଟରେ ଭାରତର ସମ୍ମାନ ରକ୍ଷା କରିଛନ୍ତି ରବିଚନ୍ଦ୍ରନ ଅଶ୍ୱିନ। ଭାରତ ୧୪୪ ରନ୍‌ରେ ୬ ଉଇକେଟ ହରାଇ ସଂଘର୍ଷ କରୁଥିବା ବେଳେ ଅଶ୍ୱିନ ନିଜ ଟେଷ୍ଟ କ୍ୟାରିୟରର ପଞ୍ଚମ ଶତକ ହାସଲ କରିଥିଲେ। ଏହା ସହିତ ପ୍ରଥମ ଦିନର ଷ୍ଟମ୍ପ ଅପସାରଣ ବେଳକୁ ଭାରତ…

ମୁଖ୍ୟମନ୍ତ୍ରୀଙ୍କ ଜନ ଶୁଣାଣି ପାଇଁ ଅନ୍‌ଲାଇନ ପଞ୍ଜୀକରଣ ଆରମ୍ଭ

ଆସନ୍ତା ସେପ୍ଟେମ୍ବର ୨୩ ତାରିଖ ସୋମବାର ମୁଖ୍ୟମନ୍ତ୍ରୀ ବିଭିନ୍ନ ଜନ ଅଭିଯୋଗର ଶୁଣାଣି କରିବେ। ଜନ ଶୁଣାଣି ପାଇଁ ଗୁରୁବାରଠାରୁ ଅନ୍‌ଲାଇନ ପଞ୍ଜୀକରଣ ଆରମ୍ଭ ହୋଇଛି। ଜନଶୁଣାଣି ଓ୍ବେବ୍‌ସାଇଟ https://janasunani.odisha.gov.in/ କିମ୍ବା ଜନଶୁଣାଣି ମୋବାଇଲ ଆପ୍ଲିକେଶନ ମାଧ୍ୟମରେ…

ମଦ୍ୟପାନ ଆମ ଶରୀରର ରୋଗପ୍ରତିରୋଧକ ଶକ୍ତିକୁ ଦୁର୍ବଳ କରେ

ମଦ୍ୟପାନ ଆମ ଶରୀରର ରୋଗପ୍ରତିରୋଧକ ଶକ୍ତିକୁ ଦୁର୍ବଳ କରିଦେବା ସହ ହୃଦ୍‌ଘାତ ଓ କର୍କଟ ପରି ସଂଖ୍ୟାଧିକ ରୋଗର କାରଣ ସାଜିଥାଏ। ତେବେ ଜଣେ ମଦ୍ୟପକୁ ସେଥିରୁ ହଠାତ୍‌ ବିରତ କରାଇବା ଦ୍ବାରା ବେଳେବେଳେ ତାକୁ ନିଶ୍ଚଳ ହେଲା ପରି ଅନୁଭବ ଆଣିବା ସହ ଏପରିକି ମୃତ୍ୟୁମୁଖରେ ମଧ୍ୟ ପକାଇଥାଏ। ତେଣୁ…

ଆଜିର ରାଶିଫଳ

ମେଷ: ବେପାରରେ ପ୍ରଗତି ହେବାର ସମ୍ଭାବନା ଅଧିକ। ଆମଦାନି ବଢ଼ାଇବାରେ ସଫଳ ହେବେ। ସମାଜିକ ମେଳମିଳାପ ବଢ଼ିବ। ପାରିବାରିକ ବାତାବରଣରେ ପ୍ରସନ୍ନତା ରହିବ। ବୃଷ: ଧର୍ମକାର୍ଯ୍ୟରେ ଆସ୍ଥା ବଢ଼ିବ। ସରକାରୀ କାମରେ ଲାଭର ସମ୍ଭାବନା ବଢ଼ିବ। ଶିକ୍ଷାକ୍ଷେତ୍ରରେ ଥିବା ଲୋକଙ୍କୁ ବଡ଼ ପ୍ରୋଜେକ୍ଟରେ…